Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲକ୍ଷ୍ନୌ ଜେଲରେ ୩୮ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ

ଲକ୍ଷ୍ନୌ ଜେଲରେ ୩୮ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ

2024-02-05 06:06:58
15747
Share:
Facebook
Twitter
E-Mail
WhatsApp
Telegram
ଲକ୍ଷ୍ନୌ ଜେଲରେ ୩୮ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜିଲ୍ଲା ଜେଲରେ ୩୮ ଜଣ କଏଦୀ ଏଚଆଇଭି ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ଜେଲରେ ପୂର୍ବରୁ ୨୮ ଜଣ ଏଚଆଇଭି ସଂକ୍ରମିତ ରହିଥିବା ବେଳେ ଏହି ସଂଖ୍ୟା ବୃଦ୍ଧି ପାଇଁ ୬୬ରେ ପହଞ୍ଚିଛି । ଏତେ ସଂଖ୍ୟାରେ ଏଚଆଇଭି ସଂକ୍ରମିତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପାଇଁ ଏହା ଚିନ୍ତାଜନକ ବିଷୟ ପାଲଟିଛି । ଅନ୍ୟପଟେ ଏଚଆଇଭି ସଂକ୍ରମିତିମାନଙ୍କୁ ମେଡିସିନ ଦିଆଯିବା ସହ କିଭଳି ଏହି ସଂକ୍ରମଣ ବ୍ୟାପିଲା ତାହାର ତଦନ୍ତ କରାଯାଉଛି ।

ଅନ୍ୟପଟେ ଜିଲ୍ଲା ପ୍ରଶାସନ ଏ ବାବଦରେ କୌଣସି ପ୍ରତିକ୍ରିୟା ରଖିନାହିଁ । ସଂକ୍ରମିତମାନଙ୍କୁ ମେଡିସିନ ଦିଆଯାଉଛି । ଏକ ଡାକ୍ଟରି ଟିମ୍ କଏଦୀମାନଙ୍କର ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ କରୁଛନ୍ତି । ଏଥିସହ କେଉଁ କାରଣରୁ ସଂକ୍ରମଣ ହେଲା ତାହାର ତଦନ୍ତ ଜାରି ରହିଛି । ଉତ୍ତର ପ୍ରଦେଶ ରାଜ୍ୟ ଏଡ୍‌ସ ନିୟନ୍ତ୍ରଣ ସୋସାଇଟି ଆଇଏସଏଚଟିଏଚ କ୍ୟାମ୍ପେନ ଜରିଆରେ ୩ ଡିସେମ୍ୱର ୨୦୨୩ରୁ ୩ ଜାନୁଆରୀ ୨୦୨୪ ପର୍ୟ୍ୟନ୍ତ ଏସଆଇଟି, ଏଚଆଇଭି, ହେପାଟାଇଟିସ୍ ବି ଓ ଟିବିରେ ଆକ୍ରାନ୍ତ ରୋଗୀଙ୍କର ଯାଞ୍ଚ କରିଥିଲେ । ଏହି ସମୟରେ ଏହି ଜେଲରେ ଥିବା ଏଚଆଇଭି ସଂକ୍ରମିତ କଏଦୀମାନଙ୍କ ବାବଦରେ ଜଣାପଡିଥିଲା ।
ଉତ୍ତରପ୍ରଦେଶ ଏଡ୍‌ସ କଣ୍ଟ୍ରୋଲ ସୋସାଇଟିର ଜଏଣ୍ଟ ଡାଇରେକ୍ଟର ଡକ୍ଟର ରମେଶଙ୍କ କହିବାନୁଯାୟୀ, ସମସ୍ତ ସଂକ୍ରମିତମାନଙ୍କର ଦେଖାଶୁଣା କରାଯାଉଛି । କେଜିଏମୟୁର ଆଣ୍ଟି ରେଟ୍ରୋ ଭାଇରାଲ ଥେରାପି (ଏଆରଟି) କେନ୍ଦ୍ର ଏହି ସମସ୍ତ ସଂକ୍ରମିତମାନଙ୍କ ପାଇଁ ମେଡିସିନ ଯୋଗାଇ ଦେଉଛି । ଲକ୍ଷ୍ନୌର ସିଏମଓ ଡକ୍ଟର ମନୋଜ ଅଗ୍ରଓ୍ବାଲଙ୍କ କହିବାନୁଯାୟୀ, ଲକ୍ଷ୍ନୌ ଜିଲ୍ଲା ଜିଲ୍ଲାରେ ଏଚଆଇଭି ସଂକ୍ରମିତ ଚିହ୍ନଟ ହେବା ପରେ ନିର୍ଦ୍ଧାରିତ ପ୍ରୋଟକଲ ଅନୁଯାୟୀ ପଦକ୍ଷେପ ନିଆଯାଉଛି । ସ୍ଥିତି ଉପରେ ନଜର ରଖାଯାଇଛି । ଆଗକୁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ।

Powered by Froala Editor

Tags HIV

Related articles Odisha News Lens 4.1

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15708
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14325
    Jul 30, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14056
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15515
    Jul 31, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14312
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15122
    Aug 01, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13780
    Aug 01, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14417
    Aug 01, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14317
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14417
    Aug 01, 2026
  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14325
    Jul 30, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15708
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14312
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14354
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15977
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15863
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15517
    Jul 22, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14056
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14128
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15030
    Jul 28, 2026
  • ଫିକା ପଡିବ ସୁନାର ଚମକ

    14130
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14325
    Jul 30, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14312
    Jul 31, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15708
    Jul 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In