Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ...

  • ଇପିଏଫ୍ଓ ବେତନ ସୀମା ବୃଦ୍ଧି : ...

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ...

  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ...

  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ...

  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ...

  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଥମ ଥର ପାଇଁ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଂ, ମୁଖ୍ୟମନ୍ତ୍ରୀ କରିବେ ପ୍ରକାଶ

ପ୍ରଥମ ଥର ପାଇଁ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଂ, ମୁଖ୍ୟମନ୍ତ୍ରୀ କରିବେ ପ୍ରକାଶ

2024-02-13 06:39:34
14359
Share:
Facebook
Twitter
E-Mail
WhatsApp
Telegram
ପ୍ରଥମ ଥର ପାଇଁ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଂ, ମୁଖ୍ୟମନ୍ତ୍ରୀ କରିବେ ପ୍ରକାଶ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇଁ ପ୍ରକାଶ ପାଇବ ସରକାରୀ ହସ୍ପିଟାଲ ରାଙ୍କିଂ। ଆଜି ଏହି ରାଙ୍କିଂ ପ୍ରକାଶ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ମେଡିକାଲ କଲେଜ, ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ, ଉପ ଜିଲ୍ଲା ଚିକିତ୍ସାଳୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକର ରାଙ୍କିଂ ପ୍ରକାଶ ପାଇବ। ହସ୍ପିଟାଲ ମ୍ୟାନେଜମେଣ୍ଟ ଇନଫର୍ମେସନ ସିଷ୍ଟମ  ବେଞ୍ଚମାର୍କ ଅନୁସାରେ ରୋଗୀ ସେବା, ରୋଗୀ ସନ୍ତୁଷ୍ଟିକରଣ, ବେଡ ଅକ୍ୟୁପାନ୍ସି, ସର୍ଜରୀ ସୁବିଧା, ଗୁଣବତ୍ତା ପରି ୩୨ ଟି ବର୍ଗରେ ବିଭିନ୍ନ ମାନଦଣ୍ଡ ଆଧାରରେ ଏହି ରାଙ୍କିଂ ତିଆରି ହୋଇଛି।
୨୦୨୦-୨୧, ୨୦୨୧-୨୨, ୨୦୨୨-୨୩ ବର୍ଷ ପାଇଁ ପ୍ରକାଶ ପାଇବ ରାଙ୍କିଂ। ସ୍ଵାସ୍ଥ୍ୟ ସେବାରେ ଉତ୍କର୍ଷତା ପାଇଁ ମିଳିବ ମୁଖ୍ୟମନ୍ତ୍ରୀ ପୁରସ୍କାର। ଆଜି ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ଵତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କ୍ରମରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କୁ ସ୍ୱାସ୍ଥ୍ୟସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ସମ୍ମାନରେ ସମ୍ମାନିତ କରାଯିବ। କୋଭିଡ ସମୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉତ୍ତମ ସେବା ଯୋଗାଇଥିବା ଡାକ୍ତର, ନର୍ସ, ଲାବ୍ ଟେକ୍ନିସିଆନ, ହସ୍ପିଟାଲ ସମେତ ବିଭିନ୍ନ ବର୍ଗରେ ମୋଟ ୧୫୩ଟି ପୁରସ୍କାର ଦିଆଯିଵ । ଏହା ପରଠାରୁ ପ୍ରତିବର୍ଷ ଏହି ପୁରସ୍କାର ପ୍ରଦାନ ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌
    ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13890
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...
    ଦେଶ-ଦେଶାନ୍ତର

    ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ...

    15053
    Oct 03, 2026
  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15042
    Oct 03, 2026
  • ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ
    ଦେଶ-ଦେଶାନ୍ତର

    ଫୋର୍ବସ-୨୦୨୬ର ଭାରତର ଶ୍ରେଷ୍ଠ ଶହେ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଅଛନ୍ତି ଆଦାନୀ

    15185
    Oct 03, 2026
  • ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...
    ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14428
    Oct 03, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    15123
    Oct 02, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14586
    Oct 02, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ
    ବାଣିଜ୍ୟ

    ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    13638
    Oct 03, 2026
  • ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ
    ଦେଶ-ଦେଶାନ୍ତର

    ଉତକ୍ଷେପଣ ହେଲା ଭାରତର ପ୍ରଥମ କୃତ୍ରିମ ବୁଦ୍ଧିମତ୍ତା ଉପଗ୍ରହ

    13960
    Oct 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13890
    Oct 03, 2026
  • ଦେଶ-ଦେଶାନ୍ତର

    ନକ୍ସଲରୁ ରାମ୍ପ ଓ୍ୱାକ୍ , ଏବେ ବଲିଉଡରେ...

    14428
    Oct 03, 2026
  • ଅପରାଧ

    ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15042
    Oct 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17147
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17838
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17801
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18214
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15408
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14079
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15818
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15386
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14758
    Sep 18, 2026

ବାଣିଜ୍ୟ

ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

ପୂର୍ବରୁ ସୁନା ଚମକ ଆଗରେ ରୁପା ଫିକା ପଡ଼ିଥିଲା । ମାତ୍ର ଏବେ ରୁପାରେ ଚମକ ରହିଥିବା କହିଛନ୍ତି ବ୍ୟବସାୟୀ । ଲୋକେ ସୁନା ପରିବର୍ତ୍ତେ ରୁପା ମୁହାଁ ହୋଇଛନ୍ତି । ପାର୍ବଣରେ ଏହି ଧାରା ଆହୁରି ଦୃଢ଼ ହୋଇଛି । ଏହାକୁ ଦେଖି ସୁନା ଦୋକାନୀ ଏବଂ ବ୍ୟବସାୟୀମାନେ ବ୍ୟାପକ ବର୍ଗର ଗହଣା ରେଞ୍ଜ୍ ସହ ଆକର୍ଷଣୀୟ ଅଫର ଦେଉଛନ୍ତି ।

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15303
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15046
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14397
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14345
    Sep 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୟାପଲ୍ଲୀ ଦୁଷ୍କର୍ମ ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    15042
    Oct 03, 2026
  • ଦିନେ ଜଙ୍ଗଲରେ ବସି ପାଠ ପଢ଼ୁଥିଲେ, ଆଜି ଏସ୍‌ଡିଏମ୍‌

    13890
    Oct 03, 2026
  • ଫ୍ଲାଏଦୁବାଇ ବିମାନ ଘଟଣା: ଇରାନ ଉପରେ ଆମେରିକା ଜୋରଦାର୍‌ ଆକ୍ରମଣ କରିବ ବୋଲି ଚେତାବନୀ ଦେଲେ ଟ୍ରମ୍ପ

    15053
    Oct 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In