Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ›› ଗ୍ରାହକଙ୍କୁ ଆଶ୍ବସ୍ତି କରାଇବା ପରି ପେଟିଏମ୍‌ ସମ୍ପର୍କରେ ବଡ଼ ଘୋଷଣା କଲେ ନିର୍ମାତା

ଗ୍ରାହକଙ୍କୁ ଆଶ୍ବସ୍ତି କରାଇବା ପରି ପେଟିଏମ୍‌ ସମ୍ପର୍କରେ ବଡ଼ ଘୋଷଣା କଲେ ନିର୍ମାତା

2024-02-02 11:24:40
15862
Share:
Facebook
Twitter
E-Mail
WhatsApp
Telegram
 ଗ୍ରାହକଙ୍କୁ ଆଶ୍ବସ୍ତି କରାଇବା ପରି ପେଟିଏମ୍‌ ସମ୍ପର୍କରେ ବଡ଼ ଘୋଷଣା କଲେ ନିର୍ମାତା

ନୂଆଦିଲ୍ଲୀ: ପେଟିଏମ୍‌ ପେମେଣ୍ଟ୍‌ସ ବ୍ୟାଙ୍କ ବିରୋଧରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଚଳିତ ବର୍ଷ ଫେବ୍ରୁଆରି ୨୯ ପରଠାରୁ ଏହି ବ୍ୟାଙ୍କ କୌଣସି ଗ୍ରାହକଙ୍କଠାରୁ ଜମା ସଂଗ୍ରହ କରିପାରିବ ନାହିଁ କିମ୍ବା ଋଣ କାରବାର ମଧ୍ୟ କରିପାରିବ ନାହିଁ। କୌଣସି ଟପ୍-ଅପ୍ ସୁବିଧା ବି ଦେଇପାରିବ ନାହିଁ। ୱାଲେଟ୍‌ ଓ ଫାସ୍‌ଟ୍ୟାଗ୍‌ ଭଳି ଲିଙ୍କ୍‌ ହୋଇଥିବା ପ୍ରିପେଡ୍ ଇନଷ୍ଟ୍ରୁମେଣ୍ଟରେ କାରବାର କରିପାରିବନି।

ଏବେ ଏନେଇ ଗ୍ରାହକଙ୍କୁ ଆଶ୍ବସ୍ତି କରାଇବା ପରି ଏକ ସୂଚନା ଦେଇଛନ୍ତି ପେଟିଏମ୍‌ର ନିର୍ମାତା ତଥା ସିଇଓ ବିଜୟ ଶଙ୍କର ଶର୍ମା। ସେ କହିଛନ୍ତି କି ଫେବ୍ରୁଆରି ୨୯ ପରେ ମଧ୍ୟ ଆପ୍‌ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ। ବ୍ୟବହାରକାରୀମାନେ ଯେଉଁଭଳି ଭାବେ ପେଟିଏମ୍‌ ଆପ୍‌ ବ୍ୟବହାର କରୁଥିଲେ ସେହିପରି ଆଗକୁ ବି କରିପାରିବେ। ଏହାଛଡ଼‌ା ସିଇଓ ବ୍ୟବହାରକାରୀଙ୍କୁ ସେମାନଙ୍କର ଅତୁଟ ସମର୍ଥନ ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି।
ସେ ସୋସିଆଲ୍‌ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସରେ ଲେଖିଛନ୍ତି, ‘‘ଆପଣଙ୍କ ପ୍ରିୟ ଆପ୍‌ ଚାଲୁଛି। ଫେବ୍ରୁଆରି ୨୯ ପରେ ମଧ୍ୟ ପୂର୍ବ ପରି ଚାଲିବ।’’ କମ୍ପାନି ଆହୁରି ବି କହିଛି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କଙ୍କ ନିର୍ଦ୍ଦେଶ ବ୍ୟବହାରକାରୀଙ୍କ ସେଭିଂ ଆକାଉଣ୍ଟ୍‌,ୱାଲେଟ୍‌, ଫାଷ୍ଟାଗ୍‌, ଏନ୍‌ସିଏମ୍‌ସି ଆକାଉଣ୍ଟ୍‌କୁ ପ୍ରଭାବିତ କରିପାରିବ ନାହିଁ।

Powered by Froala Editor

Tags Paytm

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15829
    Sep 10, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13702
    Sep 10, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13895
    Sep 11, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13539
    Sep 12, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14070
    Sep 11, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13850
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14737
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15526
    Sep 11, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13821
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13539
    Sep 12, 2026
  • ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15829
    Sep 10, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13850
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17756
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13895
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15984
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14590
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13901
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14708
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14004
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14693
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15033
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14993
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14737
    Sep 12, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13895
    Sep 11, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13539
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In