Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

Home ›› ››ଆଜି ଅମୃତ ଭାରତ ଷ୍ଟେସନର ଶିଳାନ୍ୟାସ କରିବେ ମୋଦୀ, ଓଡ଼ିଶାର ରହିଛି ୨୧ଟି ଷ୍ଟେସନ

ଆଜି ଅମୃତ ଭାରତ ଷ୍ଟେସନର ଶିଳାନ୍ୟାସ କରିବେ ମୋଦୀ, ଓଡ଼ିଶାର ରହିଛି ୨୧ଟି ଷ୍ଟେସନ

2024-02-26 05:55:39
14292
Share:
Facebook
Twitter
E-Mail
WhatsApp
Telegram
ଆଜି ଅମୃତ ଭାରତ ଷ୍ଟେସନର ଶିଳାନ୍ୟାସ କରିବେ ମୋଦୀ, ଓଡ଼ିଶାର ରହିଛି ୨୧ଟି ଷ୍ଟେସନ

ଭୁବନେଶ୍ୱର: ଦେଶବାସୀଙ୍କୁ ୪୧ ହଜାର କୋଟିର ଭେଟି । ଆଜି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।  ସୋମବାର ସାରା ଦେଶରେ ଅମୃତ ଭାରତ ଷ୍ଟେସନର ଶିଳାନ୍ୟାସ କରିବେ ପିଏମ୍ । ପ୍ରଥମ ପର୍ୟ୍ୟାୟରେ ୫୫୪ର ଷ୍ଟେସନର ନିଅଁ ପଡ଼ିବ । ଏଥିରେ ଓଡ଼ିଶାର ୨୧ଟି ଅମୃତ ଭାରତ ଷ୍ଟେସନ ରହିଛି ।
ବୁନିଆଦି ଢାଞ୍ଚାରେ ଦେଶର ଅଧିକାଂଶ ଷ୍ଟେସନର ଭିତ୍ତିଭୂମିରେ ପରିବର୍ତ୍ତନ ହେବ । ଏଥିପାଇଁ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରୁ ୫୫୩ ରେଳ ଷ୍ଟେସନ ଚୟନ କରାଯାଇଛି । ପ୍ରାୟ ୧୯ ହଜାର କୋଟି ଟଙ୍କା ବ୍ୟୟରେ ନବୀକରଣ ହେବ । ଯାତ୍ରୀଙ୍କ ପାଇଁ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ରହିବ । ଷ୍ଟେସନ ଗୁଡ଼ିକରେ ସ୍ଥାନୀୟ ସଂସ୍କୃତି, ଲୋକକଳାରେ ଚିତ୍ରୀତ ହେବ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ରୋଡ୍ ଓଭର ବ୍ରିଜ୍, ଅଣ୍ଡର ପାସ୍ ମଧ୍ୟ ଶିଳାନ୍ୟାସ କରିବେ । କାର୍ୟ୍ୟ ସମ୍ପୂର୍ଣ୍ଣ ହୋଇଥିବା କିଛି ପ୍ରକଳ୍ପର ଉଦଘାଟନ କରିବେ ମୋଦି । ଏଥିରେ ଦିଲ୍ଲୀର ତିଲକ୍ ବ୍ରିଜ୍ ରେଲଓ୍ବେ ଷ୍ଟେସନ ମଧ୍ୟ ସାମିଲ୍ ରହିଛି । ପୂର୍ବତଟ ରେଳପଥର ୨୨ ଓ ଓଡ଼ିଶାର ୨୧ଟି ଅମୃତ ଭାରତ ରେଳ ଷ୍ଟେସନର ସୋମବାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେହିପରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ୪ଟି ନୂଆ ରେଳ ପ୍ରକଳ୍ପର ଶିଳାନ୍ୟାସ ହେବ । ବାରଙ୍ଗ ଓ ମଞ୍ଚେଶ୍ୱର ମଝିରେ କଳାରାହାଙ୍ଗ ନିକଟରେ ଏକ ରୋଡ୍‌ ଓଭର ବ୍ରିଜ୍‌ର ଶିଳାନ୍ୟାସ ମଧ୍ୟ ହେବ । ବାରଙ୍ଗ ଓ ମଞ୍ଚେଶ୍ୱର ରେଳ ଷ୍ଟେସନ ମଝିରେ ତଥା ପଟିଆ ଏନଏସି ରୋଡ୍‌ ନିକଟରେ ଆଉ ଏକ ଆରଓବି ହେବ । ଅନ୍ୟ ଦୁଇଟି ଆରଓବି ତରାବୋଇ ଗେଟ୍‌ ନିକଟରେ ବେଣାପଞ୍ଜରୀ ଗାଁରେ କାଇପଦର ରେଳ ଷ୍ଟେସନରେ ତଥା ଭୂଷଣ୍ଡପୁର ଷ୍ଟେସନ ପରିସରରେ ହେବ । ଏହି ଶିଳାନ୍ୟାସ ଓ ଉଦଘାଟନ ପାଇଁ କଳାରାହାଙ୍ଗ ଓ ପଟିଆରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Powered by Froala Editor

Tags Modi

Related articles Odisha News Lens 4.1

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15561
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14742
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    14994
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14902
    May 24, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14445
    May 25, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14946
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15023
    May 24, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14701
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14490
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14742
    May 25, 2026
  • ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14445
    May 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14902
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15477
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14978
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14390
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14515
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15576
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15420
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13985
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14432
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    14994
    May 25, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14946
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In