Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ...

  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ...

  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ...

  • ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ...

  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ...

  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ ...

  • ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ...

  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ...

  • ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ...

  • ପାକିସ୍ତାନକୁ ୬୧ ରନରେ ହରାଇଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ

ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ

2024-02-03 07:13:30
16276
Share:
Facebook
Twitter
E-Mail
WhatsApp
Telegram
ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନ

ନୂଆଦିଲ୍ଲୀ: ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ଦିଆଯିବ ଭାରତ ରତ୍ନ ସମ୍ମାନ । ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ।  ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସରେ ସୂଚନା ଦେଇଛନ୍ତି ।  ଆଡଭାନୀଙ୍କ ସହ କଥା ହୋଇ ଏନେଇ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ମଧ୍ୟ ମୋଦୀ ଏକ୍ସରେ ଉଲ୍ଲେଖ କରିଛନ୍ତି ।

ଏହାଛଡ଼ା ମୋଦୀ ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ ଆଡଭାନୀ ଆମ ସମୟର ସବୁଠୁ ସମ୍ମାନୀୟ ରାଷ୍ଟ୍ରନେତା । ଭାରତର ପ୍ରଗତୀ ପାଇଁ ତାଙ୍କର ଅବଦାନ ସ୍ମରଣୀୟ । ଲାଲକୃଷ୍ଣ ଆଡଭାନୀ ତୃଣମୂଳସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ । ସେ ସ୍ୱରାଷ୍ଟ୍ର ଏବଂ ସୂଚନା ଓ ପ୍ରସାରଣମନ୍ତ୍ରୀଭାବେ କାର୍ଯ୍ୟ କରିଛନ୍ତି । ତାଙ୍କର ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ ବୋଲି ପ୍ରଧାନମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି ।

ମୋଦି ଆହୁରି ମଧ୍ୟ କହିଛନ୍ତି, " ସେ ତାଙ୍କର ଜୀବନକାଳରେ ଦୀର୍ଘ ଦଶନ୍ଧି ଧରି ସେବା, ସ୍ବଚ୍ଛତା ଏବଂ ଅଖଣ୍ଡତା ପାଇଁ ତାଙ୍କର ପ୍ରତିବଦ୍ଧତା ରହିଛି । ଏହା ଯୋଗୁଁ ରାଜନୈତିକ କ୍ଷେତ୍ରରେ ତାଙ୍କର ଆଦର୍ଶ ମାନ୍ୟତା ରହିଛି । ଜାତୀୟ ଏକତା ପାଇଁ ତାଙ୍କର ଅତୁଳନୀୟ ଅବଦାନ ରହିଛି । ଭାରତରତ୍ନ ପାଇଁ ତାଙ୍କ ନାମ ସୁପାରିସ କରିବା ମୋ ପାଇଁ ଭାବପ୍ରବଣ ମୁହୂର୍ତ୍ତ । ମୁଁ ଏହାକୁ ସୌଭାଗ୍ୟ ବୋଲି ମନେ କରିବି । ତାଙ୍କ ଠାରୁ ଅନେକ କିଛି ଶିଖିବାର ମୁଁ ସୁଯୋଗ ପାଇଛି । "

Powered by Froala Editor

Tags bharat ratna to l k advani

Related articles Odisha News Lens 4.1

  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ
    ମନୋରଞ୍ଜନ

    ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15185
    Feb 17, 2026
  •  ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ
    ଦେଶ-ଦେଶାନ୍ତର

    ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ ରହମାନ

    14286
    Feb 17, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14495
    Feb 15, 2026
  • ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ...

    13935
    Feb 17, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ
    ବିଶେଷ

    ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15280
    Feb 17, 2026
  • ସୋସିଆଲ ମିଡିଆ ପ୍ଲାଟଫର୍ମ  ‘ଏକ୍ସ’ ଡାଉନ୍‌
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଡାଉନ୍‌

    13695
    Feb 17, 2026
  • ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର
    ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13478
    Feb 16, 2026
  • ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଅଶ୍ୱିନୀ ବୈଷ୍ଣବଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ ?

    14758
    Feb 17, 2026
  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ
    ଦେଶ-ଦେଶାନ୍ତର

    ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13719
    Feb 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏପ୍ରିଲ ୨୨ରେ କେଦାରନାଥ ଏବଂ ୨୩ରେ ଭକ୍ତଙ୍କ ପାଇଁ ଖୋଲିବ ବଦ୍ରିନାଥ ମନ୍ଦିର

    13478
    Feb 16, 2026
  • ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟସେବାଠାରୁ ଶିକ୍ଷା, କୃଷି, ଶାସନ ଏବଂ ଉଦ୍ୟୋଗ କ୍ଷେତ୍ରରେ ରୂପାନ୍ତର ଆଣୁଛି ଏଆଇ

    13935
    Feb 17, 2026
  • ଦେଶ-ଦେଶାନ୍ତର

    ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ: ୮ ଶ୍ରମିକ ମୃତ

    15442
    Feb 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17340
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17407
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17753
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16227
    Apr 03, 2021

ବିଶେଷ

  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15280
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15795
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16223
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16367
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14114
    Feb 11, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14951
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14464
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16070
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15354
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14495
    Feb 15, 2026
  • ମହାଶିବରାତ୍ରୀରେ ପବିତ୍ର ଗଙ୍ଗାଜଳ ସହ ବୋଲବୋମ୍‌ ଯାତ୍ରା କଲେ ମୁସଲିମ ଯୁବତୀ

    13719
    Feb 17, 2026
  • ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଜାମିନ

    15185
    Feb 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In