Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››ବିଧାନସଭା: ପୁଣି ଉଠିଲା ରତ୍ନଭଣ୍ଡାର ପ୍ରସଙ୍ଗ

ବିଧାନସଭା: ପୁଣି ଉଠିଲା ରତ୍ନଭଣ୍ଡାର ପ୍ରସଙ୍ଗ

2024-02-08 10:17:29
14870
Share:
Facebook
Twitter
E-Mail
WhatsApp
Telegram
ବିଧାନସଭା: ପୁଣି ଉଠିଲା ରତ୍ନଭଣ୍ଡାର ପ୍ରସଙ୍ଗ

ଭୁବନେଶ୍ୱର:  ବିଧାନସଭାରେ ପୁଣି ଉଠିଲା ରତ୍ନଭଣ୍ଡାର ପ୍ରସଙ୍ଗ । ରତ୍ନ ଭଣ୍ଡାର ଖୋଲିବା ସମ୍ପର୍କରେ ଆଜି ପୁଣିଥରେ ଆଇନ୍ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦାସରଥୀ ଗମାଙ୍ଗ । କେବେ ସୁଦ୍ଧା ରତ୍ନ ଭଣ୍ଡାର ଖୋଲାହେବ? କେବେ ଗଚ୍ଛିତ ଥିବା ରତ୍ନ ଅଳଙ୍କାରର ହିସାବ ନିକାଶ କରାଯାଇ ରତ୍ନଭଣ୍ଡାର ମରାମତି ହେବ ସେନେଇ ପ୍ରଶ୍ନ କରିଥିଲେ ଦାସରଥୀ ଗମାଙ୍ଗ । ଯାହାର ଉତ୍ତର ରଖିଛନ୍ତି ଆଇନ୍ ମନ୍ତ୍ରୀ ।
ଆଇନ୍ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି ଯେ, ଉଭୟ ବାହାର ଏବଂ ଭିତର ରତ୍ନଭଣ୍ଡାର ଶ୍ରୀମନ୍ଦିର ଜଗମୋହନ ସହିତ ସଂଲଗ୍ନ ଥିବାରୁ ଭାରତୀୟ ପ୍ରତ୍ନତତ୍ୱ ସର୍ଭେକ୍ଷଣ ଟିମ ରତ୍ନଭଣ୍ଡାରକୁ ପ୍ରବେଶ କରି ମରାମତି କଲେ ଶ୍ରୀଜୀଉଙ୍କର ନୀତି ଓ ସାଧାରଣ ଦର୍ଶନ ବାଧାପ୍ରାପ୍ତ ହେବ । ଏ କଥା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ମଧ୍ୟ ଆଲୋଚନା ହେଇଥିଲା ।
ଏହି ଆଲୋଚନା ପରେ ରତ୍ନଭଣ୍ଡାର ବାହାର ପାଶ୍ୱର୍ରୁ ଲେଜର ସ୍କାନିଂ କରାଯାଇ ଭଣ୍ଡାରର ସ୍ଥିତି ଅନୁଧ୍ୟାନ କରିବା ପାଇଁ କମିଟି ମତ ଦେଇଥିଲେ । ଆଉ ଏହାର ଲେଜର ସ୍କାନିଂ ମଧ୍ୟ ଶେଷ ହେଇଛି । ଚଳିତ ବର୍ଷ ରଥଯାତ୍ରା ସମୟରେ ଭିତର ଭଣ୍ଡାର ଖୋଲାଯାଇ ମରାମତି କାର୍ୟ୍ୟ କରାଯାଇପାରିବ ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତି ।
ଅର୍ଥାତ ଚଳିତ ବର୍ଷ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଖୋଲାଯିବା ସହିତ ଏହାର ମରାମତି କାମ ହେଇପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

Powered by Froala Editor

Tags Assembly

Related articles Odisha News Lens 4.1

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14288
    Oct 02, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15343
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15865
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15640
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14822
    Oct 02, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15161
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15409
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15047
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14299
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14288
    Oct 02, 2026
  • ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14822
    Oct 02, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15161
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15370
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14043
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15783
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15350
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14724
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14851
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14393
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15409
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14288
    Oct 02, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15343
    Sep 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In