Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ଦେଶବାସୀଙ୍କ ସହ ବିଶ୍ୱାସଘାତକତା କରିଛି କଂଗ୍ରେସ: ରାଜନାଥ

ଦେଶବାସୀଙ୍କ ସହ ବିଶ୍ୱାସଘାତକତା କରିଛି କଂଗ୍ରେସ: ରାଜନାଥ

2024-02-22 05:59:00
15042
Share:
Facebook
Twitter
E-Mail
WhatsApp
Telegram
ଦେଶବାସୀଙ୍କ ସହ ବିଶ୍ୱାସଘାତକତା କରିଛି କଂଗ୍ରେସ: ରାଜନାଥ

ଭୁବନେଶ୍ୱର:  ଆମେ ରାଜନୀତି କରୁଛୁ କେବଳ ଦେଶ ଗଠନ ପାଇଁ । କଂଗ୍ରେସ ଲମ୍ବା ସମୟ ଧରି କେବଳ ଦେଶବାସୀଙ୍କୁ ଧୋକା ଦେଇଛି । ବିଶେଷ କରି ଗରିବ ଲୋକଙ୍କୁ କଂଗ୍ରେସ ଧୋକା ଦେଇଛି । ସେମାନଙ୍କ ସହ ବିଶ୍ୱାସଘାତକତା କରିଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି । ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତ ଅବସରରେ ନବରଙ୍ଗଠାରେ ଅନୁଷ୍ଠିତ ଦଳୀୟ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇ ରାଜନାଥ ଏହା କହିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶା ସହ ମୋର ଭାବନାତ୍ମକ ସମ୍ପର୍କ ରହିଛି । କଂଗ୍ରେସ ସରକାରବେଳେ ଭାରତ ସୁରକ୍ଷା ଯାତ୍ରା କରିଥିଲୁ । ଭାରତ ସୁରକ୍ଷା ଯାତ୍ରା ମୁଁ ଓଡ଼ିଶାରୁ ଆରମ୍ଭ କରିଥିଲି । ସେତେବେଳେ ଆତଙ୍କବାଦ, ନକ୍ସଲବାଦ ଓ ଆତଙ୍କ ସର୍ବତ୍ର ରହିଥିଲା । ଆଜି ଆତଙ୍କବାଦ କେଉଁଠି ରହିଛି, ଆପଣମାନେ ସମସ୍ତେ ଜାଣିଛନ୍ତି । ପୁଲୱମା ଘଟଣା ପରେ ମୁହଁତୋଡ଼ ଜବାବ ଦିଆଯାଇଛି । ଏବେ ନକ୍ସଲବାଦ କେବଳ କିଛି ଜିଲ୍ଲାରେ ସୀମିତ ରହିଛି । ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଓଡ଼ିଶାରେ ବି ଡବଲ ଇଞ୍ଜିନ ସରକାର ହେବା ଦରକାର ବୋଲି ରାଜନାଥ ସିଂହ କହିଛନ୍ତି ।

ଏଥିସହ ସେ କହିଛନ୍ତି ଯେ ମୋଦୀଙ୍କ ସନେ୍ଦଶ ନେଇ ପ୍ରତି କାର୍ଯ୍ୟକର୍ତ୍ତା ଲାଭାର୍ଥୀଙ୍କ ପାଖକୁ ଯାଆନ୍ତୁ । ସବୁ ଲାଭାର୍ଥୀଙ୍କୁ ମୋଦୀ ଦେଉଥିବା ସୁବିଧା ସୁଯୋଗ ମିଳିବା ଦରକାର ବୋଲି ରାଜନାଥ ସିଂ କହିଛନ୍ତି । 

ଏହାଛଡ଼ା ସେ କହିଛନ୍ତି ଯେ ବିଜେପି ଏକମାତ୍ର ଦଳ ଯିଏ ଯାହା କୁହେ ତାହା କରେ । ବିଶ୍ୱସନୀୟତା ସଙ୍କଟକୁ ମୋଦୀ ଚ୍ୟାଲେଞ୍ଜଭାବେ ନେଇଛନ୍ତି । ଯାହା ଘୋଷଣାପତ୍ରରେ କହିଥିଲୁ, ସବୁ ପୂରଣ କରିଛୁ । କହିଥିଲୁ ୩୭୦ ଧାରା ଉଠାଇବୁ, ଜମ୍ମୁ କାଶ୍ମୀରରୁ ୩୭୦ ଧାରା ଉଠାଇଲୁ । ତିନ ତଲାକ ଉଠାଇବୁ କହିଥିଲୁ, ଆମେ ଆମ କଥା ରକ୍ଷା କଲୁ । ଆମେ ରାଜନୀତି କରୁଛୁ କେବଳ ଦେଶ ଗଠନ ପାଇଁ । ମୋଦୀ ଆସିବା ପରେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି । ୧୧କୋଟି ଲୋକଙ୍କୁ ଶୌଚାଳୟ ଓ ୪ କୋଟି ଲୋକଙ୍କୁ ପକ୍କାଘର ମିଳିଛି । ଓଡ଼ିଶାରେ ୩୦ ଲକ୍ଷ ଲୋକଙ୍କୁ ପକ୍କା ଘର ମିଳିଛି । କଂଗ୍ରେସ ସରକାରରେ ୧୭ ବର୍ଷରେ ୧୮ ହଜାର କିମି ରାସ୍ତା ହୋଇଥିଲା । ଗତ ୧୦ ବର୍ଷରେ ମୋଦୀ ସରକାର ୩୦ ହଜାର କିମି ରାସ୍ତା କରିଛନ୍ତି । ଆୟୁଷ୍ମାନ ଭାରତ ଯୋଜନାରେ ଗରିବଙ୍କୁ ସ୍ୱାସ୍ଥ୍ୟ ସୁବିଧା ମିଳୁଛି । ଓଡ଼ିଶା ସହ ଆମ ସରକାର ଭେଦଭାବ କରିନି । ଏଠାରେ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜ ବଢିଛି । ଜନତାଙ୍କ ସେବା କରିବା ଆମ ପ୍ରଧାନମନ୍ତ୍ରୀଙ୍କ ଏକମାତ୍ର ଉଦେ୍ଧଶ୍ୟ । ସେହିପରି ରାଜନାଥ କହିଛନ୍ତି ଯେ ଓଡ଼ିଶାରେ କଂଗ୍ରେସ ସରକାର ଖାଲି ଶିଳାନ୍ୟାସ କରିଚାଲିଥିଲା । ଆମ ପ୍ରଧାନମନ୍ତ୍ରୀ ଶିଳାନ୍ୟାସ ନୁହେଁ କାର୍ଯ୍ୟ ପୂରଣ କରୁଛନ୍ତି । ଯେଉଁଠି ଶିଳାନ୍ୟାସ ସେଇଠି କାମ ସାରି ଉଦଘାଟନ ବି କରୁଛନ୍ତି । 

ପ୍ରକାଶ ଯେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ନବରଙ୍ଗପୁରରୁ ପୁଣି ଜଗଦଲପୁର ବିମାନବନ୍ଦରକୁ ଫେରିବେ । ସେଠାରୁ ହେଲିକପ୍ଟରରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପରେ ପହଞ୍ଚିବେ ରାଜନାଥ । ରଙ୍ଗେଇଲୁଣ୍ଡାରୁ ବ୍ରହ୍ମପୁରକୁ ଯାଇ ବିଜେପି ସମ୍ମିଳନୀରେ ଯୋଗ ଦେବେ । ବ୍ରହ୍ମପୁର ସଭା ସାରି ସେ ମୟୂରଭଞ୍ଜର ଅମର୍ଦ୍ଦା ରୋଡ୍‌ ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ । ସେଠାରୁ ବାରିପଦା ଷ୍ଟାଡିୟମ ଅଭିମୁଖେ ବାହାରିବେ । ଷ୍ଟାଡିୟମରେ ଏକ ବିଶାଳ ଜନସଭାକୁ ସେ ସମ୍ବୋଧିତ କରିବେ । ବିଜେପି କାର୍ୟକର୍ତ୍ତାଙ୍କୁ ମଧ୍ୟ ଭେଟି ଆଲୋଚନା କରିବାର କାର୍ୟ୍ୟକ୍ରମ ଅଛି । ଏହାପରେ ସେ ମୟୂରଭଞ୍ଜରୁ ଦିଲ୍ଲୀକୁ ଫେରିଯିବେ ।

Powered by Froala Editor

Tags Rajnath singh

Related articles Odisha News Lens 4.1

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14854
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14432
    Mar 02, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15096
    Mar 04, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14685
    Mar 03, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15415
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14163
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15082
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15082
    Mar 04, 2026
  • ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14163
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17359
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17426
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17772
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16245
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14711
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15019
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14640
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14440
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15124
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14975
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14488
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16107
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13921
    Mar 02, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15415
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15096
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In