Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବ: ମୁଖ୍ୟମନ୍ତ୍ରୀ

ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବ: ମୁଖ୍ୟମନ୍ତ୍ରୀ

2024-02-03 07:11:56
13622
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜଠାରୁ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ । ଆମ ଭାଷାର ସୌନ୍ଦର୍ୟ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ । ଏହି ଉପଲକ୍ଷେ ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମିତ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅକ୍ଷର ଭୂମିର କାନ୍ଥବାଡ ବଖାଣୁଛି ଓଡ଼ିଆ ଲିପିର କାହାଣୀ । ପଥର ଖୋଦିତ ଅକ୍ଷର ସାଙ୍ଗକୁ ଦେଖିବାକୁ ମିଳୁଛି ଥ୍ରୀଡି ଝଲକ । ମନ ମୋହୁଛି ମୁକ୍ତେଶ୍ବର ମନ୍ଦିର ତୋରଣ ଆକୃତି ତୋରଣ । ଭାଷାବିତଙ୍କୁ ଟାଣିନେଉଛି ବୃହତ୍ ଆକୃତିର ଓଡ଼ିଆ ଲିପି ଫଅ’। ସ୍ମାରକୀ ହେବାକୁ ଯାଉଛି ଭୁବନେଶ୍ବର କଳାମଣ୍ଡଳ ପରିସରରେ ଥିବା ଏହି ଭାଷା ସୌଧ ।

ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ୟ୍ୟର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି । ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟର ଜୟଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଭୁବନେଶ୍ବର କଳାମଣ୍ଡଳ ପରିସରରେ ନିର୍ମାଣ ହୋଇଛି ଅକ୍ଷର ଭୂମି । ଭାଷାକୁ ନେଇ ତିଆରି ହୋଇଛି ନୂଆ କାରୁକାର୍ୟ୍ୟ । ଅକ୍ଷର ଭୂମିର ମଝି ଅଂଶରେ ମୁକ୍ତେଶ୍ଵର ମନ୍ଦିର ପରିସରରେ ଥିବା ତୋରଣ ଶୈଳୀରେ ଏକ ସୁନ୍ଦର ତୋରଣ ନିର୍ମାଣ କରାଯାଇଛି । ତୋରଣର ଠିକ୍ ପଛରେ ଓଡ଼ିଆ ଲିପି ‘ଅ’ର ବୃହତ ଅକ୍ଷର କରାଯାଇଛି । ଦୁଇ ପାର୍ଶ୍ଵରେ ୬ଟି ଅକ୍ଷର କାନ୍ଥ ରହିଛି । କାନ୍ଥ ଗୁଡ଼ିକରେ ଖଣ୍ଡୋଲାଇଟ୍ ପଥରକୁ ଖୋଦେଇ କରାଯାଇ ଓଡ଼ିଆ ବର୍ଣ୍ଣମାଳାକୁ ସ୍ଥାନ ଦିଆଯାଇଛି । ୪୦ ମିଟର ଲମ୍ବ ଓ ୩୦ ମିଟର ଚଉଡାର ଏହି ପ୍ରକଳ୍ପକୁ ସ୍ପାନ୍ଇନଫ୍ରା ବିଲଡର୍ସ ନିର୍ମାଣ କରିଛି । ଏଥିରେ ପ୍ରାୟ ୮୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13904
    May 23, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15341
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15338
    May 23, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15433
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14775
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14306
    May 24, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14095
    May 23, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14895
    May 24, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13766
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15341
    May 24, 2026
  • ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13766
    May 24, 2026
  • ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14306
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16875
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17495
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17541
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17926
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15341
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14962
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14374
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14500
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15560
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15418
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15160
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15650
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13982
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13904
    May 23, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15433
    May 24, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15341
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In