Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

ରାଜ୍ୟ
Home ›› ରାଜ୍ୟ ››5T, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଯାଜପୁର ଗସ୍ତ

5T, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଯାଜପୁର ଗସ୍ତ

2024-02-13 17:53:15
13566
Share:
Facebook
Twitter
E-Mail
WhatsApp
Telegram
5T, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଯାଜପୁର ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଯାଜପୁର ଜିଲ୍ଲା ଗସ୍ତ କରି ‘ନୂଆ-ଓ’ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ସେ  କହିଥିଲେ ଯେ, ରାଜ୍ୟ କ୍ୟାବିନେଟରେ ‘ନୂଆ-ଓ ଛାତ୍ରବୃତ୍ତି’ ଯୋଜନା ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାରେ ଓଡ଼ିଶା ସରକାରଙ୍କ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଅନୁଦାନପ୍ରାପ୍ତ ଓ  ଅଣଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ସଂସ୍କୃତ ମହାବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀ ବୃତ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ । 


ଏହି ଯୋଜନାରେ ଛାତ୍ର ମାନଙ୍କୁ ୯ ହଜାର ଟଙ୍କା ଓ ଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କାର ବାର୍ଷିକ ବୃତ୍ତି ଯୋଗାଇ ଦିଆଯିବ। ସେହିପରି ଏସସି/ଏସଟି ତଥା ନିର୍ମାଣ ଶ୍ରମିକଙ୍କ ପୁଅ ମାନଙ୍କୁ ୧୦ହଜାର ଟଙ୍କା ଓ ଝିଅ ମାନଙ୍କୁ ୧୧ ହଜାର ଟଙ୍କାର ବାର୍ଷିକ ଛାତ୍ରବୃତ୍ତି ଯୋଗାଇ ଦିଆଯିବାର ବ୍ୟବସ୍ଥା ହୋଇଛି ବୋଲି ସେ ସୂଚନା ଦେଇଥିଲେ । 


ସ୍ଥାୟୀ ସରକାରୀ ଚାକିରିଆ ଅଥବା ଆୟକର ଦେଉଥିବା ଶ୍ରେଣୀର ବ୍ୟକ୍ତିବିଶେଷଙ୍କ ପିଲାମାନେ ଏହି ଯୋଜନା ଅନୁଯାୟୀ ଯୋଗ୍ୟ ବିବେଚିତ ହେବେ ନାହିଁ ବୋଲି ସେ କହିଥିଲେ। 


ସେ ଆହୁରି ମଧ୍ୟ କହିଥିଲେ ଯେ ଚଳିତ ଶିକ୍ଷାବର୍ଷର ‘ନୂଆ -ଓ ଛାତ୍ରବୃତ୍ତି’ ଟଙ୍କା ଯୋଗ୍ୟ ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଫେବୃଆରୀ ୨୦ ତାରିଖରୁ ମାସ ଶେଷ ସୁଦ୍ଧା ସିଧାସଳଖ ହସ୍ତାନ୍ତର କରାଯିବ ।  ମୁଖ୍ୟମନ୍ତ୍ରୀଙ୍କ  ନୂଆ ଓଡ଼ିଶାର ସ୍ଵପ୍ନକୁ ବାସ୍ତବ ରୂପାୟନ ଓ ଯୁବ ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସେ କହିଥିଲେ।


ଏଥି ପାଇଁ ଆସନ୍ତା ଶିକ୍ଷା ବର୍ଷରୁ ୩୦୦ କୋଟି ଟଙ୍କା କର୍ପସ ଫଣ୍ଡ ସହିତ ଏକ ପାଣ୍ଠି ଗଠନ କରାଯିବ ଏବଂ ଶିକ୍ଷା ତଥା ବିଭିନ୍ନ co-curricular activities ରେ ଉତ୍କର୍ଷ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ଏହି ପାଣ୍ଠିରୁ ଉଚ୍ଚ ବୃତ୍ତି ରାଶି ପ୍ରଦାନ କରାଯିବ।  ଅଗଷ୍ଟ ମାସ ସୁଦ୍ଧା ‘ନୂଆ- ଓ ମ୍ୟାଜିକ ସ୍ମାର୍ଟ କାର୍ଡ’ ସମସ୍ତ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ଦିଆଯିବ । ଯେଉଁଥିରେ ଛାତ୍ରଛାତ୍ରୀ ବସ, ଟ୍ରେନରେ ଯାତ୍ରା ସମୟରେ ଫ୍ରି ୱାଇଫାଇ, ଅନଲାଇନ କୋର୍ସ, ସ୍କିଲ ଡେଭେଲପମେଣ୍ଟ, କୋଚିଂ ପ୍ରୋଗ୍ରାମରେ ଯୋଗଦେବା ପାଇଁ ବିଶେଷ ସୁବିଧା ପାଇ ପାରିବେ ବୋଲି ମଧ୍ୟ ସେ କହିଥିଲେ । 


ଶ୍ରୀ ପାଣ୍ଡିଆନ ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ ଯେ ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ ସଶକ୍ତ ହେବା ପାଇଁ ନୂଆ ଯୁଗ ଆରମ୍ଭ ହେବ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନର ନବୀନ ଓଡିଶା ଗଠନର ସାକାରରେ ଏହା ସହାୟତା କରିବ। ଶ୍ରୀ ପାଣ୍ଡିଆନ ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କୁ ବଡ ସ୍ୱପ୍ନ ଦେଖ ଓ ଏହାକୁ ସାକାର କରିବା ପାଇଁ କଠିନ ପରିଶ୍ରମ କରିବା ପାଇଁ ପ୍ରେରଣାଦାୟୀ ଆହ୍ୱାନ ଦେଇଥିଲେ।


ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ଏହି ‘ନୂଆ-ଓ ଛାତ୍ରବୃତ୍ତି’ ଯୋଜନାରେ ରାଜ୍ୟର ସ୍ନାତକ ଶ୍ରେଣୀର ୪.୫ ଲକ୍ଷ  ଛାତ୍ରଛାତ୍ରୀ ଓ ସ୍ନାତକୋତ୍ତର ଶ୍ରେଣୀର ୩୨ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15572
    Jul 31, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15771
    Jul 31, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ...

    13839
    Aug 01, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14387
    Jul 30, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15187
    Aug 01, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14380
    Jul 31, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14375
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14809
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14111
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14809
    Aug 01, 2026
  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14380
    Jul 31, 2026
  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14111
    Jul 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14375
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14361
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15984
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15870
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15524
    Jul 22, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14111
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14185
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15031
    Jul 28, 2026
  • ଫିକା ପଡିବ ସୁନାର ଚମକ

    14131
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14380
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14111
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14809
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In