Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

  • ଖାଇକୁ ଖସିଲା ବସ୍, ୧୫ ମୃତ

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ...

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧ ଲକ୍ଷ ଯୁବବର୍ଗଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୋଦୀ

୧ ଲକ୍ଷ ଯୁବବର୍ଗଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୋଦୀ

2024-02-12 12:03:34
14497
Share:
Facebook
Twitter
E-Mail
WhatsApp
Telegram
୧  ଲକ୍ଷ ଯୁବବର୍ଗଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୋଦୀ

ନୂଆଦିଲ୍ଲୀ : ସୋମବାରଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଯୁକ୍ତି ମେଳାରେ ଭାଗ ନେଇଛନ୍ତି। ଏହି କାର୍ୟ୍ୟକ୍ରମରେ ସେ ୧  ଲକ୍ଷ ଯୁବବର୍ଗଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ନୂଆଦିଲ୍ଲୀରେ ଇଣ୍ଟିଗ୍ରେଟେଡ କମ୍ପ୍ଲେକ୍ସ ‘କର୍ମଯୋଗୀ ଭବନ’ର ପ୍ରଥମ ପର୍ୟ୍ୟାୟର ମୂଳଦୁଆ ପକାଇଛନ୍ତି। ଏହି କ୍ୟାମ୍ପସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ନ୍ବୟକୁ ପ୍ରୋତ୍ସାହିତ କରିବ।

ରୋଜଗାର ମେଳାରେ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ୍‌ ଭାରତ ସରକାର ଯୁବବର୍ଗମାନଙ୍କୁ ଚାକିରି ଦେବାରେ କ୍ରମାଗତ ଭାବେ ଦ୍ରୁତ ଗତିରେ ଅଗ୍ରଗତି କରୁଛନ୍ତି। ପୂର୍ବ ସରକାରଗୁଡିକରେ, ଚାକିରି ବିଜ୍ଞାପନ ପ୍ରସଙ୍ଗରୁ ନିଯୁକ୍ତି ପତ୍ର ପ୍ରଦାନ ପର୍ୟ୍ୟନ୍ତରେ ବହୁତ ସମୟ ନେଉଥିଲେ। ଏହି ବିଳମ୍ବର ସୁଯୋଗ ନେଇ ଲାଞ୍ଚ କାରବାର ହେଉଥିଲା। ଆମେ ବର୍ତ୍ତମାନ ଭାରତ ସରକାରରେ ନିଯୁକ୍ତି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ସ୍ବଚ୍ଛ କରିଛୁ।

Powered by Froala Editor

Tags Modi

Related articles Odisha News Lens 4.1

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ
    ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13610
    Apr 19, 2026
  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ
    ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15291
    Apr 20, 2026
  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14447
    Apr 19, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14416
    Apr 19, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13775
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13334
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14380
    Apr 20, 2026
  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା
    ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15453
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14719
    Apr 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14380
    Apr 20, 2026
  • ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14719
    Apr 20, 2026
  • ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14416
    Apr 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17425
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13334
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16095
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15809
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16165
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14784
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13874
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15291
    Apr 20, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13334
    Apr 20, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13610
    Apr 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In