Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

Home ›› ›› ବଜେଟ ଅଧିବେଶନ: ୨୦୨୪ ଡିସେମ୍ବର ସୁଦ୍ଧା ବସ୍ତିମୁକ୍ତ ହେବ ରାଜ୍ୟର ସବୁ ସହରାଞ୍ଚଳ

ବଜେଟ ଅଧିବେଶନ: ୨୦୨୪ ଡିସେମ୍ବର ସୁଦ୍ଧା ବସ୍ତିମୁକ୍ତ ହେବ ରାଜ୍ୟର ସବୁ ସହରାଞ୍ଚଳ

2024-02-05 08:58:52
14746
Share:
Facebook
Twitter
E-Mail
WhatsApp
Telegram
 ବଜେଟ ଅଧିବେଶନ: ୨୦୨୪ ଡିସେମ୍ବର ସୁଦ୍ଧା ବସ୍ତିମୁକ୍ତ ହେବ ରାଜ୍ୟର ସବୁ ସହରାଞ୍ଚଳ

ଭୁବନେଶ୍ୱର: ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି । ତେବେ ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ । ଆଜି ବଜେଟ ଅଧିବେଶନ ଅବସରରେ ରାଜ୍ୟପାଳ ରଘୁପର ଦାସ ନିଜ ଅଭିଭାଷଣ ରଖି ଏହା କହିଛନ୍ତି ।

ସୋମବାର ଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେଶନ । ବିଧାନସଭା ଭିତରେ ପ୍ରବେଶ ପୂର୍ବରୁ ପ୍ରଥମେ ରାଜ୍ୟପାଳ ରଘୁବର ଦାସଙ୍କୁ ଗାର୍ଡ ଅର୍ଫ ଅନର ଦିଆଯାଇଥିଲା । ପରେ ରାଜ୍ୟପାଳ ବିଧାନସଭା ଭିତରେ  ଦିବଂଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହ ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପରେ ରାଜ୍ୟପାଳ ନିଜର ଅଭିଭାଷଣ ଆରମ୍ଭ କରିଥିଲେ ।  ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।

ନିଜର ଅଭାଭାଷଣ ପ୍ରାରମ୍ଭରେ ରାଜ୍ୟପାଳ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଏହି ପ୍ରକଳ୍ପ ୮ଶହ କୋଟିରେ ନିର୍ମାଣ ହୋଇଛି ଯାହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଥିବା ରାଜ୍ୟପାଳ କହିଛନ୍ତି ।
ଏହାଛଡ଼ା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି । ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ କରାଯାଇଛି ।
୫-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ ବୋଲି ରାଜ୍ୟପାଳ କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ କରାଯାଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ଦିଆଯାଇଛି ।
ସେହିପରି ରାଜ୍ୟପାଳ କହିଛନ୍ତି ଯେ ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।
ଏହାଛଡ଼ା ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି ।
ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ଏହାଛଡ଼ା ୭୫୦ କୋଟି ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି ।
ଏହାଛଡ଼ା ରାଜ୍ୟପାଳ କହିଛନ୍ତି ଯେ ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପରିବାକୁ ରାଜ୍ୟ ସରକାର ଚାଉଳ ଦେଉଛନ୍ତି । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି । ୧୭.୧୧ ଲକ୍ଷ ଚାଷୀଙ୍କ ଠାରୁ ୭୯.୧୬ ଲକ୍ଷ ଟନ ଧାନ ସଂଗ୍ରହ ହୋଇଛି । ରାଜ୍ୟର ୪୦ ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି ।

ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି । ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ ହୋଇଛି । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି । 

ସେହିପରି ନୁ୍ୟୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଚାଲିଛି । ଡ୍ରିଙ୍କ ଫ୍ରମ ଟ୍ୟାପରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ୨ୟ ସହର । ୨୪ ହସରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ପାଉଛନ୍ତି । ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି । କୋରାପୁଟ ଜିଲ୍ଲା କୋଟିଆରେ ସ୍ୱତନ୍ତ୍ର ଆଦର୍ଶ ବିଦ୍ୟାଳୟ କରାଯାଇଛି । ମିଶନ ଶକ୍ତି ଋଣ ଯୋଜନାରେ ବିନା ସୁଧରେ ୫ ଲକ୍ଷ ଯାଏଁ ଋଣ ମିଳୁଛି ବୋଲି ରାଜ୍ୟପାଳ କହିଛନ୍ତ ।

ଏହାଛଡ଼ା ଆନ୍ତଃ-ଜାତି ବିବାହକୁ ସ୍ୱୀକୃତି ପାଇଁ ଦମ୍ପତିଙ୍କୁ ୨.୫ ଲକ୍ଷ ପ୍ରୋତ୍ସାହନ ଦିଆଯାଉଛି । ୫୩.୦୯ ଲକ୍ଷ ଲୋକଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଉଛି । ଅସହାୟା, ସ୍ୱାମୀ ପରିତ୍ୟକ୍ତା ଓ କୋଭିଡ ଯୋଗୁଁ ବିଧବାଙ୍କୁ ଭତ୍ତା ମିଳୁଛି । 

Powered by Froala Editor

Tags Assembly

Related articles Odisha News Lens 4.1

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ
    ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15571
    Feb 21, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14094
    Feb 20, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14373
    Feb 21, 2026
  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13774
    Feb 21, 2026
  • ସୁଲତାନପୁର କୋର୍ଟରେ ରାହୁଲ
    ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14900
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15653
    Feb 20, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15705
    Feb 20, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି କରନ୍ତୁ ଇପିଏଫ୍ ବାଲାନ୍ସ

    14592
    Feb 21, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14646
    Feb 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକ୍ପି କରନ୍ତୁ ଇପିଏଫ୍ ବାଲାନ୍ସ

    14592
    Feb 21, 2026
  • ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14646
    Feb 20, 2026
  • ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15705
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17347
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17416
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17759
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16233
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15571
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14259
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15193
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15907
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15921
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14960
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14473
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16083
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15367
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15705
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14646
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14094
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In