Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ସେହବାଜ ସରିଫ

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ସେହବାଜ ସରିଫ

2024-02-21 09:45:23
15451
Share:
Facebook
Twitter
E-Mail
WhatsApp
Telegram
ଦ୍ୱିତୀୟ ଥର ପାଇଁ  ପ୍ରଧାନମନ୍ତ୍ରୀ ହେବେ ସେହବାଜ ସରିଫ

ନୂଆଦିଲ୍ଲୀ:  ପାକିସ୍ତାନରେ  ଦ୍ୱିତୀୟ ଥର ପାଇଁ  ପ୍ରଧାନମନ୍ତ୍ରୀ ହେବେ ସେହବାଜ ସରିଫ । ଆଉ ଆସିଫ ଅଲି ଜର୍ଦ୍ଦାରୀ ରାଷ୍ଟ୍ରପତି ହେବେ । ନିର୍ବାଚନ ଫଳାଫଳ ଘୋଷଣାର ୧୨ ଦିନ ପରେ ପିପିପି-ପିଏମଏଲ-ଏନ ମଧ୍ୟରେ ଛିଣ୍ଡିଲା ଅଙ୍କ । ମେଣ୍ଟ ସରକାର ପାଇଁ ରାଜି ହେଲେ ପାକିସ୍ତାନ ପିପୁଲ୍ସ ପାର୍ଟି ଓ ପାକିସ୍ତାନ ମୁସଲିମ୍ ଲିଗ୍-ନବାଜ୍ । ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ପଦ ପାଇଁ ଦୁଇ ଦଳ ମଧ୍ୟରେ ଚୁକ୍ତି ହୋଇଛି । ମେଣ୍ଟ ସରକାରରେ ପିଏମଏଲ-ଏନ ପାଇବ ପ୍ରଧାନମନ୍ତ୍ରୀ ପଦ ଓ ପିପିପିକୁ ରାଷ୍ଟ୍ରପତି ପଦ ମିଳିବା ନେଇ ବୁଝାମଣା ହୋଇଥିବା କୁହାଯାଉଛି । ନବାଜ ସରିଫଙ୍କ ଭାଇ ସେହବାଜ ସରିଫଙ୍କ ପାଇଁ ବାଟ ଛାଡ଼ିଲେ ପିପିପି ମୁଖ୍ୟ ବିଲାବଲ ଭୁଟୋ ।
କିଏ ପ୍ରଧାନମନ୍ତ୍ରୀ ହେବ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିବା ବେଳେ ଏବେ ପାକିସ୍ତାନର ପରବର୍ତି ପ୍ରଧାନମନ୍ତ୍ରୀ ସେହବାଜ ସରିଫ ହେବା ସ୍ପଷ୍ଟ ହୋଇଯାଇଛି । ସେହିପରି ପାକିସ୍ତାନ ପିପୁଲ୍ସ ପାର୍ଟିର ସହ ଅଧ୍ୟକ୍ଷ ଆସିଫ ଅଲ୍ଲି ଜର୍ଦ୍ଦାରି ହେବେ ପାକିସ୍ତାନର ପରବର୍ତ୍ତୀ ରାଷ୍ଟ୍ରପତି । ଆସିଫ ମଧ୍ୟ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ରାଷ୍ଟ୍ରପତି ଦାୟିତ୍ୱ ସମ୍ଭାଳିବେ । ବାପା ଆସିଫଙ୍କୁ ପୁଣି ଥରେ ରାଷ୍ଟ୍ରପତି ଭାବେ ଦେଖିବାକୁ ଚାହୁଁଥିବା କହିଥିଲେ ପିପିପି ମୁଖ୍ୟ ବିଲାବଲ ଭୁଟ୍ଟୋ । ୨୦୦୮ରୁ ୨୦୧୩ ମଧ୍ୟରେ ପାକିସ୍ତାନର ରାଷ୍ଟ୍ରପତି ଥିଲେ ଆସିଫ ଅଲ୍ଲି ଜର୍ଦ୍ଦାରି ।

ତେବେ ଚଳିତ ନିର୍ବାଚନରେ ପାକିସ୍ତାନରେ କୌଣସି ଦଳକୁ ବହୁମତ ମିଳି ନଥିଲା । ମ୍ୟାଜିକ ନମ୍ବର କୌଣସି ଦଳ ପାଖରେ ନଥିବାରୁ ସରକାର ଗଠନକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା । ଇମରାନ ଖାନଙ୍କ ତେହେରିକ-ଏ-ଇନସାଫ ସମର୍ଥିତ ପ୍ରାର୍ଥୀ ସବୁଠୁ ଅଧିକ ଆସନ ଜିତିଥିଲେ ମଧ୍ୟ ସରକାର ଗଠନ ପାଇଁ ସଂଖ୍ୟା ଗରିଷ୍ଠତା ହାସଲ କରିବାରେ ବିଫଳ ହୋଇଥିଲେ । ଏବେ ମେଂଟ ସରକାର ଫର୍ମୂଲା ଉପରେ ପାକିସ୍ତାନ ପିପୁଲ୍ସ ପାର୍ଟି ଓ ପାକିସ୍ତାନ ମୁସଲିମ୍ ଲିଗ୍-ନବାଜ୍ ମୋହର ମାରିଛନ୍ତି ।

Powered by Froala Editor

Tags Prime Minister of Pakistan

Related articles Odisha News Lens 4.1

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15109
    Sep 26, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13690
    Sep 26, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13848
    Sep 27, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15430
    Sep 27, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...
    ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...

    13907
    Sep 26, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13639
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13454
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15168
    Sep 27, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13486
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15430
    Sep 27, 2026
  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15168
    Sep 27, 2026
  • ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13848
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17132
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17821
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18201
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13486
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15665
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15229
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14602
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14842
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15940
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14430
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15622
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15385
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13848
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15109
    Sep 26, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13454
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In