Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ...

  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ...

  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ...

  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ...

  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ...

  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ...

  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ...

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

Home ›› ››ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି - ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ

ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି - ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ

2024-02-12 18:09:54
14639
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି - ଯୁବ ସମାଜ  ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ

ଭୁବନେଶ୍ୱର - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବକ ଯୁବତୀମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ରାଜ୍ୟର ଶିଳ୍ପ ଓ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବର୍ତ୍ତମାନ ଆସିଥିବା ନୂଆ ଜାଗରଣରେ ଓଡିଶାର  ସହରାଞ୍ଚଳ  ଓ ଗ୍ରାମାଞ୍ଚଳର ଯୁବ ସମାଜକୁ ସାମିଲ କରିବା ପାଇଁ ଆଜି ରାଜ୍ୟ କ୍ୟାବିନେଟ ‘ସ୍ୱୟମ’ ନାମରେ ଏକ ନୂତନ ଯୋଜନାକୁ ଅନୁମତି ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।


‘ସ୍ୱୟମ’ ହେଉଛି ସ୍ୱତନ୍ତ୍ର ଯୁବ ଉଦ୍ୟମୀ ( Swatantra Yuba Udyami) । ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନଙ୍କୁ ବ୍ୟବସାୟ କରିବା ପାଇଁ ୧ ଲକ୍ଷ ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ବିନା ସୁଧରେ ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟ ସରକାର ପ୍ରାଥମିକ ପର୍ଯ୍ୟାୟରେ  ଉଭୟ  ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବକ ଯୁବତୀମାନଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଏଥି ପାଇଁ ରାଜ୍ୟ ସରକାର ତାଙ୍କ ନିଜ ବଜେଟରୁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରିବେ।


ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଯୁବକ ଯୁବତୀମାନେ ବ୍ୟବସାୟ ବାଣିଜ୍ୟ ପାଇଁ ସରକାରଙ୍କ ସ୍ୱତନ୍ତ୍ର ସହାୟତା ପାଇଁ ପ୍ରସ୍ତାବ ଦେଇଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂପର୍କିତ ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ପାଇଁ ଯାଇଥିଲା ଏବଂ ଆଜି ଏହା ଅନୁମୋଦନ ଲାଭ କରିଛି।


ଏହି ଯୋଜନାରେ ୧୮ରୁ ୩୫ ବର୍ଷ ବୟମର ଯୁବକ ଯୁବତୀମାନେ ସାମିଲ ହୋଇପାରିବେ। ଅନୁସୂଚିତ ଜାତି ଜନଜାତି ଓ ଭିନ୍ନକ୍ଷମ ବର୍ଗର ପିଲାଙ୍କ ପାଇଁ ଏହି ବୟମ ସୀମା ୧୮ ରୁ ୪୦ ବର୍ଷ । ଆବେଦନକାରୀଙ୍କ ପରିବାର କାଳିଆ କିମ୍ବା BSKY ଯୋଜନାରେ ସାମିଲ ହୋଇଥିବେ କିମ୍ବା ସେମାନଙ୍କ ବାର୍ଷିକ ପାରିବାରିକ ରୋଜଗାର ୨ ଲକ୍ଷରୁ କମ ହେବା ଆବଶ୍ୟକ। ପରିବାରର ଅର୍ଥ ଏଠାରେ ହେଉଛି ଆବେଦନକାରୀ ଓ ତାଙ୍କ ପତି ବା ପତ୍ନୀ। ଆବେଦନକାରୀଙ୍କର ଉଦ୍ୟମୀ ପଞ୍ଜିକୃତ କିମ୍ବା ଉଦ୍ୟମୀ ସହାୟତା ନମ୍ବର ରହିବା ଆବଶ୍ୟକ। 


ବ୍ୟାଙ୍କ କିମ୍ବା ଅନ୍ୟ କୌଣସି ଆର୍ଥିକ ଅନୁଷ୍ଠାନରୁ ଋଣ ନେଇ defaulter ହୋଇଥିବା କିମ୍ବା କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ କୌଣସି ଯୋଜନାର ବକୈୟା ଋଣ ଥିଲେ, ଆବେଦନକାରୀଙ୍କୁ ଏହି ଯୋଜନାର ସୁବିଧା ମିଳିବ ନାହିଁ। କେନ୍ଦ୍ର ଓ ରାଜ୍ୟ ସରକାର କିମ୍ବା କୌଣସି ସରକାରୀ ଉଦ୍ୟୋଗର କର୍ମଚାରୀ ବା ସାମ୍ବିଧାନିକ ସଂସ୍ଥାର କର୍ମଚାରୀ ଏବଂ ତାଙ୍କ ପରିବାରଙ୍କୁ ଏହି ଋଣ ମିଳିବ ନାହିଁ। ପରିବାରର ଜଣେ ସଦସ୍ୟ ଏହି ସୁବିଧା ନେଇଥିଲେ ଅନ୍ୟ ସଦସ୍ୟ ଏହା ପାଇପାରିବେ ନାହିଁ। 


ଏହି ଯୋଜନାରେ ରାଜ୍ୟ ସରକାର ଅଣୁ ଓ କ୍ଷୁଦ୍ର ବ୍ୟବସାୟୀମାନଙ୍କ ପାଇଁ ଉପଲବ୍ଧ 85 ପ୍ରତିଶତ ଋଣ ଗ୍ୟାରେଣ୍ଟି ବ୍ୟତିତ (Credit Guarantee Fund Trust for Micro and Small Enterprises (CGTMSE)) ଆହୁରି ୧୫ ପ୍ରତିଶତ ଋଣ ଗ୍ୟାରେଣ୍ଟି ପ୍ରଦାନ କରିବେ। ରାଜ୍ୟ ସରକାର ଋଣର ସମସ୍ତ ସୁଧ ଭାର ବହନ କରିବେ। CGTMSE ର ବାର୍ଷିକ ଗ୍ୟାରେଣ୍ଟି ଦେୟ ମଧ୍ୟ ରାଜ୍ୟ ସରକାର ବହନ କରିବେ। 


ଏଥିପାଇଁ ଆବେଦନକାରୀମାନଙ୍କୁ ଋଣ ପାଇଁ କୌଣସି ବନ୍ଧକ ବା processing fee ଦେବାକୁ ପଡିବ ନାହିଁ। ୪ ବର୍ଷରେ ଆବେଦନକାରୀମାନେ ମୂଳ ଋଣ ସୁଝି ପାରିବେ।

Powered by Froala Editor

Tags Cabinet

Related articles Odisha News Lens 4.1

  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15531
    Mar 12, 2026
  • ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀରୁ ମୁମ୍ବାଇ ପହଞ୍ଚିଲା ଭାରତ ତୈଳ ଟ୍ୟାଙ୍କର୍

    15456
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13630
    Mar 12, 2026
  • ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13554
    Mar 13, 2026
  • ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ
    ଖେଳ ଖବର

    ସେଲିବ୍ରେଶନ ସମୟରେ ଜାତୀୟ ପତାକାକୁ ଅସମ୍ମାନ

    13833
    Mar 12, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ
    ବିଶେଷ

    ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13636
    Mar 14, 2026
  • ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ
    ଦେଶ-ଦେଶାନ୍ତର

    ମାଲାୟଲମ ଅଭିନେତା ହରି ମୁରଲୀଙ୍କ ଦେହାନ୍ତ, କାରଣ ଜଣାପଡ଼ିନାହିଁ

    14946
    Mar 12, 2026
  • ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...
    ଦେଶ-ଦେଶାନ୍ତର

    ନେତାଙ୍କ ଘରୁ ୫୫ ସିଲିଣ୍ଡର ଜବତ, ପ୍ରତି ସିଲିଣ୍ଡରକୁ ୨୦୦୦ ଟଙ୍କା ମୂଲ୍ୟରେ ବିକ୍ରି ...

    15626
    Mar 13, 2026
  • ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପର୍ଯ୍ୟାପ୍ତ ଅଶୋଧିତ ତୈଳ ଅଛି : ପେଟ୍ରୋଲିୟମ ମନ୍ତ୍ରୀ

    15057
    Mar 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15531
    Mar 12, 2026
  • ଦେଶ-ଦେଶାନ୍ତର

    ରାଜ୍ୟଗୁଡିକୁ ୪୦,୦୦୦ ଲିଟର କିରାସିନି ଯୋଗାଇ ଦେବାକୁ ନିଷ୍ପତ୍ତି

    13554
    Mar 13, 2026
  • ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13630
    Mar 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17369
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17432
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17780
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16252
    Apr 03, 2021

ବିଶେଷ

  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    13636
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13630
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14304
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15067
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14821
    Mar 07, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15677
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15138
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14989
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14501
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13630
    Mar 12, 2026
  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15531
    Mar 12, 2026
  • ଏଲଓସି ନିକଟରୁ ଜବତ ହେଲା ୮ କୋଟିର ହେରୋଇନ

    14146
    Mar 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In