Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

  • ବିବାହ ପରେ ଏହି ଦୁଇ ରାଶିର ଲୋକ ...

  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ...

  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଲୋମହର୍ଷଣକାରୀ କାଣ୍ଡ: ଦୁଇ ନାବାଳିକାଙ୍କୁ ଗଣ ଦୁଷ୍କର୍ମ

ଲୋମହର୍ଷଣକାରୀ କାଣ୍ଡ: ଦୁଇ ନାବାଳିକାଙ୍କୁ ଗଣ ଦୁଷ୍କର୍ମ

2024-02-26 10:40:29
14685
Share:
Facebook
Twitter
E-Mail
WhatsApp
Telegram
ଲୋମହର୍ଷଣକାରୀ କାଣ୍ଡ: ଦୁଇ ନାବାଳିକାଙ୍କୁ ଗଣ ଦୁଷ୍କର୍ମ

ରାଞ୍ଚି: ଝାଡଖଣ୍ଡର ଲୋହରଦଗା ଜିଲ୍ଲାରେ ଲୋମହର୍ଷଣକାରୀ କାଣ୍ଡ ସାମ୍ନାକୁ ଆସିଛି । ଦୁଇଜଣ ନାବାଳିକାଙ୍କୁ ୧୧ ଜଣ ଅଭିଯୁକ୍ତ କରିଛନ୍ତି ଗଣ ଦୁଷ୍କର୍ମ । ପୋଲିସ ଏହି ଘଟଣାର ସମସ୍ତ ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଲୋହରଦଗା ଜିଲ୍ଲାର ବଗାଡୁ ଥାନା ଅନ୍ତର୍ଗତ ଅଲଗା ଅଲଗା ଗାଁରେ ରହୁଥିବା ୩ ଜଣ ନାବାଳିକା ଗତ ଶନିବାର ଦିନ ନିଜର ଏକ ବାନ୍ଧବୀ ଘରକୁ ଯାଇଥିଲେ । ସେହି ବାନ୍ଧବୀ ଜଣଙ୍କର ଘର ସ୍ନେହା ଥାନା ଅନ୍ତର୍ଗତ କଣ୍ଡରା ଗାଁ ହୋଇଥିବା ବେଳେ ସେ ଉକ୍ତ ୩ ନାବାଳିକାଙ୍କୁ ନିଜ ଜନ୍ମଦିନ ପାଳନ ପାଇଁ ଘରକୁ ଡାକିଥିଲେ । ଜନ୍ମଦିନ ପାଳନ କରିସାରିବା ପରେ ସନ୍ଧ୍ୟା ସମୟରେ ସେମାନେ ଫେରିଥିଲେ ।
ସେମାନଙ୍କ ମଧ୍ୟରୁ ଜଣେ ନାବାଳିକା ନିଜ ଘରକୁ ଫେରିଯାଇଥିବା ବେଳେ ଅନ୍ୟ ୨ ଜଣ ନାବାଳିକା ନିଜର ଜଣେ ପରିଚିତଙ୍କ ଘରେ ରହିଥିଲେ । ସେହି ପରିଚିତ ବ୍ୟକ୍ତିଙ୍କ ଘର ବଗଡୁ ଥାନା ଅନ୍ତର୍ଗତ ଏକ ଗାଁରେ ସେମାନେ ରହିଥିଲେ । ଶନିବାର ବିଳମ୍ବିତ ରାତିରେ ୧୧ ଜଣ ଲୋକ ସେମାନଙ୍କ ଘରେ ଆସି ପହଞ୍ଚିଥିଲେ, ଯେଉଁଥିରେ ୩ ଜଣ ନାବାଳକ ମଧ୍ୟ ସାମିଲ ଥିଲେ । ସମସ୍ତ ୧୧ ଜଣ ଅଭିଯୁକ୍ତ ମିଳିତ ଭାବେ ଉଭୟ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ । ରବିବାର ଦିନ ଉଭୟ ନାବାଳିକା ବଗଡୁ ଥାନାକୁ ଯାଇ ପୋଲିସକୁ ସମସ୍ତ ଘଟଣା ବିଷୟରେ କହିବା ସହ ମାମଲା ରୁଜୁ କରିଥିଲେ । ଏହା ପରେ ପୋଲିସ ତ୍ବରିତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଥିଲା ।
ସବ ଡିଭିଜନାଲ ପୋଲିସ ଅଧିକାରୀ ଶ୍ରଦ୍ଧା କେର୍କେଟାଙ୍କ ନିର୍ଦେଶ କ୍ରମେ ବଗାଡୁ ଥାନା ପ୍ରଭାରୀ ତ୍ବରିତ କାର୍ୟ୍ୟାନୁଷ୍ଠାନ ନେଇ ୩ ଜଣ ନାବାଳକଙ୍କ ସମେତ ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ । ଗିରଫ ହୋଇଥିବା ଅଭିଯୁକ୍ତମାନେ ବଗାଡୁ, ଭୁଷାଡ ଓ ଗାଙ୍ଗୁପାର ଗାଁର ବାସିନ୍ଦା ବୋଲି ଜଣାପଡିଛି । ସମସ୍ତ ଅଭିଯୁକ୍ତଙ୍କୁ ପଚରାଉଚରା ଜାରି ରହିଛି । ଏହି ଗଣଦୁଷ୍କର୍ମ ଘଟଣା ଫଳରେ ସେହି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ଯାହା ଫଳରେ ଥାନା ସମ୍ମୁଖରେ ଗ୍ରାମବାସୀଙ୍କ ଭିଡ଼ ଜମିଥିଲା । ଏସଡିପିଓ କହିଛନ୍ତି ଯେ ପୋଲିସ ଏହି ମାମଲାରେ ଅଧିକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରୁଛି ।

Powered by Froala Editor

Tags Gang rape

Related articles Odisha News Lens 4.1

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି
    ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13635
    Sep 11, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15262
    Sep 11, 2026
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...
    ଦେଶ-ଦେଶାନ୍ତର

    ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ଦୁର୍ନୀତିଗ୍ରସ୍ତ ସରକାର କହିଲେ ରାହୁଲ ...

    14778
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13455
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14938
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14298
    Sep 10, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13743
    Sep 09, 2026
  • ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟରେ ପୁଣି ଯୁଦ୍ଧ, ଅଶୋଧିତ ତୈଳ ଦର ଉପରେ ପଡ଼ିଛି ପ୍ରଭାବ

    15577
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14628
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14298
    Sep 10, 2026
  • ବିଶେଷ

    ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13635
    Sep 11, 2026
  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15262
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17088
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17754
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17755
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18161
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    13635
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15740
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14562
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13873
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14678
    Aug 31, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13788
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14665
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15031
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14992
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15262
    Sep 11, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14628
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    13743
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In