Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ରାଜ୍ୟ
Home ›› ରାଜ୍ୟ ››ପ୍ରଫୁଲ୍ଲଙ୍କ ପୁଅଙ୍କ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି

ପ୍ରଫୁଲ୍ଲଙ୍କ ପୁଅଙ୍କ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି

2024-02-16 07:26:50
15227
Share:
Facebook
Twitter
E-Mail
WhatsApp
Telegram
ପ୍ରଫୁଲ୍ଲଙ୍କ ପୁଅଙ୍କ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି

ଭୁବନେଶ୍ୱର : ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ମହାଦୁର୍ନୀତି ମାମଲା । ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଘରୁ ଟଙ୍କା ସହ କାର ଜବତ । ପଳାଶପଲ୍ଲୀ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଜବତ କଲା ଇଡି । କାଲି ୨୦ କୋଟିର ଜମି ଦୁର୍ନୀତି ମାମଲାରେ ରେଡ୍ କରିଥିଲା ଇଡି । ଭଦ୍ରକ ଓ ଭୁବନେଶ୍ୱର ସହ ୧୦ଟି ସ୍ଥାନରେ ରେଡ୍ କରିଥିଲା ଇଡି । କଲେଜ ସହ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ରେଡ୍ ହୋଇଥିଲା । ବରପଦା ଇଞ୍ଜିନିୟରିଂ କଲେଜରେ ପ୍ରାୟ ୨୦କୋଟି ଟଙ୍କାର ଅର୍ଥ ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। ବରପଦା ଇଞ୍ଜିନିୟରିଂ କଲେଜ ନାମରେ ପ୍ରଫୁଲ୍ଲ ସାମଲଙ୍କ ପୁଅ ଜମି ଆଣି ପରବର୍ତ୍ତୀ ସମୟରେ ତ୍ରିଷ୍ଣା ସ୍କାଏ ସ୍କ୍ରାପର ଲିମିଟେଡ ନାମକ ବିଲଡରଙ୍କୁ ସେଲଡିଡ୍ ମାଧ୍ୟମରେ ବିକ୍ରି କରିଦେଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଲିଙ୍କରେ ଗତକାଲି ବିଜେଡି ବିଧାୟକଙ୍କ ଘରେ ତଥା  ତାଙ୍କ ପୁଅଙ୍କ ଘରେ ଚଢ଼ାଉ କରିଛି ଇଡି ।

 ଗୁରବାର ଭଦ୍ରକର ୪ଟି ସ୍ଥାନ ସମେତ ଭୁବନେଶ୍ବରରେ ଚଢାଉ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଦୀର୍ଘ ୧୫ ଘଣ୍ଟା ପରେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଭଦ୍ରକ ନୂଆ ବଜାରସ୍ଥିତ ବାସ ଭବନରୁ ବାହାରିଥିଲେ ଇଡି ଅଧିକାରୀ । ବରପଦା ଇଞ୍ଜିନିୟରିଂ କଲେଜ ବିଷୟରେ ସେମାନେ ପଚରାଉଚରା କରିଥିଲେ ବୋଲି କହିଛନ୍ତି ପ୍ରଫୁଲ ସାମଲ ।
ପ୍ରଫୁଲ୍ଲ ସାମଲ କହିଛନ୍ତି, "ମୋ ସହିତ ରାଜନୈତିକ ଶତ୍ରୁତା ରଖିବା ସହ ଆଗାମୀ ନିର୍ବାଚନରେ ହରାଇବା ପାଇଁ ମୋ ବିରୋଧରେ ଷଡଯନ୍ତ୍ର କରି ଘରେ ଇଡି ଚଢ଼ାଉ କରାଯାଇଛି । ଇଡିରେ ଥିବା ରାଜ୍ୟ ଅଧିକାରୀ ତପନ ବାବୁ ଆସିଥିଲେ ଏବଂ ତାଙ୍କର ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ମୋତେ ବରପଦା ଇଞ୍ଜିନିୟରିଂ କଲେଜ ବିଷୟରେ କିଛି ପ୍ରଶ୍ନ ପଚାରିଲେ । ଯାହାର ଉତ୍ତର ମଧ୍ୟ ମୁଁ ଦେଇଥିଲି । ଇଡି ଅଧିକାରୀମାନେ କୌଣସି ପ୍ରକାର ଅସୁବିଧା ମୋ ସହିତ କରିନଥିଲେ । "ଅନ୍ୟପକ୍ଷରେ କୌଣସି ଷଡଯନ୍ତ୍ର ତାଙ୍କୁ ପ୍ରତିହତ କରିପାରିବ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଧାୟକ ପ୍ରଫୁଲ୍ଲ ସାମଲ। ତେବେ କିଛି ଗଣମାଧ୍ୟମରେ ସେ ଅସୁସ୍ଥ ଥିବା କଥା ପ୍ରଚାରିତ ହେବା ସମ୍ପୂର୍ଣ୍ଣ ଭାବେ ମନଗଢ଼ା କଥା ବୋଲି ମଧ୍ୟ ସେ କହିଛନ୍ତି। ଏହିପରି ଖବର ପ୍ରକାଶ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହି ଏହାର ତୀବ୍ର ନିନ୍ଦା କରିଛନ୍ତି ବିଧାୟକ ପ୍ରଫୁଲ୍ଲ ସାମଲ।

Powered by Froala Editor

Tags Ed raid

Related articles Odisha News Lens 4.1

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13745
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15381
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13765
    Oct 23, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15206
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14493
    Oct 23, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14153
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14223
    Oct 24, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14169
    Oct 24, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14780
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14153
    Oct 24, 2026
  • ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ନେତାନ୍ୟାହୁ

    13765
    Oct 23, 2026
  • ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14493
    Oct 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17211
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15207
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15548
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15048
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15512
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14847
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14493
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15115
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14415
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14611
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14153
    Oct 24, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14223
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15381
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In