Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

  • ଆସାମ ମୁଖ୍ୟମନ୍ତ୍ରୀଙ୍କ ...

  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ ...

  • ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ...

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ...

  • ପଲାଶ-ସ୍ମୃତି ପୁଣି ଏକାଠି !

  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

  • ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ...

  • ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ...

Home ›› ››ଜମ୍ମୁ ଗସ୍ତରେ ମୋଦି

ଜମ୍ମୁ ଗସ୍ତରେ ମୋଦି

2024-02-20 09:18:45
14530
Share:
Facebook
Twitter
E-Mail
WhatsApp
Telegram
ଜମ୍ମୁ ଗସ୍ତରେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜମ୍ମୁ ଗସ୍ତ କରିବେ । ସେଠାରେ  ମୌଲାନା ଆଜାଦ ଷ୍ଟାଡିମୟରେ ଆୟୋଜିତ ଏକ ଜନସମ୍ବୋଧନ କାର୍ୟ୍ୟକ୍ରମରେ ଯୋଗ ଦେବା ସହ ୩୨ହଜାର କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବାର କାର୍ୟ୍ୟକ୍ରମ ରହିଛି ।

ଏହି ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ଶିକ୍ଷା, ରେଳ, ସଡ଼କ, ବିମାନ, ପେଟ୍ରୋଲିୟମ ଭଳି ଲୋକମାନଙ୍କ ବିକାଶ ସହ ସମ୍ବନ୍ଧିତ ପ୍ରକଳ୍ପ ଅଟେ । ଏହି କାର୍ୟ୍ୟକ୍ରମ ସମୟରେ ମୋଦି ଜମ୍ମୁ- କାଶ୍ମୀରେ ପାଖାପଖି ୧୫୦୦ ନବନିଯୁକ୍ତ ସରକାରୀ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବେ । ଏଥିସହ 'ବିକଶିତ ଭାରତ ବିକଶିତ ଜମ୍ମୁ' କାର୍ୟ୍ୟକ୍ରମ ଦ୍ୱାରା ଉପକୃତ ହୋଇଥିବା ବିଭିନ୍ନ ହିତାଧିକାରୀମାନଙ୍କ ସହ ମଧ୍ୟ ଆଲୋଚନା କରିବେ । ଏହି ସମୟରେ ଭର୍ଚୁଆଲ ମାଧ୍ୟମରେ ଦେଶରେ ୩ଟି ନୂତନ IIMର ଉଦଘାଟନ କରିବେ । ସେଗୁଡିକ ହେଲା ଆଇଆଇଏମ ଜମ୍ମୁ, ଆଇଆଇଏମ ବୋଧଗୟା ଓ ଆଇଆଇଏମ ବିଶାଖାପାଟଣା । ଆଉ ମଧ୍ୟ ଦେଶରେ ୨୦ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଓ ୧୩ଟି ନୂତନ ନବୋଦୟ ବିଦ୍ୟାଳୟର ମଧ୍ୟ ଉଦଘାଟନ କରିବାର କାର୍ୟ୍ୟକ୍ରମ ରହିଛି ।

Powered by Froala Editor

Tags Modi

Related articles Odisha News Lens 4.1

  • ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଭାରତୀୟମାନଙ୍କୁ ଯଥାଶୀଘ୍ର ଇରାନ ଛାଡିବାକୁ ନିର୍ଦ୍ଦେଶ

    15479
    Apr 08, 2026
  • ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ...

    15025
    Apr 09, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15296
    Apr 09, 2026
  • ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ
    ମନୋରଞ୍ଜନ

    ଭିନ୍ନ ଲୁକ୍‌ର ଆସୁଛନ୍ତି ଅଲ୍‌ଲୁ ଅର୍ଜୁନ

    15683
    Apr 09, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....
    ବିଶେଷ

    କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15095
    Apr 09, 2026
  • ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି
    ଦେଶ-ଦେଶାନ୍ତର

    ଭୋଟ୍ ଦେବା ସମୟରେ ବିଜେପି ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

    14337
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ
    ବିଶେଷ

    ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13955
    Apr 08, 2026
  • ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ

    14118
    Apr 09, 2026
  • ପଲାଶ-ସ୍ମୃତି ପୁଣି ଏକାଠି !
    ମନୋରଞ୍ଜନ

    ପଲାଶ-ସ୍ମୃତି ପୁଣି ଏକାଠି !

    15003
    Apr 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସିନେମା ହଲକୁ ଆସିବ ‘ଚାନ୍ଦ ମେରା ଦିଲ୍’

    14698
    Apr 09, 2026
  • ଦେଶ-ଦେଶାନ୍ତର

    ୩ଟା ସୁଦ୍ଧା କେଉଁ ସ୍ଥାନରେ କେତେ ପ୍ରତିଶତ ମତଦାନ ହୋଇଛି ଜାଣନ୍ତୁ

    14118
    Apr 09, 2026
  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ପ୍ରୋତ୍ସାହନ ଘୋଷଣା, ପ୍ରାଥମିକ ଶିକ୍ଷା ଠାରୁ ସ୍ନାତକ ପର୍ଯ୍ୟନ୍ତ ପ୍ରଦାନ ...

    15025
    Apr 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17409
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17466
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17818
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16295
    Apr 03, 2021

ବିଶେଷ

  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15095
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    13955
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14474
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15707
    Apr 06, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    14179
    Apr 04, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15320
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15050
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15554
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13851
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପଲାଶ-ସ୍ମୃତି ପୁଣି ଏକାଠି !

    15003
    Apr 09, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15296
    Apr 09, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15095
    Apr 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In