Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇସ୍ରାଏଲକୁ ଦଣ୍ଡ ଦେବା ପାଇଁ ଶପଥ : ଖାମନେଇ

  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ...

  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ...

  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ...

  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ...

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର ...

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କୃଷକ ସଂଗଠନର ଦିଲ୍ଲୀ ଚଲୋ ଯାତ୍ରା

କୃଷକ ସଂଗଠନର ଦିଲ୍ଲୀ ଚଲୋ ଯାତ୍ରା

2024-02-13 10:14:25
15127
Share:
Facebook
Twitter
E-Mail
WhatsApp
Telegram
କୃଷକ ସଂଗଠନର ଦିଲ୍ଲୀ ଚଲୋ ଯାତ୍ରା

ନୂଆଦିଲ୍ଲୀ: ଆଜି କୃଷକ ସଂଗଠନର ଦିଲ୍ଲୀ ଚଲୋ ଯାତ୍ରା । କେନ୍ଦ୍ର ସରକାରଙ୍କ କୃଷକ ମାରଣନୀତିକୁ ବିରୋଧ କରି ଗର୍ଜିବେ ଚାଷୀ । ଆଜି ସକାଳ ୧୦ଟା ସମୟରେ ହରିୟାଣା ଓ ପଞ୍ଜାବରୁ ଦିଲ୍ଲୀରୁ ଅଭିମୁଖେ ଯାତ୍ରା ଆରମ୍ଭ କରିବେ ହଜାର ହଜାର ଚାଷୀ । ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଦିଲ୍ଲୀରେ ଏକ ମାସ ପର୍ୟ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି । ଏଥିସହ ରାଜଧାନୀରେ ଭିଡ ଜମାଇବା ଓ ଟ୍ରାକ୍ଟର ପ୍ରବେଶ ଉପରେ କଟକଣା ଲାଗିଛି । ସମସ୍ତ ସୀମା ସିଲ୍ କରାଯାଇଛି ।

ସୋମବାର ରାତିରେ କୃଷକ ସଂଗଠନର ନେତାଙ୍କ ସହ ଆଲୋଚନା କରିଥିଲେ କେନ୍ଦ୍ର କୃଷି ମନ୍ତ୍ରୀ ଅର୍ଜୁନ ମୁଣ୍ଡା । କିନ୍ତୁ ଏହି ଆଲୋଚନା ସଫଳ ହୋଇନାହିଁ । ପଞ୍ଜାବ କିଶାନ ମଜଦୁର ସଂଘର୍ଷ କମିଟିର ସାଧାରଣ ସମ୍ପାଦକ ସୌରଭ ସିଂ କହିଛନ୍ତି, ''ମନ୍ତ୍ରୀଙ୍କ ସହ ବୈଠକ ପ୍ରାୟ ୫ ଘଣ୍ଟା ଧରି ଚାଲିଥିଲା। ଆମେ ସେମାନଙ୍କ ସାମ୍ନାରେ ଏକ ଏଜେଣ୍ଡା ଉପସ୍ଥାପନ କରିଛୁ। କିନ୍ତୁ କେନ୍ଦ୍ର ସରକାର ଏହା ଉପରେ ଆଲୋଚନା କରିଥିଲେ ମଧ୍ୟ କୌଣସି ନିଷ୍ପତ୍ତି ନେଇ ପାରିନଥିଲେ। ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ସରକାର ଆମକୁ କହୁଛନ୍ତି ଏବଂ ଆଲୋଚନା ପାଇଁ ସମୟ ମାଗୁଛନ୍ତି । ୨ ବର୍ଷ ପୂର୍ବେ ସେମାନେ ଆମକୁ ସମୟ ମାଗିଥିଲେ, ଯେତେବେଳେ କୃଷକଙ୍କ ଆନ୍ଦୋଳନ ଶେଷ ହୋଇଥିଲା । ବର୍ତ୍ତମାନ କିନ୍ତୁ ଆମେ ସମୟ ଦେବୁ ନାହିଁ । ଯଦି ଦୃଢ ପ୍ରସ୍ତାବ ଅଛି ତେବେ ଆମେ ସମୟ ଦେବା ବିଷୟରେ ଚିନ୍ତା କରିବୁ । କିନ୍ତୁ କେନ୍ଦ୍ର ସରକାରଙ୍କ ପାଖରେ ସେମିତି କିଛି ପ୍ରସ୍ତାବ ନାହିଁ । ''  କୃଷକଙ୍କ ଦିଲ୍ଲୀ ଚଲୋ ଘୋଷଣା ପରେ ଅନ୍ୟ ରାଜ୍ୟ ସହ ସଂଯୋଗ ଥିବା ଦିଲ୍ଲୀ ସୀମାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଗୋଟିଏ ପଟେ ବଦରପୁର ବୋର୍ଡରରେ ଦିଲ୍ଲୀର ସୀମା ହରିୟାଣାର ଫରିଦାବାଦ ସହ ମିଶିଛି। ୟୁପି ଏବଂ ହରିୟାଣା ସୀମାରେ ବ୍ଲକର୍ସ ସ୍ଥାପନ କରାଯାଇଛି । ଏହା ବ୍ୟତୀତ ପାଞ୍ଚ ହଜାରରୁ ଅଧିକ ସୁରକ୍ଷା କର୍ମୀଙ୍କୁ ସୀମାରେ ନିୟୋଜିତ କରାଯାଇଛି। ଉତ୍ତରପ୍ରଦେଶରୁ ଚାଷୀକୁ ନେଇ ଦିଲ୍ଲୀକୁ ଆସୁଥିବା ଟ୍ରାକ୍ଟର, ଟ୍ରଲି, ବସ୍, ଟ୍ରକ୍ ଆଦିକୁ ରାଜଧାନୀରେ ପ୍ରବେଶ ଉପରେ କଟକଣା ଲଗାଯାଇଛି । ସେହିପରି ଆନ୍ଦୋଳନକାରୀ ମାନେ ପଦଯାତ୍ରା ସମୟରେ ହାତରେ କୌଣସି ଅସ୍ତ୍ରଶସ୍ତ୍ର ଧରିବାକୁ ବାରଣ କରାଯାଇଛି ।

Powered by Froala Editor

Tags Farmer strike

Related articles Odisha News Lens 4.1

  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା
    ବିଶେଷ

    ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14951
    Jun 23, 2025
  • ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ
    ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15296
    Jun 23, 2025
  • ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ
    ଦେଶ-ଦେଶାନ୍ତର

    ରାସନ୍‌ ଦୋକାନରେ ହଙ୍ଗାମା: ଗେଟ୍‌ ଭାଙ୍ଗି ଅନିୟନ୍ତ୍ରିତ ହୋଇ ପଶିଲେ ଲୋକେ

    15122
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15824
    Jun 22, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...
    ଦେଶ-ଦେଶାନ୍ତର

    ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ...

    15261
    Jun 23, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    14063
    Jun 22, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14548
    Jun 22, 2025
  • ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ
    ମନୋରଞ୍ଜନ

    ଭୟଙ୍କର ରୋଗ ପରେ ବି କାମ କରିବାକୁ ପଡୁଛି : ସଲମାନ

    13950
    Jun 23, 2025
  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା
    ବିଶେଷ

    ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15624
    Jun 23, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15824
    Jun 22, 2025
  • ମନୋରଞ୍ଜନ

    ‘ଅନୁପମା’ର ସେଟ୍‌ରେ ଅଗ୍ନିକାଣ୍ଡ

    15296
    Jun 23, 2025
  • ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14548
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17010
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15505
    Apr 03, 2021

ବିଶେଷ

  • ରାତିରେ ଏହି ଖାଦ୍ୟ ଖାଇଲେ ଭୋଗିବେ ସାଂଘାତିକ ଅବସ୍ଥା

    15624
    Jun 23, 2025
  • ଶରୀରରେ ଆଲର୍ଜି ହେବାକୁ ଦେଇ ନଥାଏ କଲରା

    14951
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15824
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14441
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14777
    Jun 19, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14997
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14820
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14822
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13792
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14548
    Jun 22, 2025
  • ଝିଅର ନିଟ୍‍ ପରୀକ୍ଷାରେ ମାର୍କ କମ୍‍ ଥିଲା ବୋଲି ନୃସଂଶ ଭାବେ ପିଟି ପିଟି ହତ୍ୟା କଲେ ବାପା

    15261
    Jun 23, 2025
  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15824
    Jun 22, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In