Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››ବିକାଶ କଣ ତାହା ଯାଜପୁର ଆସି ଦେଖନ୍ତୁ ବିରୋଧୀ: କାର୍ତ୍ତିକ ପାଣ୍ଡିଆନ

ବିକାଶ କଣ ତାହା ଯାଜପୁର ଆସି ଦେଖନ୍ତୁ ବିରୋଧୀ: କାର୍ତ୍ତିକ ପାଣ୍ଡିଆନ

2024-02-13 17:55:57
14752
Share:
Facebook
Twitter
E-Mail
WhatsApp
Telegram
ବିକାଶ କଣ ତାହା ଯାଜପୁର ଆସି ଦେଖନ୍ତୁ ବିରୋଧୀ: କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ଵର:୧୩/୦୨/୨୪: ଯାଜପୁର କୁସୁମାରୁ ବିରୋଧୀଙ୍କୁ ମାରିଲେ ବାଣ। ସାଧାରଣ ସଭାରେ ଯୋଗ ଦେଇ ବିରୋଧୀ ବିଜେପିକୁ କଡ଼ା ସମାଲୋଚନା କଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ମଧ୍ୟପ୍ରଦେଶର ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ଆଗାମୀ ନିର୍ବାଚନରେ ଓଡିଶାରେ ବିଜେପି ସରକାର ଗଠନ କରିବ ବୋଲି କହିଥିଲେ। ସେ ପ୍ରଥମେ ଯାଜପୁର ଜିଲ୍ଲା ବୁଲିକି ଦେଖନ୍ତୁ ଆଉ ତା ପରେ ଏହି କଥା କହିବେ ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। 


ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟର ହିସାବ ଦେଇ ବିରୋଧୀ ବିଜେପିକୁ ତୀବ୍ର ସମାଲୋଚନା କରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସରକାର ଗଠନ ଲାଗି ଗୁରୁତ୍ଵ ଦିଅନ୍ତିନି କି କ୍ଷମତା ପଛରେ ଦୌଡିବାକୁ ଚାହାନ୍ତି ନାହିଁ । ଲୋକଙ୍କ ସେବା କରିବାକୁ ଚାହାଁନ୍ତି। ଚୌକି ପାଇଁ କିମ୍ବା କ୍ଷମତା ଲାଗି ଲାଳାୟିତ ନୁହଁନ୍ତି ମୁଖ୍ୟମନ୍ତ୍ରୀ। ଯିଏ କ୍ଷମତାକୁ ଆସିବୁ ବୋଲି ଖାଲି କହୁଛି ତାଙ୍କୁ  ସାଧାରଣ ଜନତା ଆଗାମୀ ନିର୍ବାଚନରେ ଉତ୍ତର ଦେବେ। ସାଧାରଣ ସଭାକୁ ସମ୍ବୋଧିତ କରି କରି ଏମିତି କହିଛନ୍ତି ଫରାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। 


ମୁଖ୍ୟମନ୍ତ୍ରୀଙ୍କ ସେବା ଲାଗି ୨୪ ବର୍ଷ ହେଲା ତାଙ୍କୁ ରାଜ୍ୟବାସୀ ଆଶୀର୍ବାଦ ଦେଇ ଆସୁଛନ୍ତି। ଚୌକି କିମ୍ବା ସରକାର ଗଠନ ମୋହରେ ନାହାନ୍ତି ମୁଖ୍ୟମନ୍ତ୍ରୀ। ସରକାର ଗଠନକୁ ଗୁରୁତ୍ଵ ଦିଅନ୍ତିନି, ଲୋକଙ୍କ ସେବାକୁ ଦିଅନ୍ତି ଗୁରୁତ୍ଵ। ଏଇ ବୟସରେ ମଧ୍ୟ ସେ ଲୋକଙ୍କ ଲାଗି ଦିନରାତି ଖଟୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଧାରାରୁ ସେ ମଧ୍ୟ ପ୍ରେରଣା ପାଇଛନ୍ତି ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ। ଲୋକଙ୍କ ପାଇଁ ସମର୍ପିତ ସମର୍ପିତ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ ସେ  ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । 


ଯାଜପୁର କୁସୁମାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ହିସାବ ଦେଇଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ବର୍ଷ ଅଗଷ୍ଟ ୩୦ ତାରିଖରେ ସେ ଯାଜପୁର ଗସ୍ତ କରିଥିଲେ। ଅଗଷ୍ଟ ମାସରୁ ଇତି ମଧ୍ୟରେ ସେତେବେଳେ ମିଳିଥିବା୨୫୪୦ ଦରଖାସ୍ତରୁ ୨୩୦୦ ଦରଖାସ୍ତର ସମାଧାନ ହୋଇଛି ବୋଲି କହିଥିଲେ କାର୍ତ୍ତିକ ପାଣ୍ଡିଆନ। ଗତ ୬ ମାସ ମଧ୍ୟରେ ଯାଜପୁର ଜିଲ୍ଲା ପାଇଁ ୬୧୦ କୋଟି ଟଙ୍କା ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ମାସକୁ ଶହେ କୋଟି ହିସାବରେ ଯାଜପୁର ପାଇଁ ଟଙ୍କା ମଂଜୁର ହୋଇଛି ବୋଲି ସୂଚନା ଦେଇଛନ୍ତି ଫାଇଭ ଟି ଅଧ୍ୟକ୍ଷ। 



ଯାଜପୁର ବିରଜା ମନ୍ଦିର ରୂପାନ୍ତରଣ ଲାଗି ୧୫ କୋଟି, ବରାହ ନଦୀ ଦ୍ଵୀପାଞ୍ଚଳର ବିକାଶ ଲାଗି ୧୫ କୋଟି। ଚଣ୍ଡିଖୋଲ ମହାବିନାୟକ ମନ୍ଦିର ଲାଗି ୭ କୋଟି ୬୦ ଲକ୍ଷ, ଦଶରଥପୁରର ସିଦ୍ଧେଶ୍ଵର ମନ୍ଦିର ଲାଗି   ୧ କୋଟି ୫୦ ଲକ୍ଷ, ବିଂଝାରପୁର ବରୁଣେଶ୍ଵର ମନ୍ଦିର ଲାଗି ୭ କୋଟି, ଯାଜପୁର ବେଲେଶ୍ଵର ମନ୍ଦିର ଲାଗି ୧ କୋଟି  ୫୦ ଲକ୍ଷ, ରସୁଲପୁରର ନାରାୟଣ ଗୋସାଇଁ ମନ୍ଦିର ଲାଗି ୧ କୋଟି୫୦ ଲକ୍ଷ, ଧର୍ମଶାଳାର  ଗୋପନେଶ୍ଵର ମନ୍ଦିର ଲାଗି ୧କୋଟି ୫୦ ଲକ୍ଷ, ସୁକିନ୍ଦାର ଜଗନ୍ନାଥ ମନ୍ଦିର ଲାଗି ୧କୋଟି ୫୦ ଲକ୍ଷ, ଦଶରଥପୁରର ଜୟ ଚଣ୍ଡୀପୀଠ ଲାଗି ୧କୋଟି ୫୦ ଲକ୍ଷ, ରସୁଲପୁରର ଖଗେଶ୍ଵରୀ ମନ୍ଦିର ଲାଗି ୧ କୋଟି ୫୦ ଲକ୍ଷ, ବ୍ୟାସନଗର ଜଗନ୍ନାଥ ମନ୍ଦିର ଲାଗି ୧ କୋଟି ୫୦ଲକ୍ଷ, ଯାଜପୁରର ବାପଟିଷ୍ଟ ଚର୍ଚ୍ଚ ଲାଗି ୧କୋଟି ୯ ଲକ୍ଷ, ଛତିଆ ଟୁରିଜମ କମ୍ଲେକ୍ସ ଲାଗି ୧ କୋଟି ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। 



ସେହିପରି ବିଭିନ୍ନ ସେତୁଲାଗି ମଧ୍ୟ ଅର୍ଥ ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। ଚିଙ୍ଗୁଡ଼ିଆ ନାଳ ଉପରେ ସେତୁ ଲାଗି ୬୦ କୋଟି ମଂଜୁର ହୋଇଛି। ବେହେରାପାଟଣା-ବାଲିପୋଖରୀ ରାସ୍ତାର ବୈତରଣୀ ନଦୀ ଉପରେ ସେତୁ ଲାଗି ୨୨ କୋଟି ୧୮ ଲକ୍ଷ, ନାଳିଆ ବଳଭଦ୍ରପୁର ଭାୟା କପିଳାକୁ ସଂଯୋଗ କରୁଥିବା ସେତୁ ଲାଗି ୧୮ କୋଟି ୮୦ ଲକ୍ଷ ମଂଜୁର ହୋଇଛି। ମେଣ୍ଟା-କୁଶଭଦ୍ରା ରାସ୍ତା ବ୍ରାହ୍ମଣୀ ନଦୀ ଉପରେ ସେତୁ ଲାଗି ୧୮ କୋଟି ୭୦ ଲକ୍ଷ ମଂଜୁର ହୋଇଛି। ଯାଜପୁର ଜିଲାରେ ୧୯ଟି ରାସ୍ତାର ଉନ୍ନତୀକରଣ ଲାଗି ୧ କୋଟି ୩୦ ଲକ୍ଷ ମଂଜୁର ହୋଇଛି। ଦଶରଥପୁର ନ୍ୟୁ ସାଇନ୍ସ ଓ ଆର୍ଟସ କଲେଜ ଲାଗି ୧୫ କୋଟି ଓ ବ୍ୟାସନଗର କଲେଜର ଆର୍ଟସ ଓ ସାଇନ୍ସ ବ୍ଲକ ପାଇଁ ୧୫ କୋଟି ଟଙ୍କା ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। 



କଥା ନୁହେଁ କାମରେ ମୁଖ୍ୟମନ୍ତ୍ରୀ କାମରେ ବିଶ୍ଵାସ କରନ୍ତି ବୋଲି କହିଛନ୍ତି ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଯାଜପୁର ଜିଲ୍ଲାବାସୀ ଯେଉଁ ବିଶ୍ଵାସ ଭଲ ପାଇବା ଦେଇଛନ୍ତି ସେଥିପାଇଁ ଋଣୀ ବୋଲି କହି କୃତଜ୍ଞତା ଜଣାଇଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। 



ମୁଖ୍ୟମନ୍ତ୍ରୀଙ୍କ ଗୋଟିଏ ମାତ୍ର ଉଦ୍ଦେଶ୍ୟ ହେଉଛି ସଶକ୍ତ ଓଡିଶା ଗଠନ । ଯେଉଁ ରାଜ୍ୟରେ ଜଣେ ଗରିବ ମଧ୍ୟ ବଡ଼ ବଡ଼ ସପ୍ଵ ଦେଖିପାରୁଥିବ ଓ ତାହା ସାକାର ହୋଇପାରୁଥିବ। ଯାଜପୁରର ସମସ୍ତ ୭ ନିର୍ବାଚନମଣ୍ଡଳିରେ ନବୀନ ପଟ୍ଟନାୟକ ହିଁ ପ୍ରାର୍ଥୀ ବୋଲି କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ। ଆଗାମୀ ଦିନରେ ଯାଜପୁର ଜିଲ୍ଲା ମୁଖ୍ୟମନ୍ତ୍ରୀଙ୍କୁ ଆହୁରି ସଶକ୍ତ କରିବ ବୋଲି ଆଶା ପୋଷଣ କରିଛନ୍ତି ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।...

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14299
    Oct 02, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15650
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15419
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14310
    Oct 02, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15875
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15171
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14725
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14834
    Oct 02, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15056
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15056
    Oct 01, 2026
  • ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15650
    Oct 01, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15353
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15371
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14044
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15784
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15351
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14725
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14860
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14394
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15875
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15171
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14834
    Oct 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In