Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

Home ›› ››୬୧୩୪.୫୨ କୋଟି ଟଙ୍କାର ୨୭ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ୪୨୨୭୫ଜଣଙ୍କୁ ନିଯୁକ୍ତି ସୁଯୋଗ

୬୧୩୪.୫୨ କୋଟି ଟଙ୍କାର ୨୭ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ୪୨୨୭୫ଜଣଙ୍କୁ ନିଯୁକ୍ତି ସୁଯୋଗ

2024-02-24 05:53:46
13504
Share:
Facebook
Twitter
E-Mail
WhatsApp
Telegram
୬୧୩୪.୫୨ କୋଟି ଟଙ୍କାର ୨୭ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ, ୪୨୨୭୫ଜଣଙ୍କୁ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର:   ୬୧୩୪.୫୨ କୋଟି ଟଙ୍କାର ୨୭ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ କାର୍ୟ୍ୟକ୍ଷମ ହେଲେ ରାଜ୍ୟରେ ଅତିରିକ୍ତ ୪୨୨୭୫ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ରାଜ୍ୟର ୧୦ଟି ଜିଲ୍ଲାରେ ଏହି ୨୭ଟି ପ୍ରକଳ୍ପ କାର୍ୟ୍ୟକ୍ଷମ ହେବ।

ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ଏହି ପ୍ରକଳ୍ପଗୁଡ଼ିକୁ ମଞ୍ଜୁରୀ ମିଳିଛି। ଡାଉନଷ୍ଟ୍ରିମ ଆଲୁମିନିୟମ, ଅକ୍ଷୟ ଶକ୍ତି, ନିର୍ମାଣ, ଫୁଡ୍ ପ୍ରୋସେସିଂ, ପ୍ଲାଷ୍ଟିକ, ଆପେରାଲ ଆଣ୍ଡ ଟେକ୍ସଟାଇଲ, ଫେରୋ ଆଲଏଜ୍‌, ଆଇଟି ଇନଫ୍ରାଷ୍ଟକଚର କ୍ଷେତ୍ରରେ ଏହି ପୁଞ୍ଜିନିବେଶ ହେବ।
କନ୍ଧମାଳର ବାଲିଗୁଡ଼ାଠାରେ ୭୮୭.୪୮କୋଟି ଟଙ୍କା ବ୍ୟୟରେ ୬୩ ମେଗାୱାଟ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ଓଡ଼ିଶା ଜଳବିଦ୍ୟୁତ ନିଗମର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ଅତିରିକ୍ତ ୨୧୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି ଅନୁଗୁଳରେ ଗତିଶକ୍ତି ମଲଟିମୋଡାଲ ଟର୍ମିନାଲ ସ୍କିମରେ ଘରୋଇ ମାଲ ପରିବହନ ଟର୍ମିନାଲ ସ୍ଥାପନ ପାଇଁ କୋଲି କର୍ମସିଆଲ ଏଲଏଲପି ୮୨.୦୨କୋଟି ଟଙ୍କା ବିନିଯୋଗ କରିବ। ଖୋର୍ଦ୍ଧାଠାରେ ପ୍ରିମିୟମ ଟ୍ରାନ୍ସମିଶନ ଭେଂଚର ପକ୍ଷରୁ ଇଣ୍ଡଷ୍ଟ୍ରିଆଲ ଟ୍ରାନ୍ସମିଶନ ଓ ଅକ୍ଷୟଶକ୍ତି ଉପକରଣ ନିର୍ମାଣ ନିମନ୍ତେ ୫୫୫ କୋଟି ଟଙ୍କା ନିବେଶ କରାଯିବ। ଏହି ପ୍ରସ୍ତାବକୁ ମଧ୍ୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି। ପାରାଦୀପଠାରେ ଟେକ୍ସମୋକୋ ରେଲ୍ ଆଣ୍ଡ ଇଞ୍ଜିନିୟରିଂ ୪୩୮.୯୨କୋଟି ଟଙ୍କା ବିନିଯୋଗ କରି ରେଳବାଇ ବଗି ଓ କପଲର ନିର୍ମାଣ କରିବ। ଏଥିରେ ପ୍ରାୟ ୨ହଜାର ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ।

ସେହିପରି ଏସଏମଇଏଲ୍ ଷ୍ଟିଲ ଷ୍ଟ୍ରକଚରାଲ ପ୍ରାଇଭେଟ୍ ଲିମିଟେଡ୍ ଦ୍ୱାରା ୮୯୩କୋଟି ଟଙ୍କା ବ୍ୟୟରେ ସମ୍ବଲପୁରର ରେଙ୍ଗାଳିଠାରେ ଆଲୁମିନିୟମ କଏଲ, ଫ୍ଲାଟ ରୋଲଡ୍ ଓ ବ୍ୟାଟେରୀ ଫଏଲ୍ ନିର୍ମାଣ ୟୁନିଟ୍ ସ୍ଥାପନ କରାଯିବ ଓ ଏଥିରେ ୫୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଖୋର୍ଦ୍ଧାଠାରେ ମାଗପେଟ୍ ପଲିମର କମ୍ପାନୀ ପକ୍ଷରୁ ୧୭୫କୋଟି ଟଙ୍କା ବ୍ୟୟରେ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାଦନ କରାଯିବ। ଏଥିରେ ୫୪୫ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାପଡ଼ିଛି। ସେହିପରି ଆଇଟିସି ଲିମିଟେଡ୍ ୧୪୮.୩୯କୋଟି ଟଙ୍କା ବ୍ୟୟରେ ପୁରୀ ସିପସରୁବାଲିଠାରେ ୫ତାରକା ବିଶିଷ୍ଟ ୱେଲକମ୍ ହୋଟେଲ ନିର୍ମାଣ କରିବ। ପ୍ରାୟ ୧୫୪ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।

Powered by Froala Editor

Tags Single window approval for 27 projects worth Rs 6134 crore

Related articles Odisha News Lens 4.1

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    14985
    May 24, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14911
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14397
    May 24, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13856
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13991
    May 23, 2026
  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ
    ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14184
    May 23, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15425
    May 23, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15437
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15524
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    13991
    May 23, 2026
  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14184
    May 23, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14865
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16876
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15437
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14974
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14385
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14511
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15572
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15419
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13984
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13856
    May 24, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15437
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15524
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In