Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ରାଜ୍ୟ
Home ›› ରାଜ୍ୟ ››ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା

ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା

2024-02-13 17:54:44
14685
Share:
Facebook
Twitter
E-Mail
WhatsApp
Telegram
ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା

ଭୁବନେଶ୍ୱର :ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ  ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ  ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।  ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ। ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା ଏବଂ ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି। 

ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି।

୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। 

୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। 

ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମା’ ମାନେ ଏହି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣ କୁ ବୃଦ୍ଧି କରିଛନ୍ତି।

ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ମା ଉପକୃତ ହେଉଛନ୍ତି। ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨  ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।  ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲ୍ପଲାଇନକୁ କଲ୍‌ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।

Powered by Froala Editor

Tags Mamata Scheme

Related articles Odisha News Lens 4.1

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14172
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15385
    Oct 24, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13748
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13768
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14494
    Oct 23, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14226
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14780
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14626
    Oct 24, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14156
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14172
    Oct 24, 2026
  • ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14494
    Oct 23, 2026
  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14156
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17211
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15209
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15551
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15048
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15512
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14847
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14494
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15115
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14415
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14611
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14626
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13768
    Oct 23, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14172
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In