Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ ...

  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ ...

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ ...

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

ଅପରାଧ
Home ›› ଅପରାଧ ››ବାହା ହେବାର ପାଗଳାମି, ଟିଭି ଆଙ୍କରଙ୍କୁ ଅପହରଣ କରିନେଲେ ଯୁବତୀ

ବାହା ହେବାର ପାଗଳାମି, ଟିଭି ଆଙ୍କରଙ୍କୁ ଅପହରଣ କରିନେଲେ ଯୁବତୀ

2024-02-24 19:28:27
19802
Share:
Facebook
Twitter
E-Mail
WhatsApp
Telegram
ବାହା ହେବାର ପାଗଳାମି, ଟିଭି ଆଙ୍କରଙ୍କୁ ଅପହରଣ କରିନେଲେ ଯୁବତୀ

ଫେକ୍ ଆଇଡିରେ ଚାଟିଂ କରି ପ୍ରେମ ହୋଇଗଲା । ଫେକ୍ ଆଇଡିରେ ଲାଗିଥିଲା ହ୍ୟାଣ୍ଡସମ ଟିଭି ଆଙ୍କରଙ୍କ ଫଟୋ । ହେଲେ ସତ ଜାଣିବା ପରେ ବି ଯୁବତୀଙ୍କର ଟିଭି ଆଙ୍କରଙ୍କ ପ୍ରତି ଦୁର୍ବଳତା କମିନଥିଲା । ଆଙ୍କର ଜଣଙ୍କୁ ଖୋଜି ତାଙ୍କୁ ବାହା ହେବାକୁ କହିଥିଲା । ହେଲେ ଆଙ୍କର ଜଣକ ମନା କରିବାରୁ ତାଙ୍କୁ ଅପହରଣ କରିନେଇଥିଲା ଯୁବତୀ । ଏମିତି କାଣ୍ଡ ଘଟିଛି ହାଇଦ୍ରାବାଦରେ ।

ଯୁବତୀ ଜଣକ ହେଉଛନ୍ତି ବିଜ୍‌ନେସ୍‌ଓ୍ୱୁମେନ୍‌ ଭୋଗୀ ରେଡ୍ଡୀ ତ୍ରିଶା। ସେ ଡିଜିଟାଲ୍‌ ମାର୍କେଟିଂ ବ୍ୟବସାୟ କରୁଥିବା ୫ଟି ଷ୍ଟାର୍ଟଅପ୍‌ କମ୍ପାନିର ପରିଚାଳନା ନିର୍ଦେଶିକା ଅଛନ୍ତି। ୩୧ ବର୍ଷୀୟା ତ୍ରିଶା ମାଟ୍ରିମୋନି ସାଇ‌ଟ୍‌ରେ ଟିଭି ଆଙ୍କର୍‌ ପ୍ରଣବ ସିସ୍ତଲାଙ୍କ ଫଟୋ ଦେଖିଥିଲେ। ପ୍ରାୟ ୨ ବର୍ଷ ତଳୁ ତାଙ୍କ ସହିତ ସେ ଚାଟିଂ କରି ଆସୁଥିଲେ। କିନ୍ତୁ, ପରେ ତ୍ରିଶା ଜାଣିପାରିଲେ ଯେ, ମାଟ୍ରିମୋନି ସାଇଟ୍‌ରେ ଅସଲ ଆକାଉଣ୍ଟ୍‌ ହୋଲ୍ଡର ନିଜ ଫଟୋ ନ ଦେଇ ଟିଭି ଆଙ୍କର୍‌ ସିସ୍ତଲାଙ୍କ ଫଟୋ ବ୍ୟବହାର କରିଛନ୍ତି।

ତା’ପରେ ତ୍ରିଶା ପ୍ରୋଫାଇଲ୍‌ ସର୍ଚ କରି ସିସ୍ତଲାଙ୍କ ଫୋନ୍‌ ନମ୍ବର ପାଇଥିଲେ। ତାଙ୍କ ସହିତ ସେ ଇନ୍‌ଷ୍ଟାଗ୍ରାମ ମାଧ୍ୟମରେ ଯୋଗଯୋଗ କରିଥିଲେ। ଅଜ୍ଞାତ ବ୍ୟକ୍ତି ମାଟ୍ରିମୋନି ସାଇଟ୍‌ରେ ଜାଲ୍‌ ଆକାଉଣ୍ଟ ଖୋଲି ତାଙ୍କ ଫଟୋ ଲଗାଇ ଦେଇଥିବା ଟିଭି ଆଙ୍କର ସିସ୍ତଲା କହିଥିଲେ। ଏ ସଂକ୍ରାନ୍ତରେ ସେ ସାଇବର୍‌ କ୍ରାଇମ୍‌ ଥାନାରେ ଅଭିଯୋଗ ମଧ୍ୟ କରିଥିବା ଜଣାଇଥିଲେ।

ତେବେ ଏହା ପରେ ମଧ୍ୟ ତ୍ରିଶା ତାଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ। ହେଲେ ସିସ୍ତଲା ତ୍ରିଶାଙ୍କ ବିବହ ପ୍ରସ୍ତାବକୁ ପ୍ରତ୍ୟାଖାନ କରିବା ସହ ତାଙ୍କ ଫୋନ୍‌ ନମ୍ବର ବ୍ଲକ କରିଦେଇଥିଲେ। ସିସ୍ତଲାଙ୍କୁ ବାହା ହେବାକୁ ତ୍ରିଶା ତାଙ୍କୁ ଅପହରଣ କରିନେବାକୁ ଯୋଜନା କଲେ। ଅପହରଣ କରିନେବାକୁ ସେ ୪ଜଣ ଲୋକ ମୁତୟନ କରିଥିଲେ।

ଫେବ୍ରୁଆରି ୧୧ ତାରିଖ ଦିନ ୪ଜଣ ସିସ୍ତଲାଙ୍କୁ ଅପହରଣ କରି ତ୍ରିଶାଙ୍କ ଅଫିସ୍‌କୁ ନେଇ ନିର୍ଧୁମ୍‌ ଛେଚିଥିଲେ। ଜୀବନ ବିକଳରେ ସିସ୍ତଲା ତ୍ରିଶାଙ୍କ ଫୋନ୍‌ ରିସିଭ୍‌ କରିବେ ବୋଲି ରାଜି ହେବାରୁ ତାଙ୍କୁ ଛାଡ଼ି ଥିଲେ। ପରେ ସିସ୍ତଲା ଉପ୍ପଲ୍‌ ଥାନାରେ ଏନେଇ ଅଭିଯୋଗ କରିଛନ୍ତି।

ତ୍ରିଶା ଏକ ପ୍ରେମରେ ଏମିତି ପାଗଳ ହୋଇଯାଇଛନ୍ତି ଯେ, ଜଣେ ସଫଳ ଉଦ୍ୟୋଗୀ ହେବା ପରେ ମଧ୍ୟ କ୍ରାଇମର ବାଟ ବାଛି ନେଇଥିଲେ । ତଥାପି ତ୍ରିଶାଙ୍କ ମୁଣ୍ଡରୁ ଭୂତ ବାହାରିନଥିବା ଜଣାପଡିଛି । ସେ ଟିଭି ଆଙ୍କରଙ୍କୁ ସବୁଦିନ ଭଲ ପାଇବେ ବୋଲି କହୁଛନ୍ତି । 


Powered by Froala Editor

Tags kidnap

Related articles Odisha News Lens 4.1

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ
    ଦେଶ-ଦେଶାନ୍ତର

    ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13874
    Feb 21, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15790
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15750
    Feb 20, 2026
  • ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    ପୁଣି ବଢିଲା ସୁନା ଓ ରୂପା ଦର, ଜାଣନ୍ତୁ କେତେ?

    14476
    Feb 21, 2026
  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15077
    Feb 20, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ
    ବିଶେଷ

    ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15673
    Feb 21, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    14190
    Feb 20, 2026
  • ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ
    ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14694
    Feb 21, 2026
  • ସୁଲତାନପୁର କୋର୍ଟରେ ରାହୁଲ
    ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14997
    Feb 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15790
    Feb 20, 2026
  • ଦେଶ-ଦେଶାନ୍ତର

    ଘରେ ବସି ମୋବାଇଲ୍ ଫୋନରେ ଏମିତି ଚେକିଂ କରନ୍ତୁ ଇପିଏଫ୍ ବାଲାନ୍ସ

    14694
    Feb 21, 2026
  • ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14997
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17347
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17416
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17759
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16234
    Apr 03, 2021

ବିଶେଷ

  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    15673
    Feb 21, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    14355
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15204
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15918
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15932
    Feb 14, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14960
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14473
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16083
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15367
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ତ୍ରୀଙ୍କୁ ଟିଭି ଭଲ୍ୟୁମ୍ କମ କରିବାକୁ କହିଲେ ସ୍ଵାମୀ, ଛୁରୀରେ ଆକ୍ରମଣ କଲେ ସ୍ତ୍ରୀ

    13874
    Feb 21, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15750
    Feb 20, 2026
  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    15077
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In