Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ରାଜ୍ୟ
Home ›› ରାଜ୍ୟ ››ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

2024-02-20 10:29:46
14009
Share:
Facebook
Twitter
E-Mail
WhatsApp
Telegram
ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି । ପ୍ରଥମେ ଜିଲ୍ଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ପ୍ରଥମେ ଗଙ୍ଗାଧର ପ୍ରକଳ୍ପର ମଡେଲ ସ୍ଥଳକୁ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଆୟୋଜିତ ଜନସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ ।
ମୁଖ୍ୟମନ୍ତ୍ରୀ କନାପାଲି ସଭାସ୍ଥଳରୁ ୧୮୦୬.୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ବହୁ ପ୍ରତୀକ୍ଷିତ ତିନି ପ୍ରକଳ୍ପ ଗଙ୍ଗାଧର ମେହେର ଜଳସେଚନ, ବରଗଡ଼ କ୍ୟାନସର ହସ୍ପିଟାଲ ଓ ନୃସିଂହନାଥ ଉନ୍ନୟନ ପ୍ରକଳ୍ପ  ଲୋକାର୍ପଣ କରିଛନ୍ତି । ୧୬୭୭.୪୨ କୋଟି ଟଙ୍କା ବ୍ୟୟରେ ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ କରାଯାଇଥିବା ବେଳେ ୧୦୬.୬ କୋଟି ଟଙ୍କାରେ ୧୦୦ ଶଯ୍ୟା ବିଶିଷ୍ଟ ବରଗଡ଼ କ୍ୟାନସର ହସ୍ପିଟାଲ ଓ ୨୨.୭୮କୋଟି ଟଙ୍କା ବ୍ୟୟରେ ନିର୍ମିତ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ କାର୍ୟ୍ୟ ହୋଇଛି ।

ସେହିଭଳି ୩୪୨.୭୦ କୋଟି ଟଙ୍କାର ୫୯ଟି ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ୨୬୩.୩୩ କୋଟି ଟଙ୍କାର ୨୧ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13869
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14891
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14863
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14783
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13679
    Oct 18, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13691
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15460
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13724
    Oct 18, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14114
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14114
    Oct 18, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14173
    Oct 17, 2026
  • ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13691
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14114
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15155
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14673
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14773
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15775
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14618
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14114
    Oct 18, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13679
    Oct 18, 2026
  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14863
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In