Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ...

  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ...

Home ›› ››ବେଶ୍ ଜମୁଛି ଖଣ୍ଡଗିରିରେ କୁମ୍ଭମେଳା , ଆଜିଠୁ ଯାତ୍ରା ମହାସମର

ବେଶ୍ ଜମୁଛି ଖଣ୍ଡଗିରିରେ କୁମ୍ଭମେଳା , ଆଜିଠୁ ଯାତ୍ରା ମହାସମର

2024-02-18 09:12:11
14206
Share:
Facebook
Twitter
E-Mail
WhatsApp
Telegram
ବେଶ୍ ଜମୁଛି ଖଣ୍ଡଗିରିରେ କୁମ୍ଭମେଳା , ଆଜିଠୁ ଯାତ୍ରା ମହାସମର

ଭୁବନେଶ୍ୱର: ଖଣ୍ଡଗିରିରେ ଚାଲିଛି ବିଶ୍ୱପ୍ରସିଦ୍ଧ ଖଣ୍ଡଗିରି ମାଘ ମେଳା । ସାଧୁସନ୍ଥଙ୍କ ମନ୍ତ୍ରଧ୍ବନିରେ କମ୍ପୁଛି ଖଣ୍ଡଗିରି-ଉଦୟଗିରି ପାଦଦେଶ । ଭଜନ କୀର୍ତ୍ତନ ଓ ହରିନାମରେ ତପୋଭୂମି ଫାଟି ପଡ଼ୁଛି । ଶୁକ୍ରବାରଠାରୁ ପବିତ୍ର ମାଘ ସପ୍ତମୀ ଆରମ୍ଭ ହୋଇଥିବା ବେଳେ ଖଣ୍ଡଗିରିରେ କୁମ୍ଭମେଳା ବେଶ୍ ଜମୁଛି । ଶନିବାରରେ ଏଠାରେ ପ୍ରବଳ ଜନସମାଗମ ସହ ଏକ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା । ଶତାଧିକ ସାଧୁସନ୍ଥ ଚନ୍ଦ୍ରଭାଗାରେ ବୁଡ଼ ପକାଇ ଖଣ୍ଡଗିରିରେ ଡେରା ପକାଇଥିଲେ ।

ରବିବାର ଖଣ୍ଡଗିରିରେ ଯାତ୍ରା ମହାସମର ଦେଖିବାକୁ ମିଳିବ । ୧୮ରୁ ଆରମ୍ଭ ହୋଇ ୨୯ ତାରିଖ ଯାଏ ଅର୍ଥାତ୍ ୧୨ ଦିନ ଯାଏ ଦୁଲୁକିବ ଖଣ୍ଡଗିରି ଅପେରା ମଞ୍ଚ । ଚିକମିକ ଆଲୁଅ ସାଙ୍ଗକୁ ଦମଦାର ଡ଼ାଇଲଗରେ କମ୍ପିବ ଯାତ୍ରା ପେଣ୍ଡାଲ । ଯାହାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଯାତ୍ରା ପରିବେଷଣ ପାଇଁ ଚଳିତ ବର୍ଷ ୬ଟି ଯାତ୍ରା କମିଟିକୁ ଅନୁମତି ମିଳିଥିବା ବେଳେ ଆଜିଠାରୁ ୫ଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ । କୋଣାର୍କ ଗଣନାଟ୍ୟ, ବିଶ୍ଵଦରବାର, ତୁଳସୀ, ସାଇ ସମ୍ରାଟ, କୋଣାର୍କ, ସୂର୍ୟ୍ୟ ମନ୍ଦିର, କଳିଙ୍ଗ, ଶିବାନୀ, ରଙ୍ଗ ମହଲ, ସୂର୍ଣ୍ଣ ମହଲ, ସ୍ବପ୍ନ ମହଲ ଅପେରା ଦଳ ଯାତ୍ରା ମଇଦାନକୁ ଓହ୍ଲାଇବେ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୬ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା ହୋଇଛି । ସିସିଟିଭି କଭରେଜରେ ସମସ୍ତ ଅଞ୍ଚଳ ରହିଛି । ଟ୍ରାଫିକଠାରୁ ମେଳା ପର୍ୟ୍ୟନ୍ତ ସମସ୍ତ ଅଞ୍ଚଳର କାର୍ୟ୍ୟକଳାପ କ୍ୟାମେରାରେ ରେକର୍ଡ ହେଉଛି ।
ଅନ୍ୟପଟେ ପ୍ରତ୍ୟେକ ପେଣ୍ଡାଲରେ ଦୁଇ ହଜାରରୁ ତିନି ହଜାର ଦର୍ଶକ ବସିବା ବ୍ୟବସ୍ଥା କରାଯାଇଛି । ସାଧାରଣ ବର୍ଗର ଟିକେଟ ମୂଲ୍ୟ ୧୫୦ ଟଙ୍କା ରଖାଯାଇଥିବା ବେଳେ ସ୍ୱତନ୍ତ୍ର ବର୍ଗର ଟିକେଟ ମୂଲ୍ୟ ୨୫୦ ଟଙ୍କା ରଖାଯାଇଛି । ଚଳିତ ବର୍ଷ ମୁଖ୍ୟ ଆକର୍ଷଣ ରହିବ ରାଣୀ ପଣ୍ଡାଙ୍କ ଜୀବନର ବାସ୍ତବ ଘଟଣାକୁ ନେଇ ପ୍ରସ୍ତୁତ 'ରାଣୀ ପଣ୍ଡାକୁ ଖଣ୍ଡଗିରି ମନା' ନାଟକ ।

Powered by Froala Editor

Tags Khandagiri yatra

Related articles Odisha News Lens 4.1

  • ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ
    ଦେଶ-ଦେଶାନ୍ତର

    ୪୩୦୦ କୋଟି ଟଙ୍କାରେ ବିକ୍ରି ହେଲା ପାକିସ୍ତାନ ଏୟାରଲାଇନ୍ସ

    15534
    Dec 24, 2025
  • ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ୯୪ତମ ଜନ୍ମବାର୍ଷିକୀ, ‘ସଦୈବ ଅଟଳ’କୁ ଯାଇ ପୁଷ୍ପମାଲ୍ୟ ଅର୍ପଣ କଲେ ମୋଦୀ

    15315
    Dec 25, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14425
    Dec 26, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13476
    Dec 26, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15200
    Dec 26, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ
    ଦେଶ-ଦେଶାନ୍ତର

    ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14909
    Dec 25, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13766
    Dec 26, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14455
    Dec 26, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14976
    Dec 25, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14976
    Dec 25, 2025
  • ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13948
    Dec 27, 2025
  • ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15200
    Dec 26, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13948
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14455
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14877
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14458
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14793
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    13948
    Dec 27, 2025
  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    14976
    Dec 25, 2025
  • ବାଂଲାଦେଶରେ ବୋମା ବିସ୍ଫୋରଣ, ଜଣେ ମୃତ

    14909
    Dec 25, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In