Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ...

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ...

  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା

  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

  • ପେରାମ୍ବୁର ଏବଂ ତ୍ରିଚି ଆସନରୁ ...

  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ...

  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ...

  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

Home ›› ››ରାବ୍ରି ଦେବୀଙ୍କୁ ଅନ୍ତରୀଣ ଜାମିନ

ରାବ୍ରି ଦେବୀଙ୍କୁ ଅନ୍ତରୀଣ ଜାମିନ

2024-02-09 10:38:43
15488
Share:
Facebook
Twitter
E-Mail
WhatsApp
Telegram
ରାବ୍ରି ଦେବୀଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ଚାକିରି ପାଇଁ ଜମି ଦୁର୍ନୀତି ମାମଲାରେ ଲାଲୁ ଯାଦବ ପରିବାରକୁ ଆଶ୍ବସ୍ତି । ଦିଲ୍ଲୀ କୋର୍ଟ ପକ୍ଷରୁ ଅନ୍ତରୀଣ ଜାମିନ ମିଳିଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ଓ ଝିଅ ମିସା ଭାରତୀ ଏବଂ ହେମା ଯାଦବଙ୍କୁ ଅନ୍ତରୀଣ ଜାମିନ ମିଳିଛି । ପରବର୍ତ୍ତୀ ଶୁଣାଣି ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ, ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ । ପ୍ରତ୍ୟେକଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ ବଣ୍ଡରେ ଅନ୍ତରୀଣ ଜାମିନ ମିଳିଛି ।

ଲାଲୁ ପ୍ରସାଦ ଯାଦବ ରେଳମନ୍ତ୍ରୀ ଥିବା ସମୟରେ ରେଲୱେରେ ନିଯୁକ୍ତି ପାଇଁ ଲୋକଙ୍କଠାରୁ ଲାଞ୍ଚ ଭାବେ ଜମି ନେଉଥିଲେ ବା ଅତି କମ୍ ମୂଲ୍ୟରେ ଜମି କିଣୁଥିଲେ । ଏହି ମାମଲା ସାମ୍ନାକୁ ଆସିବା ପରେ ପ୍ରଥମେ ସିବିଆଇ ଏହାର ତଦନ୍ତ ଆରମ୍ଭ କରିଥିଲା । ଏହାସହିତ ପୁଅ ତଥା ବିହାରର ଉପମୁଖ୍ୟମନ୍ତ୍ରୀ ଥିବା ତେଜସ୍ବୀ ଯାଦବଙ୍କ ଦିଲ୍ଲୀସ୍ଥିତ ବାସଭବନ ଓ ଝିଅ ମିଶା ଭାରତୀଙ୍କ ଘରେ ଚଢାଉ କରିଥିଲା । ତେବେ ସିବିଆଇର ଅଭିଯୋଗ ଏବଂ ପ୍ରମାଣକୁ ଆଧାର କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏହାର ତଦନ୍ତ ଆରମ୍ଭ କରି କୋର୍ଟରେ ଏକ ଚାର୍ଜସିଟ ଦାଖଲ କରିଥିଲା ।

ଏହି ମାମଲାରେ   ED ଲାଲୁଙ୍କ ସମେତ ପତ୍ନୀ ରାବ୍ରି ଦେବୀ, ସାଂସଦ ଝିଅ ମିସା ଭାରତୀ, ରେଳବାଇର ତତ୍କାଳୀନ ଜେନେରାଲ ମ୍ୟାନେଜରଙ୍କ ସମେତ ୧୫ ଜଣଙ୍କ ନାଁରେ ଚାର୍ଜସିଟ ଦାଖଲ କରିଥିଲା । ଆରଜେଡି ରାଜ୍ୟସଭା ସାଂସଦ ପ୍ରେମ ଚନ୍ଦ୍ର ଗୁପ୍ତା, ପୂର୍ବତନ ଆରଜେଡି ବିଧାୟକ ଅରୁଣ ଯାଦବ ଏବଂ ବିଧାୟକ କିରଣ ଦେବୀଙ୍କ ଦିଲ୍ଲୀ, ଗୁରୁଗ୍ରାମ, ନୋଏଡା, ପାଟନା, ଭୋଜପୁର ଏବଂ ଏରା ବାସଭବନରେ ଏହି ଚଢାଉ କରାଯାଇଥିଲା ।

Powered by Froala Editor

Tags bail to rabri devi

Related articles Odisha News Lens 4.1

  • ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ଭିସା ଆବେଦନ ପୂର୍ବରୁ କଣ କରିବେ ଜାଣନ୍ତୁ....

    14605
    Mar 29, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି
    ଦେଶ-ଦେଶାନ୍ତର

    ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14346
    Mar 28, 2026
  • ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ
    ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14304
    Mar 30, 2026
  • ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...
    ଦେଶ-ଦେଶାନ୍ତର

    ମନ୍ କି ବାତ୍ କାର୍ଯ୍ୟକ୍ରମରେ ଲୋକଙ୍କୁ ଏକଜୁଟ୍ ହୋଇ ରହିବାକୁ ଅପିଲ୍ କଲେ ...

    13996
    Mar 29, 2026
  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ
    ଦେଶ-ଦେଶାନ୍ତର

    ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15209
    Mar 30, 2026
  • ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ
    ଦେଶ-ଦେଶାନ୍ତର

    ପୁଣି ଏମରଜେନ୍ସିଂ ଲ୍ୟାଣ୍ଡ କଲା ବିମାନ

    15623
    Mar 28, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
    ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14914
    Mar 30, 2026
  • ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ରେ ରହିପାରିବେ ବିବାହିତ ପୁରୁଷ

    15347
    Mar 28, 2026
  • ୯ ବିଜେଡି କାଉନସିଲର ସମୂହ ଇସ୍ତଫା
    ରାଜନୀତି

    ୯ ବିଜେଡି କାଉନସିଲର ସମୂହ ଇସ୍ତଫା

    13681
    Mar 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ଏୟାରବେସ୍‌କୁ ବଡ଼ ଧରଣର ଆକ୍ରମଣ

    14304
    Mar 30, 2026
  • ଦେଶ-ଦେଶାନ୍ତର

    ପେରାମ୍ବୁର ଏବଂ ତ୍ରିଚି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ଟିଭିକେ ମୁଖ୍ୟ ବିଜୟ

    14723
    Mar 29, 2026
  • ଜିଲ୍ଲା ପରିକ୍ରମା

    ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14914
    Mar 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17389
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17454
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17803
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16273
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15845
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    15297
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15447
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15071
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14050
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15030
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15536
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13831
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14272
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷଙ୍କ ପରଲୋକ

    15209
    Mar 30, 2026
  • ହିମସ୍ଖଳନରେ ୭ ଜଣଙ୍କ ମୃତ୍ୟୁ, ବରଫ ତଳେ ଅନେକ ଗାଡ଼ି

    14346
    Mar 28, 2026
  • ବିଚାରାଧୀନ କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    14914
    Mar 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In