Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

  • ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ...

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

Home ›› ››ଚାଷୀ ଆନ୍ଦୋଳନ: ତୃତୀୟ ଦିନରେ ରେଳରୋକ କଲେ ଆନ୍ଦୋଳନକାରୀ

ଚାଷୀ ଆନ୍ଦୋଳନ: ତୃତୀୟ ଦିନରେ ରେଳରୋକ କଲେ ଆନ୍ଦୋଳନକାରୀ

2024-02-15 10:26:41
14671
Share:
Facebook
Twitter
E-Mail
WhatsApp
Telegram
ଚାଷୀ ଆନ୍ଦୋଳନ: ତୃତୀୟ ଦିନରେ ରେଳରୋକ କଲେ ଆନ୍ଦୋଳନକାରୀ

ନୂଆଦିଲ୍ଲୀ: ତୃତୀୟ ଦିନରେ ପହଞ୍ଚିଛି ବିଶାଳ ଚାଷୀ ଆନ୍ଦୋଳନ । 'ଦିଲ୍ଲୀ ଚଲୋ' ଅଭିଯାନରେ ବାହାରି ରାଜରାସ୍ତାରେ ଗର୍ଜୁଛନ୍ତି ଚାଷୀ । ତୃତୀୟ ଦିନରେ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ । ଫଳରେ ଯାତ୍ରୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ଦେଖାଦେଇଛି । ପଞ୍ଜାବ ହରିୟାଣା ସମେତ ବିଭିନ୍ନ ରାଜ୍ୟର ହଜାର ହଜାର ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ କରିନଥିବା ଅଭିଯୋଗରେ ଜାରି ରହିଛି 'ଦିଲ୍ଲୀ ଚଲୋ' ଅଭିଯାନ । ଅନ୍ୟପକ୍ଷରେ ଆଜି ଚାଷୀ ନେତାମାନେ କେନ୍ଦ୍ର ସହ ତୃତୀୟ ପର୍ୟ୍ୟାୟ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି । ତେବେ କେନ୍ଦ୍ର ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀମାନେ ଆଜି ରେଳରୋକ କରିଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ, ଦିଲ୍ଲୀରୁ ବହୁ ସଂଖ୍ୟାରେ ଟ୍ରେନ୍ ପଞ୍ଜାବ ଓ ଜମ୍ମୁ-କାଶ୍ମୀରକୁ ଯାତ୍ରା କରିଥାଏ । ତେଣୁ ଆନ୍ଦୋଳନର ତୃତୀୟ ଦିନରେ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି । ଫଳରେ ଲକ୍ଷ ଲକ୍ଷ ଯାତ୍ରୀ ସମସ୍ୟାର ସମ୍ମୁଖୀନ ହେବା ନେଇ ଆଶଙ୍କା ଦେଖାଦେଇଛି । ଯାହାକୁ ନେଇ ଯାତ୍ରୀଙ୍କୁ ସତର୍କ କରାଇଛନ୍ତି ରେଳବାଇ ଅଧିକାରୀ ।

ରେଳବାଇ କର୍ତ୍ତୃପକ୍ଷଙ୍କ ନିକଟରୁ ମିଳିଥିବା ସୂଚନା ମୁତାବକ, ଆନ୍ଦୋଳନର ତୃତୀୟ ଦିନରେ ରେଳରୋକ କରୁଛନ୍ତି କୃଷକ ସଂଗଠନ । ହେଲେ ସେମାନେ କେଉଁ କେଉଁ ସ୍ଥାନରେ ରେଳ ରୋକ କରିବେ ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଯଦି ଆନ୍ଦୋଳନ କରାଯିବାକୁ ଥିବା ସ୍ଥାନ ବିଷୟରେ ସ୍ପଷ୍ଟ ସୂଚନା ମିଳିପାରିଥାନ୍ତା ତେବେ ହୁଏତ ଟ୍ରେନର ଗତିପଥରେ ପରିବର୍ତ୍ତନ କରାଯାଇଥାନ୍ତା । ହେଲେ ସେପରି ହୋଇପାରୁ ନଥିବାରୁ ଯାତ୍ରୀମାନେ ଅସୁବିଧାରେ ପଡିପାରନ୍ତି ।

ଏହାସହ ରେଳ ବିଭାଗ ଅଧିକାରୀଙ୍କ କହିବା କଥା, ଆନ୍ଦୋଳନ ଉପରେ ନଜର ରହିଛି । ଆରପିଏଫ ମଧ୍ୟ ସ୍ଥିତି ଉପରେ ନଜର ରଖିବା ସହ ସତର୍କ ରହିଛି । ଯଦି କୌଣସି ଯାତ୍ରୀଙ୍କୁ ଦିଲ୍ଲୀରୁ ପଞ୍ଜାବ କିମ୍ବା ଜମ୍ମୁ-କାଶ୍ମୀର ଯାତ୍ରା କରିବାର ଅଛି ତେବେ ସେମାନେ ସତର୍କତା ଅବଲମ୍ବନ କରିବା ଆବଶ୍ୟକ ବୋଲି ଚେତାଇ ଦେଇଛନ୍ତି ରେଳବାଇ ଅଧିକାରୀ । ସେପଟେ ଚାଷୀ ଆନ୍ଦୋଳନର ପ୍ରଭାବ ପରୀକ୍ଷାର୍ଥୀଙ୍କ ଉପରେ ପଡିବାର ଆଶଙ୍କା ରହିଛି । ଆଜି ସିବିଏସଇ ବୋର୍ଡର ଦଶମ ଏବଂ ଦ୍ବାଦଶ ପରୀକ୍ଷା ଥିବାରୁ ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଯଥା ସମୟରେ ପରୀକ୍ଷା ହଲରେ ପହଞ୍ଚିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶନାମା ଦିଆଯାଇଛି ।

Powered by Froala Editor

Tags Farmer strike

Related articles Odisha News Lens 4.1

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13288
    Mar 12, 2026
  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15474
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14105
    Mar 12, 2026
  • ପେଇଂ ଗେଷ୍ଟଙ୍କୁ  ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ପେଇଂ ଗେଷ୍ଟଙ୍କୁ ଦିନରେ କେବଳ ୨ ଥର ଖାଦ୍ୟ ଦେବାପାଇଁ ନିଷ୍ପତ୍ତି

    15198
    Mar 12, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13790
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13973
    Mar 11, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14598
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13862
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14489
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14105
    Mar 12, 2026
  • ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13973
    Mar 11, 2026
  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14489
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13288
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13973
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15027
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14781
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15226
    Mar 05, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15134
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15474
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13862
    Mar 12, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13288
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In