Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, July 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ...

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ ...

ବିଶେଷ
Home ›› ବିଶେଷ ››ଶୀଘ୍ର ବାପା ହେବାକୁ ଚାହୁଁଛନ୍ତି କି, ଏସବୁ କୌଶଳକୁ କରନ୍ତୁ ଫୋଲୋ

ଶୀଘ୍ର ବାପା ହେବାକୁ ଚାହୁଁଛନ୍ତି କି, ଏସବୁ କୌଶଳକୁ କରନ୍ତୁ ଫୋଲୋ

2024-02-23 05:51:54
14823
Share:
Facebook
Twitter
E-Mail
WhatsApp
Telegram
ଶୀଘ୍ର ବାପା ହେବାକୁ ଚାହୁଁଛନ୍ତି କି, ଏସବୁ କୌଶଳକୁ କରନ୍ତୁ ଫୋଲୋ

ବିବାହ ସରିଛି। ହେଲେ ସନ୍ତାନସନ୍ତତି ପାଇଁ ଡେରି ହେଉଛି। ତେବେ ବ୍ୟସ୍ତ ବିବ୍ରତ ହେବାର କୌଣସି କାରଣ ନାହିଁ। ଶୀଘ୍ର ବାପା ହେବାକୁ ଚାହୁଁଥିଲେ ଏସବୁ କୌଶଳକୁ ଅବଲମ୍ବନ କରନ୍ତୁ

୧-ସେକ୍ସ ପୂର୍ବରୁ ପ୍ରଥମେ ଆପଣଙ୍କ ପାର୍ଟନରଙ୍କ ମୁଡ୍‌କୁ ପରଖନ୍ତୁ। ମାସିକ ଋତୁସ୍ରାବ  ବିଷୟରେ ଭଲଭାବେ ଅବଗତ ହୁଅନ୍ତୁ। ଏବଂ ସବୁକିଛି ଜାଣିବା ପରେ ଠିକ୍ ସମୟରେ ସମ୍ଭୋଗ କରନ୍ତୁ।

୩- ଶୀଘ୍ର ବାଥରୁମକୁ ଯାଆନ୍ତୁ ନାହିଁ। ମିଳନ ପରେ ନିଜ ପାର୍ଟନରଙ୍କୁ ଶୋଇବା ଅବସ୍ଥାରେ ଛାଡ଼ିଦିଅନ୍ତୁ । କ୍ଷରଣ ହୋଇଥିବା ହର୍ମୋନ ଗର୍ଭାଶୟକୁ ପ୍ରବେଶ ପର୍ୟ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ଏଥିପାଇଁ ବିଛଣାରେ ୧୦ରୁ ୧୫ ମିନିଟ୍ ପର୍ୟ୍ୟନ୍ତ ଚିତ ହୋଇ ଶୋଇବାକୁ ପଡ଼ିବ। ସେକ୍ସ ପରେ ହଠାତ୍ ବାଥରୁମକୁ ଯାଆନ୍ତୁ ନାହିଁ।

୪- ଅଳ୍ପଦିନ ବ୍ୟବଧାନରେ ଆପଣଙ୍କ ପତ୍ନୀଙ୍କ ଗର୍ଭଧାରଣ ସଂକ୍ରାନ୍ତରେ ଡକ୍ଟର ଚେକଅପ୍ କରାନ୍ତୁ। ଏହି ସମୟରେର କ’ଣ କ’ଣ ଖାଦ୍ୟ ସବୁ ଖାଇବାକୁ ପଡ଼ିବ ସେ ସଂକ୍ରାନ୍ତରେ ଡାକ୍ତରଙ୍କଠାରୁ ପରାମର୍ଶ ନିଅନ୍ତୁ।

୬- ମିଳନ ସମୟରେ ମାନସିକ ଚାପରୁ ମୁକ୍ତ ରୁହନ୍ତୁ। ମନକୁ ସୁସ୍ଥ ରଖନ୍ତୁ। ଏହା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ।

୭- ଆପଣ ଧୂମ୍ରପାନ କିମ୍ବା ମଦ ସେବନ କରୁଛନ୍ତି କି? ତା’ହେଲେ ସତର୍କ  ହୋଇଯାଆନ୍ତୁ। ଗର୍ଭଧାରଣ ସମୟରେ ଏସବୁ ଜଣେ ମହିଳାଙ୍କ ପାଇଁ ଅତ୍ୟନ୍ତ ହାନିକାରକ। ତେଣୁ ଉଭୟ ମହିଳା ଏବଂ ପୁରୁଷ ଧୂମ୍ରପାନଠାରୁ ଦୂରେଇ ରହିବା ଆବଶ୍ୟକ। ଏଗୁଡ଼ିକ ସନ୍ତାନ ଜନ୍ମହେବାରେ ବାଧକ ସାଜିପାରେ।

୮-ଓଜନ କମାନ୍ତୁ। ଯଦି ଆବଶ୍ୟକଠାରୁ ଆପଣ ଅଧିକ ମୋଟା ଅଛନ୍ତି ଏବଂ ଓଜନ ବି ଅଧିକ ତେଣୁ ଟିକେ ସାବଧାନତା ଅବଲମ୍ବନ କରନ୍ତୁ। ନିଜ ଶରୀରର ଯଥା ସମ୍ଭବ ଓଜନ କମେଇ ଦିଅନ୍ତୁ।

୯-ଭିଟାମିନ ଯୁକ୍ତ ଖାଦ୍ୟ ଖାଆନ୍ତୁ। ସବୁ ସମୟରେ ଭିଟାମିନ ଯୁକ୍ତ ଖାଦ୍ୟ ଖାଆନ୍ତୁ। ସବୁଠି ବେଶୀ ମିନେରାଲ ଥିବା ଖାଦ୍ୟପଦାର୍ଥ ଉପରେ ଗୁରୁତ୍ୱ ଦିଅନ୍ତୁ।  ଯଦି ଏହି ସମୟରେ ଏଣୁତେଣୁ ଖାଆନ୍ତି ତେବେ ହର୍ମୋନ ସୃଷ୍ଟି ହେବାର ଅନିୟମିତତା ହୋଇପାରେ। ତେଣୁ ଏଥିପ୍ରତି ସତର୍କ ରୁହନ୍ତୁ।

Powered by Froala Editor

Tags If you want to become a father soon, then know about this

Related articles Odisha News Lens 4.1

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13456
    Jul 11, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13839
    Jul 11, 2026
  • ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ
    ଅପରାଧ

    ଦେଢ ବର୍ଷର ଶିଶୁକୁ କଚାଡି ମାରିଥିବା ଅଭିଯୁକ୍ତକୁ ଫାଶୀ

    14569
    Jul 10, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ
    ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14173
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15222
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    14902
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15107
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    14888
    Jul 10, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15171
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15171
    Jul 11, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13456
    Jul 11, 2026
  • ଦେଶ-ଦେଶାନ୍ତର

    ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14173
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14466
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15521
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15626
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15431
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15298
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14932
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14466
    Jul 10, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15107
    Jul 11, 2026
  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ଆତ୍ମହତ୍ୟା କଲେ ଅଷ୍ଟମ ଛାତ୍ରୀ

    14173
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In