Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

ରାଜ୍ୟ
Home ›› ରାଜ୍ୟ ››୫-ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

୫-ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

2024-02-19 02:37:25
13954
Share:
Facebook
Twitter
E-Mail
WhatsApp
Telegram
୫-ଟି ଅଧ୍ୟକ୍ଷଙ୍କ ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ପରିଦର୍ଶନ

ଭୁବନେଶ୍ୱର, ୧୮.୦୨.୨୦୨୪ - ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି । 


    ସୂଚନାଯୋଗ୍ୟ ଯେ ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା ଉତ୍ପାଦନକ୍ଷମତା  ଥିବା ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଟିକା ଉତ୍ପାଦନ ପ୍ଲାଣ୍ଟ ଦେଶର ସର୍ବବୃହତ୍‌ ଟିକା ଉତ୍ପାଦନ ପ୍ଲାଣ୍ଟ ଭାବେ ପରିଗଣିତ ହେବ । 

    ଶ୍ରୀ ପାଣ୍ଡିଆନ୍‌ ପ୍ଲାଣ୍ଟର ସମସ୍ତ ୟୁନିଟ୍‌ ପରିଦର୍ଶନ କରିବା ସହିତ ମ୍ୟାନେଜ୍‌ମେଣ୍ଟ ଏବଂ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିଲେ ।


 ଏହି ପ୍ଲାଣ୍ଟକୁ ଆଗାମୀ ୩ ମାସ ମଧ୍ୟରେ କାର୍ଯ୍ୟକ୍ଷମ  କରିବା ପାଇଁ ସଂପୃକ୍ତ ସରକାରୀ  ବିଭାଗ ଗୁଡ଼ିକ ସମସ୍ତ ପ୍ରକାର ସହଯୋଗ ଯୋଗାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । 


    ସୂଚନାଯୋଗ୍ୟ ଯେ ଭାରତ ବାୟୋଟେକ୍‌ ପାର୍କର ଡ. କ୍ରୀଷ୍ଣା ଏଲାଙ୍କ ତତ୍ତ୍ୱାବଧାନରେ ଏହି ପ୍ଲାଣ୍ଟ ୧୫୦୦ କୋଟି ଟଙ୍କା ପୁଂଜିନିବେଶରେ ସ୍ଥାପନ କରାଯାଉଛି । 


    ଏହି ଅତ୍ୟାଧୁନିକ ପ୍ଲାଣ୍ଟ ଜରିଆରେ ପ୍ରାୟ ୧୫୦୦ ପ୍ରତ୍ୟକ୍ଷ ନିଯୁକ୍ତି ସୃଷ୍ଟି ହେବ ଏବଂ ଏଥିରେ ଓଡ଼ିଶା ଲୋକଙ୍କୁ ସର୍ବାଧିକ ନିଯୁକ୍ତି  ମିଳିବ । ଏହି ପ୍ଲାଣ୍ଟ କଲେରା, ମାଲେରିଆ ପରି ରୋଗ ପାଇଁ ୧୫ରୁ ଅଧିକ ପ୍ରକାର ଟିକା ପ୍ରସ୍ତୁତ କରିବା ପାଇଁ ଲକ୍ଷ୍ୟ ରଖିଛି । 


    ଭୁବନେଶ୍ୱରରୁ ପ୍ରସ୍ତୁତ ଏହି ଟିକାଗୁଡ଼ିକ ବିଶ୍ୱର ବିଭିନ୍ନ ସ୍ଥାନକୁ ରପ୍ତାନି କରାଯିବ ଏବଂ ଏହା ଦ୍ୱାରା ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ଓଡ଼ିଶାର ସୁନାମ ବୃଦ୍ଧି ହେବ । ଏହି ପ୍ରକଳ୍ପଟି ମୁଖ୍ୟମନ୍ତ୍ରୀ ଶ୍ରୀ  ନବୀନ  ପଟ୍ଟନାୟକ ଙ୍କ ପ୍ରତି ଜୀବନ ମୂଲ୍ୟବାନ ନୀତି ଆଧାରରେ ସ୍ଥାପନ ହେଉଛି । ଏଠାରୁ ପ୍ରସ୍ତୁତ ଟିକା ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ସୁରକ୍ଷା ଯୋଗାଇଦେବ । 

    ଶ୍ରୀ ପାଣ୍ଡିଆନ୍‌ ସରକାରୀ ସ୍ତରରେ ସମସ୍ତ ସହଯୋଗ ଯୋଗାଇଦେବାର ପ୍ରତିଶୃତି ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ ବାୟୋଟେକ୍‌ନୋଲୋଜି ନୀତି କ୍ୟାବିନେଟ୍‌ରେ ଅନୁମୋଦନ କରିଛନ୍ତି ବୋଲି  ସୂଚନା  ଦେଇଥିଲେ  । ଏଭଳି ଏକ ବୃହତ୍‌ ଟିକା ପ୍ରସ୍ତୁତକାରୀ ପ୍ଲାଣ୍ଟ ସ୍ଥାପନ ହେବା ଦ୍ୱାରା ଅନ୍ୟାନ୍ୟ ବାୟୋଟେକ୍‌ନୋଲୋଜି ସଂପର୍କିତ ଉତ୍ପାଦ ପ୍ରସ୍ତୁତକାରୀ କମ୍ପାନି ଓଡ଼ିଶାର ବାୟୋଟେକ୍‌ ପାର୍କ ପ୍ରତି ଆକୃଷ୍ଟ ହେବେ ଏବଂ ଏହା ଦ୍ୱାରା ଓଡ଼ିଶାରେ ପୁଂଜିନିବେଶର ସମ୍ଭାବନା ବୃଦ୍ଧି ସହ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଶ୍ରୀ ପାଣ୍ଡିଆନ୍‌ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ।

5T ଅଧ୍ୟକ୍ଷଙ୍କ  ଏହି  ଗସ୍ତ  ସମୟରେ  ଶିଳ୍ପ  ବିଭାଗର  ପ୍ରମୁଖ  ସଚିବ  ଶ୍ରୀ  ହେମନ୍ତ  ଶର୍ମା  ET&IT ବିଭାଗର  ପ୍ରମୁଖ  ସଚିବ  ଶ୍ରୀ  ମନୋଜ  ମିଶ୍ର  IDCO ର  MD ଶ୍ରୀ  ଭୂପିନ୍ଦର  ସିଂ ପୁନିଆ   ପ୍ରମୂଖ  ଉପସ୍ଥିତ  ଥିଲେ

Powered by Froala Editor

Tags V K Pandian, Odisha , 5T , Nabin Odisha

Related articles Odisha News Lens 4.1

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15065
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14698
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15398
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14671
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15079
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14308
    Mar 03, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14146
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13908
    Mar 02, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14419
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15065
    Mar 04, 2026
  • ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14308
    Mar 03, 2026
  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14698
    Mar 03, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14698
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13908
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15017
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14637
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14438
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14146
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14419
    Mar 02, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15065
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In