Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

ରାଜ୍ୟ
Home ›› ରାଜ୍ୟ ››କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ ମୋ ବସ୍‌‌ ଯାତ୍ରୀ

କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ ମୋ ବସ୍‌‌ ଯାତ୍ରୀ

2024-02-24 08:00:56
15037
Share:
Facebook
Twitter
E-Mail
WhatsApp
Telegram
କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ ମୋ ବସ୍‌‌ ଯାତ୍ରୀ

ଭୁବନେଶ୍ୱର: ଟିକଟ ବ୍ୟବସ୍ଥାରେ ଆଉ ପାଦେ ଆଗକୁ ଗଲା କ୍ୟାପିଟାଲ୍‌‌ ରିଜିଅନ୍‌‌ ଅର୍ବାନ୍‌‌ ଟ୍ରାନ୍ସପୋର୍ଟ(କ୍ରୁଟ୍‌‌)। ବସ୍‌‌ ଯାତ୍ରୀ ପାଇଁ ଏଣିକି ଆଉ ସାଙ୍ଗରେ ଟଙ୍କା ନେଇ ଯିବାର ଆବଶ୍ୟକତା ନାହିଁ। ମୋ ବସ୍‌‌ ଯାତ୍ରୀ କାର୍ଡ ଦ୍ୱାରା ଟିକଟ୍‌‌ ନେଇ ପାରିବେ। ଆପ୍‌‌ ମାଧ୍ୟମରେ ମଧ୍ୟ ଟିକଟ ପାଇପାରିବେ। ଶୁକ୍ରବାର ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ କ୍ରୁଟ୍‌‌ ଅଧ୍ୟକ୍ଷା ଏଭଳି ବ୍ୟବସ୍ଥାକୁ ଉନ୍ମୋଚନ କରିଛନ୍ତି। ମୋ ବସ୍‌‌ ସେବାରେ ଉନ୍ନତ ପ୍ରଯୁକ୍ତି ବିଦ୍ୟା ଓ ଯାତ୍ରୀମାନଙ୍କ ପାଇଁ ସହଜ, ସରଳ ଯାତ୍ରା ପାଇଁ ଏକ ନୂଆ ମୋ ବସ୍‌‌ ମୋବାଇଲ୍‌‌ ଆପ୍ଲିକେସନ୍‌‌ ଉନ୍ମୋଚନ ହୋଇଛି। ଯେଉଁଥିରେ ଚଳନ୍ତା ବସ୍‌‌ଗୁଡ଼ିକର ଟ୍ରାକିଂ ଏବଂ ବସ୍‌‌ ମଧ୍ୟରେ ଥିବା ବାସ୍ତବିକ ସମୟର ଯାତ୍ରୀଙ୍କ ସ୍ଥିତି ଜାଣିହେବ। ଏହି ଆପ୍‌‌କୁ ବ୍ୟବହାର କରି ଯାତ୍ରୀମାନେ ଅନ୍‌‌ଲାଇନ୍‌‌ ଟିକଟ୍‌‌ ଏବଂ ପାସ୍‌‌ କରିବା ସହିତ ଏହାର ନବୀକରଣ କରିପାରିବେ। ମୋ ବସ୍‌‌ ମୋବାଇଲ୍‌‌ ଆପ୍ଲିକେସନ୍‌‌ର ଉଭୟ ଆଣ୍ଡ୍ରଏଡ୍‌‌ ଏବଂ ଆଇଓଏସ୍‌‌ ଭର୍ସନ ଉନ୍ମୋଚନ ହୋଇଛି। ଯେଉଁଥିରେ ଯାତ୍ରୀମାନେ ମୋ ବସ୍‌‌ ସେବା ଉପଲବ୍ଧ ଥିବା ପ୍ରତ୍ୟେକ ସହର ଓ ଏହାର ରୁଟ୍‌‌ ବିଷୟରେ ସେଥିରୁ ଜାଣିପାରିବେ।
ଏହି ନୂତନ ଆପ୍‌‌ ମାଧ୍ୟମରେ ମୋ ବସ୍‌‌ରେ ଯାତ୍ରା କରିବା ସମୟରେ ହିଁ ଜଣେ ଯାତ୍ରୀ ନିଜର ଟିକେଟ୍‌‌ ବୁକ୍‌‌ କରିପାରିବେ ଏବଂ ଆଗାମୀ ଯାତ୍ରାର ଯୋଜନା ସହଜରେ ପ୍ରସ୍ତୁତ କରିହେବ। ବସ୍‌‌ ପହଞ୍ଚିବା ପୂର୍ବରୁ ମୋ ବସ୍‌‌ ମଧ୍ୟରେ ଯାତ୍ରୀଙ୍କ ଉପସ୍ଥିତି ଜାଣିବା ସହିତ ଷ୍ଟପେଜ୍‌‌ରେ ବସ୍‌‌ ପହଞ୍ଚିବାର ଆନୁମାନିକ ସମୟ ମଧ୍ୟ ଜାଣିହେବ। ତାହା ସହିତ ଆପଣ ଆପଣଙ୍କ ଚତୁଃପାର୍ଶ୍ୱରେ ଉପସ୍ଥିତ ବସ୍‌‌କୁ ଦେଖିପାରିବେ। ଆପଣଙ୍କ ସହର ଓ ନିଜ ଭାଷା ଚୟନ କରି ଏହାକୁ ବ୍ୟବହାର କରିପାରିବେ। ଏହି ଅବସରରେ ଭୁବନେଶ୍ୱର ଉନ୍ନୟନ କମିସନର୍‌‌, ଅତିରିକ୍ତ ଶାସନ ସଚିବ ଏବଂ କ୍ରୁଟ୍‌‌ ଅଧ୍ୟକ୍ଷା ଅନୁ ଗର୍ଗ କହିଛନ୍ତି ଯେ, ବର୍ତ୍ତମାନ ଯାତ୍ରୀମାନେ ଏହି ନୂତନ ଆପ୍‌‌ ବ୍ୟବହାର କରି ସେମାନଙ୍କ ବସ୍‌‌ ଆଗମନର ଲାଇଭ୍‌‌ ଟ୍ରାକିଂ ତଥା ମୋ ବସ୍‌‌ ସେମାନଙ୍କ ଷ୍ଟପେଜ୍‌‌ରେ ପହଞ୍ଚିବାର ବାସ୍ତବିକ ସମୟ ଜାଣିବା ସହିତ ଆଗାମୀ ଯାତ୍ରାର ଯୋଜନା ପ୍ରସ୍ତୁତ କରିପାରିବେ। ଶ୍ରୀମତୀ ଗର୍ଗ ମୋବାଇଲ୍‌‌ ଆପ୍‌‌ ଉନ୍ମୋଚନ ସହିତ ପୂର୍ବରୁ ଆରମ୍ଭ ହୋଇଥିବା ମୋ ବସ୍‌‌ କାର୍ଡର ଏକ ନୂଆ କାର୍ଡ ସହିତ ସ୍ୱତନ୍ତ୍ର ଅଫର୍‌‌ ମଧ୍ୟ ଘୋଷଣା କରିଛନ୍ତି। ୫୦ ଟଙ୍କା ଦେଇ କାର୍ଡ କ୍ରୟ କରିବା ପରେ, ୫୦୦ ଟଙ୍କାର ରିଚାର୍ଜ ଉପରେ ୪୦ ପ୍ରତିଶତ ଏବଂ ୧୦୦୦ ଟଙ୍କାର ରିଚାର୍ଜ ଉପରେ ୫୦ ପ୍ରତିଶତ ଲାଭାଂଶ ମୂୂଲ୍ୟ ସହିତ କାର୍ଡ ପାଇପାରିବେ। ଏହି ସ୍ୱତନ୍ତ୍ର ଅଫର୍‌‌ ୧ମାର୍ଚ୍ଚ ପର୍ୟ୍ୟନ୍ତ ରହିବ। ମୋ ବସ୍‌‌ର ପ୍ରତିଟି ରୁଟ୍‌‌ରେ ଗାଇଡ୍‌‌ମାନଙ୍କଠାରୁ କିମ୍ୱା ମାଷ୍ଟର୍‌‌କାଣ୍ଟିନ୍‌‌ ବସ୍‌‌ ଟର୍ମିନାଲ୍‌‌ ଏବଂ ପଟିଆ ମୋ ବସ୍‌‌ ମୁଖ୍ୟ କାର୍ୟ୍ୟାଳୟକୁ ଆସି ଏହି ନୂତନ ମୋ ବସ୍‌‌ କାର୍ଡ କ୍ରୟ କରିପାରିବେ। କଟକ ନେତାଜୀ ବସ୍‌‌ ଟର୍ମିନାଲ୍‌‌ ଏବଂ ରାଉର୍‌‌କେଲା ବସ୍‌‌ ଷ୍ଟାଣ୍ଡ୍‌‌ରେ ମଧ୍ୟ ଏହା ବିକ୍ରୟ ହେବ। କ୍ୟାପିଟାଲ୍‌‌ ରିଜିଅନ୍‌‌ ଏବଂ ରାଉରକେଲାର ବିଭିନ୍ନ ସ୍ଥାନରେ ମଧ୍ୟ ଏହାର ବିକ୍ରୟ ପାଇଁ ବ୍ୟବସ୍ଥା କରାଯିବ। ଏହାକୁ କ୍ରୟ କରି ମୋ ବସ୍‌‌ ସେବା ଉପଲବ୍ଧ ଥିବା ସମସ୍ତ ସହରରେ ବ୍ୟବହାର ହୋଇପାରିବ।

Powered by Froala Editor

Tags mo bus

Related articles Odisha News Lens 4.1

  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14737
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13749
    Oct 15, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13444
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14703
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14233
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13662
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13725
    Oct 16, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15399
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14569
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14569
    Oct 15, 2026
  • ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15169
    Oct 15, 2026
  • ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13749
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17877
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17827
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18247
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14703
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14614
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14719
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15722
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14397
    Sep 27, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13944
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15807
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15042
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14233
    Oct 15, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15169
    Oct 15, 2026
  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14737
    Oct 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In