Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 23, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

ରାଜ୍ୟ
Home ›› ରାଜ୍ୟ ›› ମାର୍ଚ୍ଚ ୨ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପରୀକ୍ଷା

ମାର୍ଚ୍ଚ ୨ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପରୀକ୍ଷା

2024-02-21 08:23:07
13913
Share:
Facebook
Twitter
E-Mail
WhatsApp
Telegram
 ମାର୍ଚ୍ଚ ୨ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପରୀକ୍ଷା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପାଇଁ ଆସନ୍ତା ମାର୍ଚ୍ଚ ୨ରୁ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ତିନିଦିନ ହେବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨, ୪ ଓ ୬ ତାରିଖରେ ପରୀକ୍ଷା ଦେବେ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ। ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ୱିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି। ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ ଦିଆଯିବ। ମାର୍ଚ୍ଚ ୨ ଓ ୪ ତାରିଖରେ ଦୁଇଟି ଲେଖାଏଁ ସିଟିଂରେ ପରୀକ୍ଷା ହେବାକୁ ଥିବାବେଳେ ୬ ତାରିଖରେ ଗୋଟିଏ ସିଟିଂରେ ପରୀକ୍ଷା ହେବ।
ଏଥିପାଇଁ ଭୁବନେଶ୍ବର ଜୋନ୍‌ର ସମୁଦାୟ ୨୬୮୯ଜଣ ପରୀକ୍ଷାର୍ଥୀ ଥିବାବେଳେ ବାଲେଶ୍ବର ଜୋନରେ ୬୫୨ ଓ ସମ୍ବଲପୁର ଜୋନ୍‌ରେ ୬୯୮ଜଣ ପରୀକ୍ଷାର୍ଥୀ ଅଛନ୍ତି। ବ୍ରହ୍ମପୁର ଓ ଜୟପୁର ଜୋନ୍‌ରେ ମଧ୍ୟ ପରୀକ୍ଷାର୍ଥୀମନେ ରହିଛନ୍ତି। ଭୁବନେଶ୍ବର ଜୋନ ପାଇଁ ବକ୍ସି ଜଗବନ୍ଧୁ (ବିଜେବି) ସୟଂଶାସିତ ମହାବିଦ୍ୟାଳୟ, ବାଲେଶ୍ବର ପାଇଁ କୁନ୍ତଳା କୁମାରୀ ସାବତ ମହିଳା ମହାବିଦ୍ୟାଳୟ ଓ ସମ୍ବଲପୁର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ମହାବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ଚୟନ କରାଯାଇଛି।
ସୂଚନାଥାଉ କି, ଚଳିତ ଶିକ୍ଷାବର୍ଷରୁ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ ପ୍ରଦାନ କରାଯାଉଛି। ଛାତ୍ରୀଛାତ୍ରଙ୍କୁ ଗବେଷଣା ପାଇଁ ପ୍ରୋତ୍ସାହିତ କରିବା ପାଇଁ ଏହି ଫେଲୋସିପ ଦିଆଯାଉଛି। ରାଜ୍ୟର ୩୦୦ ସ୍ନାତ୍ତକୋତର ଛାତ୍ରୀଛାତ୍ରଙ୍କୁ ୫ ବର୍ଷ ପର୍ୟ୍ୟନ୍ତ ଏହି ଛାତ୍ରବୃତ୍ତି ଦିଆଯିବ। ଏହାସହ ବିଜ୍ଞାନରେ ସ୍ନାତକୋତ୍ତର କରୁଥିବା ଛାତ୍ରୀଛାତ୍ରଙ୍କୁ ୫୦ ହଜାର ଓ ସାମାଜିକ ବିଜ୍ଞାନରେ ସ୍ନାତକୋତ୍ତର ପାଇଁ ବାର୍ଷିକ ୩୦ହଜାର ଟଙ୍କା ସହାୟତା ପ୍ରଦାନ କରିବାର ବ୍ୟବସ୍ଥା ରହିଛି।

Powered by Froala Editor

Tags Chief Minister Research Fellowship Exam

Related articles Odisha News Lens 4.1

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି
    ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15661
    Jun 22, 2025
  • ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ
    ଦେଶ-ଦେଶାନ୍ତର

    ବାଂଲାଦେଶ, ଚୀନ ଓ ପାକିସ୍ତାନ ପକ୍ଷରୁ ତ୍ରିପକ୍ଷୀୟ ବୈଠକ

    14494
    Jun 21, 2025
  • ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14870
    Jun 21, 2025
  • ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ
    ମନୋରଞ୍ଜନ

    ଅଲଗା ହେଲେ ଅକ୍ଷରାଙ୍କ ଅନସ୍କ୍ରିନ୍ ବାପା-ମାଆ

    15131
    Jun 22, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ
    ଦେଶ-ଦେଶାନ୍ତର

    ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15236
    Jun 21, 2025
  • ବୋହୂକୁ  ୧୦ ଫୁଟ୍‌ ଗାତ କରି ପୋତି ଦେଲେ
    ଅପରାଧ

    ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14015
    Jun 21, 2025
  • ‘ମନ୍ନତ’ରେ ପଶିଲା ବିଏମ୍‌ସି
    ମନୋରଞ୍ଜନ

    ‘ମନ୍ନତ’ରେ ପଶିଲା ବିଏମ୍‌ସି

    15588
    Jun 21, 2025
  • ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ
    ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14386
    Jun 22, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’
    ମନୋରଞ୍ଜନ

    ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13901
    Jun 22, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩ କ୍ରୁ ମେମ୍ବରଙ୍କୁ ବହିଷ୍କାର ପାଇଁ DGCAର ନିର୍ଦ୍ଦେଶ

    14870
    Jun 21, 2025
  • ବିଶେଷ

    ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15661
    Jun 22, 2025
  • ମନୋରଞ୍ଜନ

    ଡିଏନଏରୁ ସ୍ପଷ୍ଟ, ବିମାନ ଦୁର୍ଘଟଣାରେ ଫିଲ୍ମ ନିର୍ମାତା ମହେଶଙ୍କ ମୃତ୍ୟୁ

    14386
    Jun 22, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16705
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17009
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15503
    Apr 03, 2021

ବିଶେଷ

  • ହଠାତ୍‌ କୋଟିପତି ହୋଇଥାନ୍ତି ଏହି ରାଶି

    15661
    Jun 22, 2025
  • ଆଶ୍ଚର୍ଯ୍ୟ: ଲିଟର ପିଛା ଗୋଲାପ ତେଲର ଦାମ୍ ୧୩ ଲକ୍ଷ ଟଙ୍କା

    14280
    Jun 21, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14758
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15641
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14639
    Jun 18, 2025

ବାଣିଜ୍ୟ

ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

ଭୁବନେଶ୍ୱର : ଓଡିଶାରେ ପାରମ୍ପରିକତା କେବଳ ସଂରକ୍ଷିତ ହୋଇନଥାଏ, ସେହିଟି ଲୋକଙ୍କ ଦୈନନ୍ଦିନ ଜୀବନ, ପାର୍ବଣ, ଓ ଅଭିବ୍ୟକ୍ତିର ଅଂଶ ଅଟୁଟ ଭାବରେ ରହିଛି। ଘୁମୁରା ନୃତ୍ୟର ଗାମ୍ଭୀର୍ୟପୂର୍ଣ୍ଣ ପଦକ୍ଷେପରୁ ଆରମ୍ଭ କରି ...

  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14992
    Jun 19, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14818
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14819
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13791
    Jun 17, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୋହୂକୁ ୧୦ ଫୁଟ୍‌ ଗାତ କରି ପୋତି ଦେଲେ

    14015
    Jun 21, 2025
  • ସରିଗଲା ଇଣ୍ଡିଗୋ ଇନ୍ଧନ, ବେଙ୍ଗାଲୁରୁର ଜରୁରୀ ଅବତରଣ

    15236
    Jun 21, 2025
  • ସପ୍ତାହକରେ ରେକର୍ଡ ରୋଜଗାର, ୭କୋଟି ପାର କଲା ‘ବୋଉ ବୁଟୁ ଭୂତ’

    13901
    Jun 22, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In