Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

ବିଶେଷ
Home ›› ବିଶେଷ ››ଅଧିକ ଅଦା ଚାହା ପିଉଥିଲେ, ସାବଧାନ

ଅଧିକ ଅଦା ଚାହା ପିଉଥିଲେ, ସାବଧାନ

2021-06-13 03:49:11
15571
Share:
Facebook
Twitter
E-Mail
WhatsApp
Telegram
ଅଧିକ ଅଦା ଚାହା ପିଉଥିଲେ, ସାବଧାନ

ଅଧିକ ଅଦା ଚାହା ପିଉଥିଲେ, ସାବଧାନ ରୁହନ୍ତୁ। ଏହାଦ୍ୱାରା ଆପଣଙ୍କ ଶରୀରକୁ କ୍ଷତି ପହଞ୍ଚିବାର ଆଶଙ୍କା ରହିଛି। ତା’ହେଲେ ଆସନ୍ତୁ ଜାଣିବା ଅଧିକ ଅଦାଚାହା ପିଇଲେ ଶରୀରକୁ କେଉଁସବୁ କ୍ଷତି ପହଞ୍ଚିଥାଏ।

୧. ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ କହିବା ଅନୁସାରେ ଅଦା ପାକସ୍ଥଳୀରେ ହଜମ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥାଏ। ଫଳରେ ପେଟ ଜଳାପୋଡ଼ା କରିବା ସହ ଡାଇରିଆ ହେବାର ଆଶଙ୍କା ରହିଛି।


୨. ଜଣେ ଗର୍ଭବତୀ ପ୍ରତିଦିନ ଆବଶ୍ୟକତାରୁ ଅଧିକ ଅଦା ଖାଇଲେ, ଗର୍ଭପାତ ହେବାର ଆଶଙ୍କା ରହିଛି। ଏଥିପାଇଁ ଗର୍ଭବତୀ ମହିଳା ଏହି ସମୟରେ ଡାକ୍ତରଙ୍କ ପରାମର୍ଶ ନେଇ ଅଦା ଖାଆନ୍ତୁ।

୩. ଅଦାରେ ଥିବା କ୍ଷତିକାରକ ଜିଞ୍ଜୋରୋଲସ୍‌ ପେଟରେ ଅଧିକ ଏସିଡ୍‌ ତିଆରି କରିଥାଏ। ପେଟରେ ଅଧିକ ଏସିଡ୍‌ ତିଆରି ହେଲେ ଏହାକୁ ଏସିଡ୍‌ ରିଫ୍ଲେକ୍ସ ବୋଲି କୁହାଯାଏ। ଏଥିଯୋଗୁ ପେଟ ଜଳାପୋଡ଼ା କରିଥାଏ।

୪. ଅଦା ହାଇବ୍ଲଡ୍‌ ପ୍ରେସରକୁ କମ୍‌ କରିଥାଏ। ତେଣୁ ହାଇ ବ୍ଲଡ୍‌ ପ୍ରେସର ରୋଗୀ ଅଦା ଚାହା ପିଇଲେ ଭଲ। କିନ୍ତୁ ଯେଉଁମାନଙ୍କର ଲୋ ବ୍ଲଡ୍‌ ପ୍ରେସର ସମସ୍ୟା ରହିଛି। ସେମାନେ ଅଦା ଖାଇଲେ ମୁଣ୍ଡ ବୁଲାଇବା ଏବଂ ଦୁର୍ବଳ ଲାଗିବା ପରି ସମସ୍ୟା ଉପୁଜିପାରେ। ତେଣୁ ସେମାନେ ଅଦା ଖାଇବାଠାରୁ ଦୂରେଇ ରହିଲେ ଭଲ।

୫. ସେହିପରି ଯଦି ଆପଣ ଲମ୍ୱା ସମୟ ଧରି କେଶ ଉପୁଡ଼ିବା ଓ ଚନ୍ଦାପଣ ସମସ୍ୟାରେ ରହିଛନ୍ତି, ତେବେ ଅଦା ଚାହା ପିଅନ୍ତୁ ନାହିଁ। କାରଣ ଅଦାରେ ଥିବା ଜିଞ୍ଜୋରୋଲସ୍‌ କେଶକୁ ବୃଦ୍ଧି ହେବାକୁ ଦେଇନଥାଏ।

Powered by Froala Editor

Tags Ginger tea

Related articles Odisha News Lens 4.1

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13651
    Jun 12, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14346
    Jun 12, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14276
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14979
    Jun 11, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13579
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14510
    Jun 11, 2025
  • ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13593
    Jun 12, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14137
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14734
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14276
    Jun 12, 2025
  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13579
    Jun 12, 2025
  • ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14346
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14979
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14510
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14037
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15460
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16111
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14823
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14346
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14734
    Jun 12, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13651
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In