Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››୫ ବର୍ଷରେ ୪୬,୯୮୬ ପ୍ରାର୍ଥୀଙ୍କୁ ସରକାରୀ ଚାକିରି

୫ ବର୍ଷରେ ୪୬,୯୮୬ ପ୍ରାର୍ଥୀଙ୍କୁ ସରକାରୀ ଚାକିରି

2024-02-05 09:20:40
15193
Share:
Facebook
Twitter
E-Mail
WhatsApp
Telegram
୫ ବର୍ଷରେ ୪୬,୯୮୬ ପ୍ରାର୍ଥୀଙ୍କୁ ସରକାରୀ ଚାକିରି


ଭୁବନେଶ୍ୱର: ଆରମ୍ଭ ହେଲା ଷୋଡଶ ବିଧାନସଭାର ଶେଷ ଅଧିବେଶନ । ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର । ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ । ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ । ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି ।

ରାଜ୍ୟପାଳ ରଘୁବର ଦାସ କହିଛନ୍ତି,  ବିଗତ ୫ ବର୍ଷରେ ମୋଟ ୪୬,୯୮୬ ପ୍ରାର୍ଥୀଙ୍କୁ ସରକାରୀ ଚାକିରି ମିଳିଛି । ଓଡ଼ିଶା ଲୋକସେବା ଆୟୋଗ ଜରିଆରେ ମୋଟ ୧୫,୦୯୬ଜଣଙ୍କୁ ନିଯୁକ୍ତି ମିଳିଛି । ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଜରିଆରେ ୧୨,୯୮୮ ଜଣଙ୍କୁ ନିଯୁକ୍ତି ମିଳିଛି । ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ଦ୍ବାରା ୧୮,୯୦୨ ଜଣଙ୍କୁ ନିଯୁକ୍ତ ମିଳିଛି ବୋଲି ରାଜ୍ୟପାଳ ସୂଚନା ଦେଇଛନ୍ତି । ରାଜ୍ୟରେ ମୁଣ୍ଡପିଛା ଆୟ ବଢିଛି ।  ଆକଳନ ଅନୁଯାୟୀ ୨୦୨୨-୨୩ରେ ମୁଣ୍ଡପିଛା ଆୟ ୧.୫୧ ଲକ୍ଷ ।୨୦୨୧-୨୨ରେ ମୁଣ୍ଡପିଛା ଆୟ ୧.୨୯ ଲକ୍ଷ ରହିଥିଲା । ବେକାରୀ ଅଭିବୃଦ୍ଧି ହାର ମଧ୍ୟ କମିଥିବା ରାଜ୍ୟପାଳ କହିଛନ୍ତି । ୨୦୧୭-୧୮ରେ ବେକାରୀ ଅଭିବୃଦ୍ଧି ହାର ୭.୧ ପ୍ରତିଶତ ରହିଥିଲା । ୨୦୧୯-୨୦ରେ ବେକାରୀ ଅଭିବୃଦ୍ଧି ହାର ୬.୨ ପ୍ରତିଶତ ରହିଛି । 

ରାଜ୍ୟପାଳ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ ଏହି ପ୍ରକଳ୍ପ ୮ଶହ କୋଟିରେ ନିର୍ମାଣ ହୋଇଛି ଯାହା ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ । ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ । ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଥିବା ରାଜ୍ୟପାଳ କହିଛନ୍ତି । 

ଏହାଛଡ଼ା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି । ନୂଆ-ଓ ଯୁବ ଭାଗିଦାରୀକୁ  ସଶକ୍ତ କରିବ । ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆରମ୍ଭ କରାଯାଇଛି । 

୫-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ ବୋଲି ରାଜ୍ୟପାଳ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ କରାଯାଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି । ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ଦିଆଯାଇଛି । 

ସେହିପରି ରାଜ୍ୟପାଳ କହିଛନ୍ତି ଯେ ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।  
ଏହାଛଡ଼ା ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟର ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ଏହାଛଡ଼ା ୭୫୦ କୋଟି ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି ।

ଏହାଛଡ଼ା ରାଜ୍ୟପାଳ କହିଛନ୍ତି ଯେ ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣା ମିଳୁଛି । ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ ପରିବାକୁ ରାଜ୍ୟ ସରକାର ଚାଉଳ ଦେଉଛନ୍ତି । ୩.୧୫ ଲକ୍ଷ ପରିବାରର ୯.୯୭ ଲକ୍ଷ ଲୋକଙ୍କୁ ରାଜ୍ୟ ଚାଉଳ ଦେଉଛି । ୧୭.୧୧ ଲକ୍ଷ ଚାଷୀଙ୍କ ଠାରୁ ୭୯.୧୬ ଲକ୍ଷ ଟନ ଧାନ ସଂଗ୍ରହ ହୋଇଛି । ରାଜ୍ୟର ୪୦ ପ୍ରତିଶତ ଅଂଶଧନରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚାଲିଛି । ୨୦୧୪-୧୫ରୁ ଏଯାଏଁ ୩୪.୨୫ ଲକ୍ଷ ଲକ୍ଷ ପକ୍କା ଘର ନିର୍ମାଣ ହୋଇଛି ବୋଲି ରାଜ୍ୟପାଳ କହିଛନ୍ତି ।

ସମୟ ପୂର୍ବରୁ ଘର ସାରିଥିବାରୁ ୧୩୮୭ କୋଟିର ପ୍ରୋତ୍ସାହନ ଦିଆଯାଇଛି । ମଧ୍ୟବିତ୍ତ ପରିବାରର ଗୃହ ନିର୍ମାଣ ସ୍ୱପ୍ନ ସାକାର ପାଇଁ ‘ମୋ ଘର’ ଆରମ୍ଭ ହୋଇଛି । ‘ଆମ ଓଡ଼ିଶା ନବୀନ ଓଡ଼ିଶା’ରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଦିଆଯାଉଛି ।
ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି । ତେବେ ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବ ସହରାଞ୍ଚଳ ବସ୍ତିମୁକ୍ତ ହେବ ।

ସେହିପରି ନୁ୍ୟୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ଡ୍ରିଙ୍କ ଫ୍ରମ ଟ୍ୟାପ ଚାଲିଛି । ଡ୍ରିଙ୍କ ଫ୍ରମ ଟ୍ୟାପରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ୨ୟ ସହର । ୨୪ ହସରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ପାଉଛନ୍ତି । ୩୪୧୧ କୋଟି ଖର୍ଚ୍ଚରେ ୬୮୭୨ଟି ହାଇସ୍କୁଲର ରୂପାନ୍ତରଣ ହୋଇଛି । କୋରାପୁଟ ଜିଲ୍ଲା କୋଟିଆରେ ସ୍ୱତନ୍ତ୍ର ଆଦର୍ଶ ବିଦ୍ୟାଳୟ କରାଯାଇଛି । ମିଶନ ଶକ୍ତି ଋଣ ଯୋଜନାରେ ବିନା ସୁଧରେ ୫ ଲକ୍ଷ ଯାଏଁ ଋଣ ମିଳୁଛି ବୋଲି ରାଜ୍ୟପାଳ କହିଛନ୍ତ ।

ଏହାଛଡ଼ା ଆନ୍ତଃ-ଜାତି ବିବାହକୁ ସ୍ୱୀକୃତି ପାଇଁ ଦମ୍ପତିଙ୍କୁ ୨.୫ ଲକ୍ଷ ପ୍ରୋତ୍ସାହନ ଦିଆଯାଉଛି । ୫୩.୦୯ ଲକ୍ଷ ଲୋକଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଉଛି । ଅସହାୟା, ସ୍ୱାମୀ ପରିତ୍ୟକ୍ତା ଓ କୋଭିଡ ଯୋଗୁଁ ବିଧବାଙ୍କୁ ଭତ୍ତା ମିଳୁଛି । 

Powered by Froala Editor

Tags Assembly

Related articles Odisha News Lens 4.1

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15342
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14713
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14297
    Oct 02, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15639
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14286
    Oct 02, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14821
    Oct 02, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15046
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15160
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15864
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

    14297
    Oct 02, 2026
  • ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14286
    Oct 02, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15864
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15370
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14043
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15783
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15350
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14724
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14850
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14393
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14821
    Oct 02, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15864
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15160
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In