Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୋଷ୍ଟାଲ ମାଧ୍ୟମରେ ଭୋଟ୍ ଦେଲେ ଇମ୍ରାନ ଖାନ

ପୋଷ୍ଟାଲ ମାଧ୍ୟମରେ ଭୋଟ୍ ଦେଲେ ଇମ୍ରାନ ଖାନ

2024-02-08 11:44:29
14939
Share:
Facebook
Twitter
E-Mail
WhatsApp
Telegram
ପୋଷ୍ଟାଲ ମାଧ୍ୟମରେ ଭୋଟ୍ ଦେଲେ ଇମ୍ରାନ ଖାନ

ନୂଆଦିଲ୍ଲୀ: ପାକିସ୍ତାନରେ ନୂଆ ସରକାର ପାଇଁ ଚାଲିଛି ମତଦାନ ।ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆଦିଲା ଜେଲରୁ ପୋଷ୍ଟାଲ ମାଧ୍ୟମରେ ଭୋଟ୍ ଦେଇଛନ୍ତି । ସେମାନଙ୍କ ବ୍ୟତୀତ ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହା ମହମୁଦ କୁରେଶି, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ଚୌଧୁରୀ ପରଭେଜ ଏଲାହି, ଆୱାମୀ ମୁସଲିମ ଲିଗର ମୁଖ୍ୟ ଶେଖ ରସିଦ ଏବଂ ପୂର୍ବତନ ସୂଚନା ମନ୍ତ୍ରୀ ଫୱାଦ ଚୌଧରୀ ମେଲ ମାଧ୍ୟମରେ ଭୋଟ୍ ଦେଇଛନ୍ତି। ତେବେ ଇମ୍ରାନ ଖାନଙ୍କ ପତ୍ନୀ ବୁଶ୍ରା ବିବି ଭୋଟ୍‌ ଦେଇପାରିନାହାଁନ୍ତି । କାରଣ ପୋଷ୍ଟାଲ ବାଲାଟ ପ୍ରକ୍ରିୟା ଘୋଷଣା ଶେଷ ହେବା ପରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା ।
ସେପଟେ ସାଧାରଣ ନିର୍ବାଚନ ପାଇଁ ଚାଲିଥିବା ଭୋଟ୍ ମଧ୍ୟରେ ସମଗ୍ର ଦେଶରେ ମୋବାଇଲ୍ ସେବା ସସ୍‌ପେଣ୍ଡ ରହିଛି । ଅନେକ କ୍ଷେତ୍ରରେ ମୋବାଇଲ୍ ଇଣ୍ଟରନେଟ୍ ମଧ୍ୟ ବନ୍ଦ କରାଯାଇଛି । ନିର୍ବାଚନ ଦିନ ଏଭଳି ପ୍ରତିବନ୍ଧକକୁ ନେଇ ଇମ୍ରାନ ଖାନଙ୍କ ସମେତ ବିରୋଧୀ ଦଳ ରାଗିଛନ୍ତି ।
ବିରୋଧୀ ଏହାକୁ ଡିଜିଟାଲ ସେନ୍ସର ବୋଲି କହିଛନ୍ତି । ଡିଜିଟାଲ୍ ସେନ୍ସର ପ୍ରସଙ୍ଗରେ ପାକିସ୍ତାନୀ ଗଣମାଧ୍ୟମ ଡନ୍ ରିପୋର୍ଟ ଅନୁଯାୟୀ ପାକିସ୍ତାନର ମୁଖ୍ୟ ନିର୍ବାଚନ କମିଶନର ସିକନ୍ଦର ସୁଲତାନ ରାଜା କହିଛନ୍ତି ଯେ ନିର୍ବାଚନ ପ୍ରକ୍ରିୟା ମୁକ୍ତ ଏବଂ ନିରପେକ୍ଷ ହେବ ବୋଲି ଆଶା କରାଯାଉଛି । ସେ କହିଛନ୍ତି ଯେ ଇଣ୍ଟରନେଟ୍ ଏବଂ ମୋବାଇଲ୍ ସେବାକୁ ଅବରୋଧ କିମ୍ବା ଅନୁମତି ଦେବା ନିର୍ବାଚନ ଆୟୋଗର ଅଧିକାର ବାହାରେ। ସେ କହିଛନ୍ତି, ‘ଆମର ସିଷ୍ଟମ ଇଣ୍ଟରନେଟ ଉପରେ ନିର୍ଭରଶୀଳ ନୁହେଁ ।

ଏହା ଆମର ପ୍ରସ୍ତୁତି ଉପରେ ପ୍ରଭାବ ପକାଇବ ନାହିଁ । ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି ଯେ ନିର୍ବାଚନ ଆୟୋଗ ଗୃହ ମନ୍ତ୍ରଣାଳୟକୁ ଇଣ୍ଟରନେଟ ସେବା ସମ୍ପର୍କରେ କୌଣସି ନିର୍ଦ୍ଦେଶ ଦେଇନାହାଁନ୍ତି । ଏହି ନିଷ୍ପତ୍ତି ଆଇନ ଶୃଙ୍ଖଳା ଏଜେନ୍ସି ଦ୍ୱାରା ନିଆଯାଇଛି । ତେବେ ସେ ଏହି ନିଷ୍ପତ୍ତିକୁ ସମର୍ଥନ କରି କହିଛନ୍ତି ଯେ ଯଦି ନିର୍ବାଚନ ଆୟୋଗ ଇଣ୍ଟରନେଟ୍ ଏବଂ ମୋବାଇଲ୍ ସେବା ଆରମ୍ଭ କରିବାକୁ କୁହନ୍ତି ଏବଂ କୌଣସି ଅଘଟଣ ଘଟିଲେ ଏଥିପାଇଁ କିଏ ଦାୟୀ ରହିବ ।

Powered by Froala Editor

Tags Imran khan

Related articles Odisha News Lens 4.1

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14749
    Apr 10, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15151
    Apr 09, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15422
    Apr 09, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14286
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15081
    Apr 10, 2026
  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଇସ୍ତଫା

    15175
    Apr 10, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15260
    Apr 10, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15480
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14662
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

    14461
    Apr 09, 2026
  • ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15081
    Apr 10, 2026
  • ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15480
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17409
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17466
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17819
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16295
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15220
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14077
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14558
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15721
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14192
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15321
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15051
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15555
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13852
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14286
    Apr 10, 2026
  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

    14461
    Apr 09, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15422
    Apr 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In