Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, February 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ...

  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ...

  • ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ...

  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ...

  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ...

  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ...

  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ...

Home ›› ›› ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ

ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ

2024-02-14 05:53:02
16001
Share:
Facebook
Twitter
E-Mail
WhatsApp
Telegram
 ଆଜି ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ

ଆଜି ପବିତ୍ର ବସନ୍ତ ପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ବତୀ । ମା' ସରସ୍ବତୀଙ୍କୁ ଆରାଧନା କରିବାର ଦିନ । ମା'ଙ୍କ ଆଗାମନ ଅର୍ଥାତ ସରସ୍ବତୀ ପୂଜା ନେଇ ସବୁଠି ଆନନ୍ଦ ଉତ୍ସାହ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ । ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଇଥାଏ ।

ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା' ସରସ୍ବତୀଙ୍କୁ । ମା' ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ବସନ୍ତ ପଞ୍ଚମୀ ଦିନଠାରୁ ଆରମ୍ଭ ହୁଏ ବସନ୍ତ ଋତୁ । ଏଥର ବସନ୍ତ ପଞ୍ଚମୀ ଦିନ ରବି ଯୋଗ ଏବଂ ଅମୃତ ସିଦ୍ଧି ଯୋଗର ବିଶେଷ ସଞ୍ଜୋଗ ହେବ । ମା’ଙ୍କୁ ଶ୍ବେତ ଅର୍ଥାତ ଧଳା ରଙ୍ଗର ଫୁଲ ଏବଂ ହଳଦିଆ ବହୁତ ପସନ୍ଦ ହୋଇଥାଏ । ତେଣୁ ତାଙ୍କୁ ଧଳା ପୁଷ୍ପରେ ପୂଜା କରନ୍ତୁ । ଦେବୀ ସରସ୍ବତୀଙ୍କୁ ପୂଜା କରିବା ଦ୍ବାରା ଜ୍ଞାନ ବଢିଥାଏ । ବିଶେଷକରି ଛାତ୍ରଛାତ୍ରୀମାନେ ମାଆଙ୍କୁ ବିଧିବିଧାନର ସହ ପୂଜା କରିଥାଆନ୍ତି । ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ । ସେ ବିଦ୍ୟାଦେବୀ, ବୁଦ୍ଧି ସିଦ୍ଧି ଓ ମୁକ୍ତିବାତ୍ରୀ । ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ ମା' ସରସ୍ବତୀ ।

ମା'ଙ୍କୁ ଆରଧନା କରିଛନ୍ତି ବିଦ୍ୟାର୍ଥୀ । ସୂର୍ୟ୍ୟୋଦୟ ପୂର୍ବରୁ ବିଦ୍ୟାର୍ଥୀମାନେ ଫୁଲ ତୋଲିଥାଆନ୍ତି । ଘରକୁ ଫୁଲକୁ ଆଣି ନୂଆ ବସ୍ତ୍ର ପରିଧାନ କରି ପୁଷ୍ପାଞ୍ଜଳି ଦେଇଥାଆନ୍ତି । ପୁଷ୍ପମାଳା ସୁଶୋଭିତ ଦେବୀଙ୍କ ମୂର୍ତ୍ତି ଘଣ୍ଟ, ଘଣ୍ଟା ଏବଂ ଶଙ୍ଖ ଆଦି ବାଦ୍ୟ ବାଦନ ମଧ୍ୟରେ ପୂଜିତ ହୁଅନ୍ତି । କୁନ୍ଦପୁଷ୍ପ ଦେବୀ ସରସ୍ୱତୀଙ୍କର ଅତି ପ୍ରିୟ । ଭୋଗ ଭାବେ ଖଇ, ଉଖୁଡ଼ା, ନଡ଼ିଆ ଆଦି ବଢ଼ାଯାଇଥାଏ । ପଞ୍ଚାମୃତ ରୂପରେ ଦୁଧ, ଘିଅ, ଦହି, ମହୁ ଓ ଶର୍କରା ଏକତ୍ର କରି ଦେବୀଙ୍କୁ ପ୍ରଦାନ କରାଯାଏ । ବିଦ୍ୟା ସରସ୍ବତୀଙ୍କ ସ୍ବରୁପ ଓ ଶକ୍ତି । ତାଙ୍କ କରୁଣା ବିନା ସାଧକ ଏକ୍ଷେତ୍ରରେ ସଫଳତା ପାଇ ନଥାନ୍ତି । ମା'ଙ୍କ ଆଶୀର୍ବାଦ ଥିଲେ ଜୀବନର ସବୁ ପରୀକ୍ଷାରେ ସଫଳତା ମିଳେ । ଖାଲି ସେତିକି ନୁହେଁ ସରସ୍ବତୀ କଣ୍ଠରେ ବିରାଜିଲେ ଜଣେ ଉତ୍ତମ ଗାୟକ ହୋଇପାରେ ବିଶ୍ବାସ ରହିଛି ।

Powered by Froala Editor

Tags Saraswati puja

Related articles Odisha News Lens 4.1

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15076
    Feb 23, 2026
  •  ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି
    ଦେଶ-ଦେଶାନ୍ତର

    ସଂସଦୀୟ ମୈତ୍ରୀ ଗୋଷ୍ଠୀ ଗଠନ କଲେ ବାଚସ୍ପତି

    13549
    Feb 24, 2026
  • ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ତେଜସ୍ ଯୁଦ୍ଧବିମାନ ଲ୍ୟାଣ୍ଡିଂ ବେଳେ ଦୁର୍ଘଟଣାଗ୍ରସ୍ତ

    14786
    Feb 23, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14454
    Feb 24, 2026
  • ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍
    ଦେଶ-ଦେଶାନ୍ତର

    ଘରେ ଘରେ ଡେଲିଭରି କରୁଛି ଏଆଇ ରୋବୋଟ୍

    15407
    Feb 24, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ
    ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14654
    Feb 25, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ
    ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15265
    Feb 23, 2026
  • ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍
    ଦେଶ-ଦେଶାନ୍ତର

    ସଂଘର୍ଷ: ମେକ୍ସିକୋରେ ପୋଡ଼ିଦେଲେ ବସ୍

    15219
    Feb 23, 2026
  • ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନରେ ରାଜଗୋପାଳଚାରୀଙ୍କ ମୂର୍ତ୍ତି ସ୍ଥାପନ

    15150
    Feb 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14654
    Feb 25, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14454
    Feb 24, 2026
  • ବାଣିଜ୍ୟ

    ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15265
    Feb 23, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17351
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17420
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17763
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16238
    Apr 03, 2021

ବିଶେଷ

  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    14654
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15524
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16108
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14507
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15276
    Feb 18, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15114
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14966
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14478
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16088
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦିଲ୍ଲୀର ଏହି ଦୁଇଟି ସେନା ସ୍କୁଲକୁ ବୋମା ଧମକ

    15076
    Feb 23, 2026
  • ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ଜାରି, ୭୪ ଲକ୍ଷରୁ ଅଧିକ ଭୋଟର ପଡିଛନ୍ତି ବାଦ

    13581
    Feb 24, 2026
  • ଦିଲ୍ଲୀ ଯାଉଥିବା ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୭ ମୃତ

    14454
    Feb 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In