Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ...

  • ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ...

  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଶ୍ଚର୍ଯ୍ୟ : ଜୀଅନ୍ତା ବେଙ୍ଗ ପିଠିରେ ଫୁଟୁଛି ଛତୁ

ଆଶ୍ଚର୍ଯ୍ୟ : ଜୀଅନ୍ତା ବେଙ୍ଗ ପିଠିରେ ଫୁଟୁଛି ଛତୁ

2024-02-17 19:00:43
14343
Share:
Facebook
Twitter
E-Mail
WhatsApp
Telegram
ଆଶ୍ଚର୍ଯ୍ୟ : ଜୀଅନ୍ତା ବେଙ୍ଗ ପିଠିରେ ଫୁଟୁଛି ଛତୁ

ପ୍ରତିଦିନ କିଛି ନା କିଛି ବୈଜ୍ଞାନିକଙ୍କ ଦ୍ୱାରା ନୂଆ ଉଦ୍ଭାବନ କରାଯାଉଛି । ହେଲେ ଜୀବନ୍ତ ବେଙ୍ଗ ପିଠିରେ ଛତୁ ଫୁଟିବା ବଡ ଆଶ୍ଚର୍ଯ୍ୟକର ।  କାରଣ ମୃତ ଜୀବଜନ୍ତୁ କିମ୍ବା ପ୍ରାଣୀଙ୍କ ମୃତ ଶରୀର ଦୀର୍ଘଦିନ ପଡି ରହିଲେ ସେଥିରେ ଫଙ୍ଗସ୍‌ ଲାଗିଯାଏ। କିନ୍ତୁ କେବେ ଜୀବନ୍ତ ବେଙ୍ଗ ପିଠିରେ ଫଙ୍ଗସ ବଢିବା ଆଶ୍ଚର୍ଯ୍ୟ । ଦେଶର ପଶ୍ଚିମ ଇଲାକାରେ ଏପରି ଏକ ମାମଲା ସାମ୍ନାକୁ ଆସିଛି। 

କର୍ନାଟକ ଓ କେରଳର ପଶ୍ଚିମ ପର୍ବତ ଘାଟିରେ ବୈଜ୍ଞାନିକଙ୍କୁ ଏକ ପ୍ରଜାତିର ବେଙ୍ଗ ମିଳିଛି ଯେଉଁଥିରେ ଆପେ ଆପେ ଫଙ୍ଗସ ବଢୁଥିବାର ନଜର ଆସିଛି। Reptiles and Amphibians ନାମକ ଜର୍ନାଲନୁସାରେ କୌଣସି ଜୀବନ୍ତ Amphibians ଅର୍ଥାତ୍‌ ଉଭୟଚର ପ୍ରାଣୀ ଉପରେ ଫଙ୍ଗସ୍‌ ବା ଛତୁ କଅଁଳୁଥିବା ଏହା ପ୍ରଥମ ଘଟଣା ଅଟେ। ଏହି Rao’s Intermediate Golden Backed ପ୍ରଜାତିର ବେଙ୍ଗ ଅଟେ। ଓ୍ବାଲର୍‌ଡ ଓ୍ବାଇଲ୍ଡଲାଇଫ୍‌ ଫଣ୍ଡର ବୈଜ୍ଞାନିକମାନେ ପ୍ରଥମେ ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ପାଇଛନ୍ତି। ବେଙ୍ଗ ଉପରେ ନଜର ଆସିଥିବା ଛତୁ ବୋନେଟ ପ୍ରଜାତିର ଅଟେ। ଅନୁସନ୍ଧାନରୁ ଜଣାପଡିଛି କି, ବେଙ୍ଗ କୌଣସି ରୋଗରେ ପୀଡିତ ଥିବାରୁ ଏହା ଉପରେ ଛତୁ ବଢୁଛି ବୋଲି ବୈଜ୍ଞାନିକମାନେ ଅନୁମାନ କରଛନ୍ତି।

ଏପରି ଘଟଣା ଦେଖିବା ପରେ ବୈଜ୍ଞାନିକମାନେ ଏହି ପ୍ରଜାତିର ୪୦ଟି ବେଙ୍ଗକୁ ନେଇ ଗବେଷଣା ଆରମ୍ଭ କରିଥିଲେ। ଇକୋଲଜିକାଲ ପରିବର୍ତ୍ତନ ପାଇଁ ଏପରି ଘଟଣା ଦେଖିବାକୁ ମିଳୁଛି। 

Powered by Froala Editor

Tags frog

Related articles Odisha News Lens 4.1

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13574
    Apr 30, 2026
  • ବାଂଲାଦେଶରେ ମିଳିମିଳା ମହାମାରୀ  !୨୫୦ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14636
    Apr 29, 2026
  • ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା
    ଦେଶ-ଦେଶାନ୍ତର

    ଖଡଗପୁରରେ ପୁଣି ଛାତ୍ର ମୃତ୍ୟୁ, ୧୦ ଦିନରେ ଦ୍ୱିତୀୟ ଘଟଣା

    15198
    Apr 29, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15559
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15491
    Apr 30, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15364
    Apr 30, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ
    ବିଶେଷ

    ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13776
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026
  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ
    ଦେଶ-ଦେଶାନ୍ତର

    କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ନିଶ୍ୱାସ ନେଇପାରିଲେନି ଲୋକେ

    14377
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଂଲାଦେଶରେ ମିଳିମିଳା ମହାମାରୀ !୨୫୦ ଜଣଙ୍କ ମୃତ୍ୟୁ

    14636
    Apr 29, 2026
  • ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026
  • ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15364
    Apr 30, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17447
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17499
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16327
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13776
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16010
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15956
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14572
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15366
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲା: ରାଜନାଥ

    15394
    Apr 30, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13572
    May 01, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13574
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In