Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ...

  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ...

  • ଆହୁରି ୭ ଦିନ ହେବ ଭୟଙ୍କର ଗରମ

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ...

  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ...

  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ...

  • ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବନିମ୍ନ ...

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ...

  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

Home ›› ››ବିଜେଡି ଛାଡି ବିଜେପିରେ ମିଶିଲେ ଦେବାଶିଷ

ବିଜେଡି ଛାଡି ବିଜେପିରେ ମିଶିଲେ ଦେବାଶିଷ

2024-02-25 19:51:53
14874
Share:
Facebook
Twitter
E-Mail
WhatsApp
Telegram
ବିଜେଡି ଛାଡି ବିଜେପିରେ ମିଶିଲେ ଦେବାଶିଷ

ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଛନ୍ତି ଦେବାଶିଷ। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି।

ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ ୪ଥର କାର୍ଯ୍ୟ କରିଛନ୍ତି ଦେବାଶିଷ। ସେ ୨୦୦୦ ଓ ୨୦୦୪ରେ ଓଡ଼ିଶାରେ ହୋଇଥିବା ବିଧାନସଭା ନିର୍ବାଚନରେ ସେ ବରୀ-ଡେରାବିଶ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୯ ଓ ୨୦୧୪ରେ ବିଧାନସଭା ନିର୍ବାଚନରେ ସେ ବରୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୫ତମ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବରୀ ନିର୍ବାଚନ ମଣ୍ଡଳୀରେ ପୁର୍ବରୁ ବିଧାୟକ ଥିବା ଦେବାଶିଷଙ୍କୁ ଗତ ୨୦୧୯ ନିର୍ବାଚନରେ ନିଜେଡି ଟିକେଟ୍ ଦେଇ ନଥିଲା । ଏହାପରେ ଦଳ ବରୀ ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ଦାସ୍‌ଙ୍କୁ ବରୀରୁ ଟିକେଟ୍ ଦେଇଥିଲା। ସେ ଦଳର କାର୍ଯ୍ୟକାରିତାକୁ ନେଇ ଅସନ୍ତୁଷ୍ଟ ଥିଲେ ।

ବିଜେପିରେ ସାମିଲ୍ ହେବା ପରେ ବିଜେଡି ଉପରେ ବର୍ଷିଛନ୍ତି ଦେବାଶିଷ ନାୟକ। ପୂର୍ବରୁ ଦଳ ଯେଭଳି ଥିଲା, ଆଉ ସେଭଳି ହୋଇ ରହିନି। ବିଜେଡି ଅନୁଭବ କରି ସାରିଲାଣି, ତାର ଆଉ ଭୋଟ୍ ନାହିଁ। ତେଣୁ ବିଭିନ୍ନ ଦଳରୁ ଲୋକଙ୍କୁ ଆମଦାନୀ କରୁଛି ବିଜେଡି ବୋଲି ଦେବାଶିଷ କହିଛନ୍ତି ।

ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉଭୟଙ୍କୁ ସ୍ୱାଗତ କରିଛନ୍ତି। 

Powered by Froala Editor

Tags debasis

Related articles Odisha News Lens 4.1

  • ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)
    ରାଜନୀତି

    ବିଜୟ ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର ପାଇଁ ଧମକ ଦେଲା ସିପିଆଇ(ଏମ୍‌)

    13486
    May 20, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ
    ବିଶେଷ

    ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13876
    May 20, 2026
  • ଆହୁରି ୭ ଦିନ ହେବ ଭୟଙ୍କର ଗରମ
    ଦେଶ-ଦେଶାନ୍ତର

    ଆହୁରି ୭ ଦିନ ହେବ ଭୟଙ୍କର ଗରମ

    14365
    May 20, 2026
  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15747
    May 19, 2026
  • ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14517
    May 20, 2026
  • ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ
    ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14897
    May 20, 2026
  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ
    ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14922
    May 19, 2026
  • ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି
    ଦେଶ-ଦେଶାନ୍ତର

    ରୋମର ରାସ୍ତାରେ ଏକାଠି କାର ଯାତ୍ରା କଲେ ମୋଦୀ ଓ ମେଲୋନି

    14826
    May 20, 2026
  • ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...
    ଅପରାଧ

    ତ୍ବିଶା ଶର୍ମା ମୃତ୍ୟୁ ମାମଲା : ସିସିଟିଭି ଫୁଟେଜ୍ ନେଇ ତଦନ୍ତ, ଶାଶୂ କହିଲେ ବୋହୂ ...

    15436
    May 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ପଞ୍ଜାବରେ ହେବାକୁ ଥିବା ଅଦିନିଆ ରଥଯାତ୍ରା

    14517
    May 20, 2026
  • ଦେଶ-ଦେଶାନ୍ତର

    ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14922
    May 19, 2026
  • ମନୋରଞ୍ଜନ

    ନାନାବତୀ ହସ୍ପିଟାଲରେ ବିଗ୍ ବି ଅମିତାଭ ବଚ୍ଚନ

    14897
    May 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16866
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17481
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17533
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17918
    Sep 06, 2023

ବିଶେଷ

  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13876
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14247
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15447
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    15058
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15559
    May 14, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15409
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15147
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15640
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13971
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ

    15747
    May 19, 2026
  • ସରକାରଙ୍କ ନିୟନ୍ତ୍ରଣରେ ନାହିଁ ବିସିସିଆଇ

    14922
    May 19, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    13876
    May 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In