Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

Home ›› ››ଶେଷରେ ପଣା ସଂକ୍ରାନ୍ତି ପାଳନ ହେବ ଏପ୍ରିଲ ୧୪ ରେ

ଶେଷରେ ପଣା ସଂକ୍ରାନ୍ତି ପାଳନ ହେବ ଏପ୍ରିଲ ୧୪ ରେ

2024-02-12 09:39:01
13976
Share:
Facebook
Twitter
E-Mail
WhatsApp
Telegram
ଶେଷରେ ପଣା ସଂକ୍ରାନ୍ତି ପାଳନ ହେବ ଏପ୍ରିଲ ୧୪ ରେ

ପୁରୀ: ହଟିଲା ଦ୍ୱନ୍ଦ୍ୱ । ହଟିଲା ସଂଶୟ । ଶେଷରେ ପଣା ସଂକ୍ରାନ୍ତି କେଉଁ ଦିନ ପାଳନ ହେବ ସେନଇ ଦିନ ଧାର୍ଯ୍ୟ ହୋଇଛି । ମହାବିଷୁବ ପଣା ସଂକ୍ରାନ୍ତି ଶେଷରେ ଆସନ୍ତା ଏପ୍ରିଲ ୧୪ ତାରିଖ ଦିନ ପାଳନ ହେବ । ଉକ୍ତ ଦିନ ପାଳନ ନେଇ ମୁକ୍ତି ମଣ୍ଡପ ପଣ୍ଡିତ ସଭା ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ତେବେ ଅନ୍ୟ କିଛି ଗଣନାକାରୀ ୧୩ ତାରିଖ ସଂକ୍ରାନ୍ତି ନେଇ କହିଛନ୍ତି । 

 ପ୍ରକାଶ ଯେ କେବେ ପଣା ସଂକ୍ରାନ୍ତି  କେଉଁ ଦିନ ପାଳନ ହେବ ତାହାକୁ ନେଇ ଗତ କିଛି ଦିନ ଧରି ଦ୍ୱନ୍ଦ୍ୱ ଲାଗିରହିଥିଲା । ପଞ୍ଜିକା ଗଣନାରେ ଦିନ ଧାର୍ଯ୍ୟ ହୋଇପାରୁନଥିଲା । ପଣା ସଂକ୍ରାନ୍ତି ପାଳନ ତାରିଖକୁ ନେଇ ଭିନ୍ନ ଭିନ୍ନ ମତ ପ୍ରକାଶ ପାଉଥିଲା । ତେବେ ଶେଷରେ ମହାବିଷୁବ ପଣା ସଂକ୍ରାନ୍ତି ଆସନ୍ତା ଏପ୍ରିଲ ୧୪ ତାରିଖ ଦିନ ପାଳନ ନେଇ ନିଷ୍ପତ୍ତି ନିଆଯାଇଛି । 

 ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ  । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ  । ବର୍ଷଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ  । ଏହି ସମୟରେ ସୂର୍ୟ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ  । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ  । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି  । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବାଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି  । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ  । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ  ।

Powered by Froala Editor

Tags pana sankanti date fixed

Related articles Odisha News Lens 4.1

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14950
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14793
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14495
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15044
    May 25, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15617
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14751
    May 25, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13311
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14535
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14523
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14523
    May 25, 2026
  • ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14495
    May 25, 2026
  • ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13311
    May 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16878
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17497
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17543
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15524
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14986
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14397
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14522
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15583
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15421
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15162
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15652
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13986
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15617
    May 24, 2026
  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14523
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15044
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In