Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ...

  • ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ...

  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ...

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

ରାଜ୍ୟ
Home ›› ରାଜ୍ୟ ››ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି: ରାଜନାଥ

ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି: ରାଜନାଥ

2024-02-22 05:53:22
14113
Share:
Facebook
Twitter
E-Mail
WhatsApp
Telegram
ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି: ରାଜନାଥ

ଭୁବନେଶ୍ୱର: ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଓଡ଼ିଶାରେ ବି ଡବଲ ଇଞ୍ଜିନ ସରକାର ହେବା ଦରକାର ବୋଲି  ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ । ଏହି ଅବସରରେ ସେ ପ୍ରଥମେ ନବରଙ୍ଗଠାରେ ଅନୁଷ୍ଠିତ ଦଳୀୟ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇଛନ୍ତି ।

ସେ କହିଛନ୍ତି ଯେ ଓଡ଼ିଶା ସହ ମୋର ଭାବନାତ୍ମକ ସମ୍ପର୍କ ରହିଛି । କଂଗ୍ରେସ ସରକାରବେଳେ ଭାରତ ସୁରକ୍ଷା ଯାତ୍ରା କରିଥିଲୁ । ଭାରତ ସୁରକ୍ଷା ଯାତ୍ରା ମୁଁ ଓଡ଼ିଶାରୁ ଆରମ୍ଭ କରିଥିଲି । ସେତେବେଳେ ଆତଙ୍କବାଦ, ନକ୍ସଲବାଦ ଓ ଆତଙ୍କ ସର୍ବତ୍ର ରହିଥିଲା । ଆଜି ଆତଙ୍କବାଦ କେଉଁଠି ରହିଛି, ଆପଣମାନେ ସମସ୍ତେ ଜାଣିଛନ୍ତି । ପୁଲୱମା ଘଟଣା ପରେ ମୁହଁତୋଡ଼ ଜବାବ ଦିଆଯାଇଛି ।  ଏବେ ନକ୍ସଲବାଦ କେବଳ କିଛି ଜିଲ୍ଲାରେ ସୀମିତ ରହିଛି । ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଓଡ଼ିଶାରେ ବି ଡବଲ ଇଞ୍ଜିନ ସରକାର ହେବା ଦରକାର ବୋଲି ରାଜନାଥ ସିଂହ କହିଛନ୍ତି । ଏଥିସହ ସେ କହିଛନ୍ତି ଯେ ମୋଦୀଙ୍କ ସନେ୍ଦଶ ନେଇ ପ୍ରତି କାର୍ୟ୍ୟକର୍ତ୍ତା ଲାଭାର୍ଥୀଙ୍କ ପାଖକୁ ଯାଆନ୍ତୁ । ସବୁ ଲାଭାର୍ଥୀଙ୍କୁ ମୋଦୀ ଦେଉଥିବା ସୁବିଧା ସୁଯୋଗ ମିଳିବା ଦରକାର ବୋଲି ରାଜନାଥ ସିଂ କହିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ବିଜେପି ଏକମାତ୍ର ଦଳ ଯିଏ ଯାହା କୁହେ ତାହା କରେ । ବିଶ୍ୱସନୀୟତା ସଙ୍କଟକୁ ମୋଦୀ ଚ୍ୟାଲେଞ୍ଜଭାବେ ନେଇଛନ୍ତି । ଯାହା ଘୋଷଣାପତ୍ରରେ କହିଥିଲୁ, ସବୁ ପୂରଣ କରିଛୁ । କହିଥିଲୁ ୩୭୦ ଧାରା ଉଠାଇବୁ, ଜମ୍ମୁ କାଶ୍ମୀରରୁ ୩୭୦ ଧାରା ଉଠାଇଲୁ । ତିନ ତଲାକ ଉଠାଇବୁ କହିଥିଲୁ, ଆମେ ଆମ କଥା ରକ୍ଷା କଲୁ ।ଆମେ ରାଜନୀତି କରୁଛୁ କେବଳ ଦେଶ ଗଠନ ପାଇଁ ।  କଂଗ୍ରେସ ଲମ୍ବା ସମୟ ଧରି କେବଳ ଦେଶବାସୀଙ୍କୁ ଧୋକା ଦେଇଛି । ବିଶେଷ କରି ଗରିବ ଲୋକଙ୍କୁ କଂଗ୍ରେସ ଧୋକା ଦେଇଛି । ସେମାନଙ୍କ ସହ ବିଶ୍ୱାସଘାତକତା କରିଛି । ମୋଦୀ ଆସିବା ପରେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି । ୧୧କୋଟି ଲୋକଙ୍କୁ ଶୌଚାଳୟ ଓ ୪ କୋଟି ଲୋକଙ୍କୁ ପକ୍କାଘର ମିଳିଛି । ଓଡ଼ିଶାରେ ୩୦ ଲକ୍ଷ ଲୋକଙ୍କୁ ପକ୍କା ଘର ମିଳିଛି । କଂଗ୍ରେସ ସରକାରରେ ୧୭ ବର୍ଷରେ ୧୮ ହଜାର କିମି ରାସ୍ତା ହୋଇଥିଲା । ଗତ ୧୦ ବର୍ଷରେ ମୋଦୀ ସରକାର ୩୦ ହଜାର କିମି ରାସ୍ତା କରିଛନ୍ତି । ଆୟୁଷ୍ମାନ ଭାରତ ଯୋଜନାରେ ଗରିବଙ୍କୁ ସ୍ୱାସ୍ଥ୍ୟ ସୁବିଧା ମିଳୁଛି । ଓଡ଼ିଶା ସହ ଆମ ସରକାର ଭେଦଭାବ କରିନି । ଏଠାରେ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜ ବଢିଛି । ଜନତାଙ୍କ ସେବା କରିବା ଆମ ପ୍ରଧାନମନ୍ତ୍ରୀଙ୍କ ଏକମାତ୍ର ଉଦେ୍ଧଶ୍ୟ ।

ପ୍ରକାଶ ଯେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନବରଙ୍ଗପୁରରୁ ପୁଣି ଜଗଦଲପୁର ବିମାନବନ୍ଦରକୁ ଫେରିବେ । ସେଠାରୁ ହେଲିକପ୍ଟରରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ ରାଜନାଥ । ରଙ୍ଗେଇଲୁଣ୍ଡାରୁ ବ୍ରହ୍ମପୁରକୁ ଯାଇ ବିଜେପି ସମ୍ମିଳନୀରେ ଯୋଗ ଦେବେ । ବ୍ରହ୍ମପୁର ସଭା ସାରି ସେ ମୟୂରଭଞ୍ଜର ଅମର୍ଦ୍ଦା ରୋଡ୍‌ ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ । ସେଠାରୁ ବାରିପଦା ଷ୍ଟାଡିୟମ ଅଭିମୁଖେ ବାହାରିବେ । ଷ୍ଟାଡିୟମରେ ଏକ ବିଶାଳ ଜନସଭାକୁ ସେ ସମ୍ବୋଧିତ କରିବେ । ବିଜେପି କାର୍ୟକର୍ତ୍ତାଙ୍କୁ ମଧ୍ୟ ଭେଟି ଆଲୋଚନା କରିବାର କାର୍ୟ୍ୟକ୍ରମ ଅଛି । ଏହାପରେ ସେ ମୟୂରଭଞ୍ଜରୁ ଦିଲ୍ଲୀକୁ ଫେରିଯିବେ ।

Powered by Froala Editor

Tags Rajnath singh

Related articles Odisha News Lens 4.1

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ
    ଦେଶ-ଦେଶାନ୍ତର

    ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ କବଜା କଲେ ହାଉତି ବିଦ୍ରୋହୀ

    14268
    Sep 15, 2026
  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    15002
    Sep 16, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13434
    Sep 16, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13916
    Sep 16, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14975
    Sep 16, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15456
    Sep 15, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ...

    14670
    Sep 16, 2026
  • ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନା ଜାହାଜ ସହିତ ପାକିସ୍ତାନୀ ନୌସେନା ଜାହାଜର ଧକ୍କା

    15534
    Sep 16, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14022
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13916
    Sep 16, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14670
    Sep 16, 2026
  • ଦେଶ-ଦେଶାନ୍ତର

    ଏହିମାନଙ୍କୁ ଆଜୀବନ ମାଗଣା ରେଳ ଯାତ୍ରା ସୁବିଧା ପ୍ରଦାନ

    14083
    Sep 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17097
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17779
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18169
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14549
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16171
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14702
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14011
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14818
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

ଭୁବନେଶ୍ୱର  : ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଆଲୁମିନିୟମର ଆଲୁମିନା ବିଶୋଧନାଗାର ଆଖପା ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14645
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14316
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14080
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14709
    Sep 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    15002
    Sep 16, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15456
    Sep 15, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13916
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In