Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି ...

  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ...

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ...

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ...

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

Home ›› ››ଆଉ ଶୁଭିବନି ଅମିନ ସୟାନିଙ୍କ ସ୍ୱର : ୬୦ ବର୍ଷ ଧରି ରେଡିଓ ଶ୍ରୋତାଙ୍କ ହୃଦୟରେ ରାଜ କରୁଥିଲେ

ଆଉ ଶୁଭିବନି ଅମିନ ସୟାନିଙ୍କ ସ୍ୱର : ୬୦ ବର୍ଷ ଧରି ରେଡିଓ ଶ୍ରୋତାଙ୍କ ହୃଦୟରେ ରାଜ କରୁଥିଲେ

2024-02-21 19:40:23
15249
Share:
Facebook
Twitter
E-Mail
WhatsApp
Telegram
ଆଉ ଶୁଭିବନି ଅମିନ ସୟାନିଙ୍କ ସ୍ୱର : ୬୦ ବର୍ଷ ଧରି ରେଡିଓ ଶ୍ରୋତାଙ୍କ ହୃଦୟରେ ରାଜ କରୁଥିଲେ

ଦୀର୍ଘ ୬୦ ବର୍ଷ ଧରି ରେଡିଓ ଶ୍ରୋତାଙ୍କ ହୃଦୟରେ ରାଜ କରୁଥିବା ଅମିନ ସୟାନି ଆଉ ନାହାନ୍ତି। ମୁମ୍ବାଇରେ ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଏନେଇ ଅମିନ ସୟାନିଙ୍କ ପୁଅ ରାଜୀବ ସୂଚନା ଦେଇଛନ୍ତି।

୧୯୩୨ରେ ମୁମ୍ବାଇରେ ଜନ୍ମ ହୋଇଥିବା ଅମିନ ସାୟାନି ୬୦ ବର୍ଷ ଧରି ରେଡିଓରେ ସଂପୃକ୍ତ ଥିଲେ। ଗତ ରାତିରେ ହଠାତ୍‌ ଅମିନଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତୁରନ୍ତ ତାଙ୍କୁ ନିକଟସ୍ଥ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ମାତ୍ର ସେଠାରେ ତାଙ୍କ ମୃତ୍ୟୁ ହୋଇଥିଲା। ହୃଦଘାତରେ ଅମିନ ସୟାନିଙ୍କ ମୃତ୍ୟୁ ହୋଇଥିବା ମେଡିକାଲ ସୂତ୍ରରୁ ପ୍ରକାଶ ।

ମନୋରଞ୍ଜନ ଜଗତରେ ଜଣେ ଜଣାଶୁଣା ନାଁ ଥିଲେ ଅମିନ ସାୟାନି। ପ୍ରାୟ ୫୪ ହଜାର ରେଡିଓ ପ୍ରୋଗ୍ରାମ ଓ ୧୯ ହଜାର ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମର ସେ ପ୍ରଯୋଜକ ଥିଲେ। ରେଡିଓରେ ତାଙ୍କ ବେହେନୋ ଔର ଭାଇୟୋ ସ୍ବର ସମସ୍ତଙ୍କ ପ୍ରାଣରେ ମନୋରଞ୍ଜନର ଅପୂର୍ବ ଆନନ୍ଦ ଭରି ଦେଉଥିଲା। ବମ୍ବେରେ ବାସ କରୁଥିବା ବେଳେ ଭାଇ ହମିଦ ସାୟାନିଙ୍କ ଜରିଆରେ ସେ ଅଲ ଇଣ୍ଡିଆ ରେଡିଓରେ ପ୍ରବେଶ କରିଥିଲେ। ରେଡିଓ କାର୍ଯ୍ୟକ୍ରମ ସହ ଭୂତ ବଙ୍ଗଳା, ତିନ ଦେବୀୟାଁ, ବକ୍ସର, କତଲ ଆଦି ଫିଲ୍ମରେ ବି ଅଭିନୟ କରିଥିଲେ। ନିଜର କ୍ୟାରିୟର ବେଳ ସେ ମା କୁଲସୁମ ସାୟାନୀଙ୍କୁ ଏଡିଟିଂ, ପବ୍ଲିଶିଂ ଓ ପ୍ରିଣ୍ଟିରଂ ସହାୟତା କରିଥିଲେ।


Powered by Froala Editor

Tags ameen

Related articles Odisha News Lens 4.1

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ
    ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13939
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ
    ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13332
    Mar 17, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...

    14985
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14234
    Mar 17, 2026
  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ
    ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14695
    Mar 17, 2026
  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍
    ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15157
    Mar 17, 2026
  • ଅସ୍କାର-୨୦୨୬:
    ଦେଶ-ଦେଶାନ୍ତର

    ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14885
    Mar 17, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14002
    Mar 17, 2026
  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!
    ମନୋରଞ୍ଜନ

    ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15138
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15157
    Mar 17, 2026
  • ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13332
    Mar 17, 2026
  • ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14002
    Mar 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17376
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17439
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17787
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16256
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14002
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13964
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14236
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13987
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14558
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15685
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15146
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14996
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14507
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15157
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13332
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14234
    Mar 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In