Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 30, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ...

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ...

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

  • ଏପରି ସଜାନ୍ତୁ ରାକ୍ଷୀ ଥାଳି

  • ଶାହାଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ, ...

  • ଦେଶର ବିଭାଜନ ପାଇଁ କଂଗ୍ରେସ ଦାୟୀ

  • ଡ୍ୟୁଟିରେ ଶୋଇ ରହିଲେ ଡାକ୍ତର, ...

  • ଯାହାର ଯେମିତି ଚଷମା, ସେମିତି ...

  • ଦିଲ୍ଲୀରେ ଉଠିଲା ବାଲେଶ୍ୱର ଛାତ୍ରୀଙ୍କ ...

ବିଶେଷ
Home ›› ବିଶେଷ ›› ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ

ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ

2024-02-14 05:53:02
15962
Share:
Facebook
Twitter
E-Mail
WhatsApp
Telegram
 ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ

ଆଜି ପବିତ୍ର ବସନ୍ତ ପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ । ମା' ସରସ୍ବତୀଙ୍କୁ ଆରାଧନା କରିବାର ଦିନ । ମା'ଙ୍କ ଆଗାମନ ଅର୍ଥାତ ସରସ୍ବତୀ ପୂଜା ନେଇ ସବୁଠି ଆନନ୍ଦ ଉତ୍ସାହ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଇଥାଏ ।

ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା' ସରସ୍ବତୀଙ୍କୁ । ମା' ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ବସନ୍ତ ପଞ୍ଚମୀ ଦିନଠାରୁ ଆରମ୍ଭ ହୁଏ ବସନ୍ତ ଋତୁ । ଏଥର ବସନ୍ତ ପଞ୍ଚମୀ ଦିନ ରବି ଯୋଗ ଏବଂ ଅମୃତ ସିଦ୍ଧି ଯୋଗର ବିଶେଷ ସଞ୍ଜୋଗ ହେବ । ମା’ଙ୍କୁ ଶ୍ବେତ ଅର୍ଥାତ ଧଳା ରଙ୍ଗର ଫୁଲ ଏବଂ ହଳଦିଆ ବହୁତ ପସନ୍ଦ ହୋଇଥାଏ । ତେଣୁ ତାଙ୍କୁ ଧଳା ପୁଷ୍ପରେ ପୂଜା କରନ୍ତୁ । ଦେବୀ ସରସ୍ବତୀଙ୍କୁ ପୂଜା କରିବା ଦ୍ବାରା ଜ୍ଞାନ ବଢିଥାଏ । ବିଶେଷକରି ଛାତ୍ରଛାତ୍ରୀମାନେ ମାଆଙ୍କୁ ବିଧିବିଧାନର ସହ ପୂଜା କରିଥାଆନ୍ତି । ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ । ସେ ବିଦ୍ୟାଦେବୀ, ବୁଦ୍ଧି ସିଦ୍ଧି ଓ ମୁକ୍ତିବାତ୍ରୀ । ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ ମା' ସରସ୍ବତୀ ।

ମା'ଙ୍କୁ ଆରଧନା କରିଛନ୍ତି ବିଦ୍ୟାର୍ଥୀ । ସୂର୍ୟ୍ୟୋଦୟ ପୂର୍ବରୁ ବିଦ୍ୟାର୍ଥୀମାନେ ଫୁଲ ତୋଲିଥାଆନ୍ତି । ଘରକୁ ଫୁଲକୁ ଆଣି ନୂଆ ବସ୍ତ୍ର ପରିଧାନ କରି ପୁଷ୍ପାଞ୍ଜଳି ଦେଇଥାଆନ୍ତି । ପୁଷ୍ପମାଳା ସୁଶୋଭିତ ଦେବୀଙ୍କ ମୂର୍ତ୍ତି ଘଣ୍ଟ, ଘଣ୍ଟା ଏବଂ ଶଙ୍ଖ ଆଦି ବାଦ୍ୟ ବାଦନ ମଧ୍ୟରେ ପୂଜିତ ହୁଅନ୍ତି । କୁନ୍ଦପୁଷ୍ପ ଦେବୀ ସରସ୍ୱତୀଙ୍କର ଅତି ପ୍ରିୟ । ଭୋଗ ଭାବେ ଖଇ, ଉଖୁଡ଼ା, ନଡ଼ିଆ ଆଦି ବଢ଼ାଯାଇଥାଏ । ପଞ୍ଚାମୃତ ରୂପରେ ଦୁଧ, ଘିଅ, ଦହି, ମହୁ ଓ ଶର୍କରା ଏକତ୍ର କରି ଦେବୀଙ୍କୁ ପ୍ରଦାନ କରାଯାଏ । ବିଦ୍ୟା ସରସ୍ବତୀଙ୍କ ସ୍ବରୁପ ଓ ଶକ୍ତି । ତାଙ୍କ କରୁଣା ବିନା ସାଧକ ଏକ୍ଷେତ୍ରରେ ସଫଳତା ପାଇ ନଥାନ୍ତି । ମା'ଙ୍କ ଆଶୀର୍ବାଦ ଥିଲେ ଜୀବନର ସବୁ ପରୀକ୍ଷାରେ ସଫଳତା ମିଳେ । ଖାଲି ସେତିକି ନୁହେଁ ସରସ୍ବତୀ କଣ୍ଠରେ ବିରାଜିଲେ ଜଣେ ଉତ୍ତମ ଗାୟକ ହୋଇପାରେ ବିଶ୍ବାସ ରହିଛି ।

Powered by Froala Editor

Tags Saraswati puja

Related articles Odisha News Lens 4.1

  • ଏପରି ସଜାନ୍ତୁ ରାକ୍ଷୀ ଥାଳି
    ବିଶେଷ

    ଏପରି ସଜାନ୍ତୁ ରାକ୍ଷୀ ଥାଳି

    14812
    Jul 30, 2025
  • ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ.... ଏମିତି କାହିଁକି କହିଲେ ଶାହା ଜାଣନ୍ତୁ
    ଦେଶ-ଦେଶାନ୍ତର

    ଯାହାର ଯେମିତି ଚଷମା, ସେମିତି ଦୃଷ୍ଟିଭଙ୍ଗୀ.... ଏମିତି କାହିଁକି କହିଲେ ଶାହା ଜାଣନ୍ତୁ

    14816
    Jul 29, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ
    ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    13939
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ
    ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14773
    Jul 30, 2025
  • ଶାହାଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ, ପହଲଗାମରେ ଆକ୍ରମଣ କିପରି ହେଲା
    ଦେଶ-ଦେଶାନ୍ତର

    ଶାହାଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ, ପହଲଗାମରେ ଆକ୍ରମଣ କିପରି ହେଲା

    14415
    Jul 29, 2025
  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ
    ଦେଶ-ଦେଶାନ୍ତର

    ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15102
    Jul 30, 2025
  • ଦେଶର ବିଭାଜନ ପାଇଁ କଂଗ୍ରେସ ଦାୟୀ
    ଦେଶ-ଦେଶାନ୍ତର

    ଦେଶର ବିଭାଜନ ପାଇଁ କଂଗ୍ରେସ ଦାୟୀ

    15415
    Jul 29, 2025
  • ଡ୍ୟୁଟିରେ ଶୋଇ ରହିଲେ ଡାକ୍ତର, ଷ୍ଟ୍ରେଚରରେ ଚାଲିଗଲା ଯୁବକର ଜୀବନ
    ଦେଶ-ଦେଶାନ୍ତର

    ଡ୍ୟୁଟିରେ ଶୋଇ ରହିଲେ ଡାକ୍ତର, ଷ୍ଟ୍ରେଚରରେ ଚାଲିଗଲା ଯୁବକର ଜୀବନ

    15373
    Jul 29, 2025
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି
    ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15096
    Jul 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15096
    Jul 30, 2025
  • ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    13939
    Jul 30, 2025
  • ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14773
    Jul 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16646
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17083
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15565
    Apr 03, 2021

ବିଶେଷ

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14773
    Jul 30, 2025
  • ଏପରି ସଜାନ୍ତୁ ରାକ୍ଷୀ ଥାଳି

    14812
    Jul 30, 2025
  • ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡାଙ୍କ 'ସୈୟାରା ' କରୁଛି କମାଲ

    15775
    Jul 29, 2025
  • ସର୍ଭାଇକାଲ ଯନ୍ତ୍ରଣା କଣ, ଜାଣନ୍ତୁ କାରଣ...

    15746
    Jul 28, 2025
  • ପ୍ରତିଦିନ ସେବନ କରନ୍ତୁ ପିଜୁଳି ପତ୍ର

    14899
    Jul 28, 2025

ବାଣିଜ୍ୟ

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ ...

  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14711
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14804
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14153
    Jul 21, 2025
  • ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

    14450
    Jul 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14773
    Jul 30, 2025
  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    13939
    Jul 30, 2025
  • ଶାହାଙ୍କୁ ପ୍ରିୟଙ୍କାଙ୍କ ପ୍ରଶ୍ନ, ପହଲଗାମରେ ଆକ୍ରମଣ କିପରି ହେଲା

    14415
    Jul 29, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In