Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ...

  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ...

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

Home ›› ››ନୋବେଲ ପୁରସ୍କାର ନେଇ ଏମିତି କହିଲେ କେଜ୍ରିୱାଲ

ନୋବେଲ ପୁରସ୍କାର ନେଇ ଏମିତି କହିଲେ କେଜ୍ରିୱାଲ

2024-02-26 10:43:41
14885
Share:
Facebook
Twitter
E-Mail
WhatsApp
Telegram
ନୋବେଲ ପୁରସ୍କାର ନେଇ ଏମିତି କହିଲେ କେଜ୍ରିୱାଲ

ନୂଆଦିଲ୍ଲୀ: ମୋତେ ନୋବେଲ ପୁରସ୍କାର ମିଳିବା କଥା । ଏକ ସାଧାରଣ ସମାବେଶରେ ଯୋଗ ଦେଇ କେନ୍ଦ୍ର ସରକାର ଏବଂ ଦିଲ୍ଲୀର ଉପରାଜ୍ୟପାଳଙ୍କ ବିରୋଧରେ ବର୍ଷିବା ସହ ଏମିତି କହିଛନ୍ତି କେଜ୍ରିୱାଲ । ତାଙ୍କୁ ଓ ଦିଲ୍ଲୀବାସୀଙ୍କୁ ବିଜେପି ହଇରାଣ କରୁଥିବା ସେ ଅଭିଯୋଗ କରିଛନ୍ତି । ଯେଉଁଭଳି ଭାବେ ତାଙ୍କୁ ହଇରାଣ କରାଯାଉଛି ଆଉ ସେ ସରକାର ଚଳାଉଛନ୍ତି ଏଥିପାଇଁ ତାଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରିବା ଦରକାର ବୋଲି କେଜ୍ରିୱାଲ କହିଛନ୍ତି ।ଦିଲ୍ଲୀରେ କେମିତି ସରକାର ଚଳାଉଛି ତାହା କେବଳ ମୁଁ ଜାଣିଛି ।

ବାରମ୍ବାର ହଇରାଣ କଲେ ମଧ୍ୟ ଦିଲ୍ଲୀବାସୀଙ୍କ ସେବା କରିବେ ବୋଲି କହିଛନ୍ତି କେଜ୍ରିୱାଲ । ଆଗାମୀ ଲୋକସଭା ନିର୍ବାଚନରେ ଦିଲ୍ଲୀବାସୀଙ୍କୁ ୭ରୁ ୭ ସାଂସଦ ଆସନରେ ଆପ-କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଅପିଲ କରିଛନ୍ତି ଅରବିନ୍ଦ କେଜ୍ରିୱାଲ । ଅନ୍ୟପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ମଧ୍ୟ ଇଡିରେ ହାଜର ହୋଇନାହାନ୍ତି । ଇଡି ସପ୍ତମ ଥର ପାଇଁ ସମନ କରି ହାଜର ହେବାକୁ କହିଥିଲା । କୋର୍ଟଙ୍କ ରାୟ ପରେ ହାଜର ହେବା ବାବଦରେ ନିଷ୍ପତି ନିଆଯିବ ବୋଲି ଆପ୍ ପକ୍ଷରୁ କୁହାଯାଇଛି ।

Powered by Froala Editor

Tags Kejriwal

Related articles Odisha News Lens 4.1

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ
    ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14667
    May 14, 2026
  • ହୁ ହୁ ବଢ଼ିଯିବ ସବୁ ଦର ଦାମ୍
    ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14601
    May 16, 2026
  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା
    ଦେଶ-ଦେଶାନ୍ତର

    ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14290
    May 16, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15408
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15072
    May 14, 2026
  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା
    ଦେଶ-ଦେଶାନ୍ତର

    ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15169
    May 15, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14569
    May 15, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14064
    May 14, 2026
  • ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ
    ଦେଶ-ଦେଶାନ୍ତର

    ଆର.ଜି କର ବଳାତ୍କାର ମାମଲା: ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

    14478
    May 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହୁ ହୁ ବଢ଼ିଯିବ ସବୁ ଦର ଦାମ୍

    14601
    May 16, 2026
  • ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14667
    May 14, 2026
  • ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14064
    May 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17477
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14569
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15072
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16012
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16181
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14623
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15402
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13960
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନରମାଲ୍ ଡେଲିଭରୀରେ ୪ ପିଲାଙ୍କୁ ଜନ୍ମ ଦେଲେ ମହିଳା

    14290
    May 16, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14610
    May 15, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14064
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In