Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ...

  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ...

  • ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ...

  • BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ...

  • ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ...

  • ତୃତୀୟ ସ୍ତ୍ରୀଙ୍କଠାରୁ ଅଲଗା ହେବେ ପବନ ...

  • ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ...

  • ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ...

  • ବିଧାୟିକାଙ୍କ ଅଜବ ବୟାନ : ବାଣ ଫୁଟାଇବା ...

  • ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ...

ରାଜ୍ୟ
Home ›› ରାଜ୍ୟ ››ବଜେଟ ଅଧିବେଶନ: ‘ନୂଆ-ଓ’ କାର୍ଯ୍ୟକ୍ରମକୁ ରାଜ୍ୟପାଳଙ୍କ ପ୍ରଶଂସା

ବଜେଟ ଅଧିବେଶନ: ‘ନୂଆ-ଓ’ କାର୍ଯ୍ୟକ୍ରମକୁ ରାଜ୍ୟପାଳଙ୍କ ପ୍ରଶଂସା

2024-02-05 08:53:15
14877
Share:
Facebook
Twitter
E-Mail
WhatsApp
Telegram
ବଜେଟ ଅଧିବେଶନ: ‘ନୂଆ-ଓ’ କାର୍ଯ୍ୟକ୍ରମକୁ ରାଜ୍ୟପାଳଙ୍କ ପ୍ରଶଂସା

ଭୁବନେଶ୍ୱର: ସୋମବାର ଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ । ବିଧାନସଭା ଭିତରେ ପ୍ରବେଶ ପୂର୍ବରୁ ପ୍ରଥମେ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅର୍ଫ ଅନର ଦିଆଯାଇଥିଲା । ପରେ ରାଜ୍ୟପାଳ ବିଧାନସଭା ଭିତରେ  ଦିବଂଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହ ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପରେ ରାଜ୍ୟପାଳ ନିଜର ଅଭିଭାଷଣ ଆରମ୍ଭ କରିଥିଲେ । 

ତେବେ ରାଜ୍ୟ ସରକାରଙ୍କ ‘ନୂଆ-ଓ’ କାର୍ଯ୍ୟକ୍ରମକୁ ବିରୋଧୀ ବିରୋଧ କରୁଥିବାବେଳେ ରାଜ୍ୟପାଳ ପ୍ରଶଂସା କରିଛନ୍ତି ।  ‘ନୂଆ-ଓ’ କାର୍ଯ୍ୟକ୍ରମ ଯୁବ ଭାଗିଦାରୀକୁ  ସଶକ୍ତ କରିବ ବୋଲି ରାଜ୍ୟପାଳ କହିଛନ୍ତି । 

ନିଜର ଅଭାଭାଷଣ ପ୍ରାରମ୍ଭରେ ରାଜ୍ୟପାଳ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଏହି ପ୍ରକଳ୍ପ ୮ଶହ କୋଟିରେ ନିର୍ମାଣ ହୋଇଛି ଯାହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଥିବା ରାଜ୍ୟପାଳ କହିଛନ୍ତି । 

ଏହାଛଡ଼ା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ କରାଯାଇଛି । 

୫-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ ବୋଲି ରାଜ୍ୟପାଳ କହିଛନ୍ତି ।  ଏହାଦ୍ୱାରା ସରକାର ଓ ଲୋକଙ୍କ ମଧ୍ୟରେ ଦୂରତା କମିଛି । ମହିଳା ସଶକ୍ତିକରଣ, ସ୍କୁଲ ରୂପାନ୍ତରଣ, ପୁଞ୍ଜି ନିବେଶ, ଖାଦ୍ୟ ସୁରକ୍ଷା, ଯୁବବର୍ଗଙ୍କୁ ଦକ୍ଷ କରିବା ଦିଗରେ ସରକାର କାର୍ୟ୍ୟ କରୁଛି । ଓଡ଼ିଶାର ଶାସନ ବ୍ୟବସ୍ଥା ପାରଦର୍ଶୀ ଓ ସୁଶାସନର ପ୍ରତୀକ ଭାବେ ଉଭା ହୋଇଛି ।

ଏହାଛଡ଼ା ସେ କହିଛନ୍ତି ଯେ ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ କରାଯାଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ଦିଆଯାଇଛି ।   ସେହିପରି ରାଜ୍ୟପାଳ କହିଛନ୍ତି ଯେ ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।   ଏହାଛଡ଼ା ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ଏହାଛଡ଼ା ୭୫୦ କୋଟି ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି ।

ଏହାଛଡ଼ା ରାଜ୍ୟପାଳ କହିଛନ୍ତି ଯେ ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପରିବାକୁ ରାଜ୍ୟ ସରକାର ଚାଉଳ ଦେଉଛନ୍ତି । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି । ୧୭.୧୧ ଲକ୍ଷ ଚାଷୀଙ୍କ ଠାରୁ ୭୯.୧୬ ଲକ୍ଷ ଟନ ଧାନ ସଂଗ୍ରହ ହୋଇଛି । ରାଜ୍ୟର ୪୦ ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି ।

ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି । ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ ହୋଇଛି । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି । 

ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି । ତେବେ ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବ ସହରାଞ୍ଚଳ ବସ୍ତିମୁକ୍ତ ହେବ ।

ସେହିପରି ନୁ୍ୟୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଚାଲିଛି । ଡ୍ରିଙ୍କ ଫ୍ରମ ଟ୍ୟାପରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ୨ୟ ସହର । ୨୪ ହସରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ପାଉଛନ୍ତି । ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି । କୋରାପୁଟ ଜିଲ୍ଲା କୋଟିଆରେ ସ୍ୱତନ୍ତ୍ର ଆଦର୍ଶ ବିଦ୍ୟାଳୟ କରାଯାଇଛି । ମିଶନ ଶକ୍ତି ଋଣ ଯୋଜନାରେ ବିନା ସୁଧରେ ୫ ଲକ୍ଷ ଯାଏଁ ଋଣ ମିଳୁଛି ବୋଲି ରାଜ୍ୟପାଳ କହିଛନ୍ତ ।

Powered by Froala Editor

Tags Assembly

Related articles Odisha News Lens 4.1

  • ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ପ୍ରାୟ ଶେଷ ହୋଇଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ସହ ଯୁଦ୍ଧ ସାମରିକ ଦୃଷ୍ଟିକୋଣରୁ ପ୍ରାୟ ଶେଷ ହୋଇଛି: ଟ୍ରମ୍ପ

    13717
    Nov 10, 2026
  • କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ...
    ଦେଶ-ଦେଶାନ୍ତର

    କଂଗ୍ରେସକୁ ମିଳୁଥିବା ଚାନ୍ଦା ରାଶିରେ ବିପୁଳ ହ୍ରାସ, ଗୋଟିଏ ବର୍ଷରେ କମିଛି ୭୫ ...

    14988
    Nov 10, 2026
  • ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ବ୍ରାଣ୍ଡେଡ୍ ଔଷଧର ଦାମ୍ ୫୦ ପ୍ରତିଶତରୁ ଅଧିକ ...
    ଦେଶ-ଦେଶାନ୍ତର

    ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ବ୍ରାଣ୍ଡେଡ୍ ଔଷଧର ଦାମ୍ ୫୦ ପ୍ରତିଶତରୁ ଅଧିକ ...

    15459
    Nov 10, 2026
  • ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ପାଲଟିଗଲେ ଚୋର
    ଦେଶ-ଦେଶାନ୍ତର

    ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ପାଲଟିଗଲେ ଚୋର

    14307
    Nov 10, 2026
  • ତୃତୀୟ ସ୍ତ୍ରୀଙ୍କଠାରୁ ଅଲଗା ହେବେ ପବନ କଲ୍ୟାଣ
    ମନୋରଞ୍ଜନ

    ତୃତୀୟ ସ୍ତ୍ରୀଙ୍କଠାରୁ ଅଲଗା ହେବେ ପବନ କଲ୍ୟାଣ

    15391
    Nov 10, 2026
  • BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ଅଧିନାୟିକା ନିଯୁକ୍ତ
    ଦେଶ-ଦେଶାନ୍ତର

    BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ଅଧିନାୟିକା ନିଯୁକ୍ତ

    14381
    Nov 10, 2026
  •  ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମୋର କିଛି ଶତ୍ରୁଙ୍କୁ ମୁଁ ଘୃଣା କରେ ଏବଂ ସବୁବେଳେ କରୁଥିବି: ଟ୍ରମ୍ପ

    14883
    Nov 09, 2026
  • ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?
    ଦେଶ-ଦେଶାନ୍ତର

    ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?

    13840
    Nov 10, 2026
  • ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ପର୍ଯ୍ୟନ୍ତ ନିଷେଧାଦେଶ ବଳବତ୍ତର
    ଦେଶ-ଦେଶାନ୍ତର

    ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ପର୍ଯ୍ୟନ୍ତ ନିଷେଧାଦେଶ ବଳବତ୍ତର

    14832
    Nov 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଧାୟିକାଙ୍କ ଅଜବ ବୟାନ : ବାଣ ଫୁଟାଇବା ଦ୍ୱାରା ରୋଗ ଭଲ ହୋଇଥାଏ

    15509
    Nov 10, 2026
  • ଦେଶ-ଦେଶାନ୍ତର

    ସାମୟିକ ଭାବେ ଲକ୍‌ଡାଉନ୍‌ ହେଲା ହ୍ବାଇଟ୍‌ ହାଉସ୍, ଜାଣନ୍ତୁ କାହିଁକି?

    13840
    Nov 10, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇରେ ବାଣ କଟକଣା : ୨୫ ତାରିଖ ପର୍ଯ୍ୟନ୍ତ ନିଷେଧାଦେଶ ବଳବତ୍ତର

    14832
    Nov 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17266
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17968
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17913
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18334
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14097
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15461
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14299
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14369
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14972
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15562
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14153
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14162
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14443
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏଏସ୍ ହୋଇପାରିଲେନି, ଋଣ ବୋଝରେ ପାଲଟିଗଲେ ଚୋର

    14307
    Nov 10, 2026
  • BCCI ର ବଡ଼ ଘୋଷଣା: ସ୍ମୃତି ମନ୍ଧାନା ଟେଷ୍ଟ ଦଳର ଅଧିନାୟିକା ନିଯୁକ୍ତ

    14381
    Nov 10, 2026
  • ଶସ୍ତା ହେଲା କ୍ୟାନ୍ସର ଔଷଧ : ୬୭୯ଟି ବ୍ରାଣ୍ଡେଡ୍ ଔଷଧର ଦାମ୍ ୫୦ ପ୍ରତିଶତରୁ ଅଧିକ ହ୍ରାସ

    15459
    Nov 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In