Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, January 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ...

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ...

  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ...

  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

  • ଶୀତଦିନେ ଏପରି କରନ୍ତୁ ମେକଅପ

  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ...

  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ...

  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ...

ରାଜ୍ୟ
Home ›› ରାଜ୍ୟ ››୨୨ଜଣ ପୌର କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

୨୨ଜଣ ପୌର କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

2024-02-27 07:59:31
15446
Share:
Facebook
Twitter
E-Mail
WhatsApp
Telegram
୨୨ଜଣ ପୌର କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ  ରାଜ୍ୟ ସରକାର ୨୨ଜଣ ପୌର କାର୍ୟ୍ୟନିର୍ବାହୀ ଅଧିକାରୀଙ୍କ ବଦଳି କରିଛନ୍ତି । କୌଣସି ଅଫିସର ଅବା କର୍ମଚାରୀ ନିଜ ସଂସଦୀୟ କ୍ଷେତ୍ରରେ କାର୍ୟ୍ୟ ପାରିବେ ନାହିଁ ବୋଲି ଗତ ୨୪ତାରିଖରେ ନିର୍ବାଚନ କମିଶନ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ।ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭୁବନେଶ୍ୱର ଓ କଟକ ମହାନଗର ନିଗମର ୭ଜଣ ଅଫିସରଙ୍କ ସମେତ ବିଭିନ୍ନ ପୌର ପରିଷଦ ଓ ବିଜ୍ଞାପିତ ପରିଷଦ ଅଂଚଳର ମୋଟ୍ ୨୨ଜଣ କାର୍ୟ୍ୟନିର୍ବାହୀ ଅଫିସରଙ୍କୁ ବଦଳି କରାଯାଇଛି ।ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ବରିଷ୍ଠ ଓଏଏସ୍ ପ୍ରଫୁଲ୍ଲ କୁମାର ସ୍ୱାଇଁ , ଲ୍ୟାଣ୍ଡ ଅଫିସର ଓଏଏସ୍ ଅରୁଣ କୁମାର ନାୟକ, ଓଏଏସ୍ ଅଫିସର ମୃତ୍ୟୁଞ୍ଜୟ ତ୍ରିପାଠୀଙ୍କ ସମେତ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣର ସଚିବ ବରିଷ୍ଠ ଓଏଏସ୍ କବିନ୍ଦ୍ର କୁମାର ସାହୁଙ୍କୁ ଅନ୍ୟତ୍ର ବଦଳି ହୋଇଛି ।ପ୍ରଫୁଲ୍ଲ ସ୍ୱାଇଁଙ୍କୁ ପୁରୀ ପୌର ପରିଷଦର କାର୍ୟ୍ୟନିବାହୀ ଅଧିକାରୀ ଓ କବିନ୍ଦ୍ର ସାହୁଙ୍କୁ କଟକ ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଛି । କଟକ ଉନ୍ନୟନ ପ୍ରାଧିକରଣ(ସିଡିଏ)ର ପ୍ରଶାସନିକ ଅଧିକାରୀ ସଂଯୁକ୍ତା ସ୍ୱାଇଁଙ୍କୁ ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ପ୍ରଶାସନିକ ଅଫିସର, ପରିଶେ କୁମାର ନାୟକଙ୍କୁ ଭୁବନେଶ୍ୱର ଉନ୍ନୟନ ପ୍ରାଧିକରଣର ଏନଫୋର୍ସମେଂଟ ଅଫିସର, ସୁବ୍ରତ କୁମାର ବେହେରାଙ୍କୁ ବ୍ରହ୍ମପୁର ଉନ୍ନୟନ ପ୍ରାଧିକରଣର ଲ୍ୟାଣ୍ଡ ଅଫିସର ଭାବେ ବଦଳି ହୋଇଛି । ଓଏଏସ୍ ସ୍ୱସ୍ତିକ ଜମାଦାରଙ୍କୁ ବୌଦ୍ଧ ଏନଏଏସିର କାର୍ୟ୍ୟନିର୍ବାହୀ ଅଫିସର, ମନୋଜ କୁମାର ତାଣ୍ଡିଙ୍କୁ ଗୁଣୁପୁରୁ ପୌର ପରିଷଦ, ଜୟସେନ ଧରୁଆଙ୍କୁ ଟିଟିଲାଗଡ଼ କାର୍ୟ୍ୟନିର୍ବାହୀ, ଚନ୍ଦ୍ରକାନ୍ତ ବେହେରାଙ୍କୁ ଧର୍ମଗଡ଼ ଏନଏଏସି, ସୁଜିତ୍ କୁମାର ଚୌଧୁରୀଙ୍କୁ ଫୁଲବାଣୀ ପୌର ପରିଷଦ, ପ୍ରମୋଦ କୁମାର ଖିଲୋଙ୍କୁ ପାରଳାଖେମୁଣ୍ଡି ପୌର ପରିଷଦ, ରାଜେଶ କୁମାର ମହାପାତ୍ରଙ୍କୁ ବାଲିମେଳା ଏନଏଏସି, ଦିଲ୍ଲୀପ କୁମାର ମହାନ୍ତିଙ୍କୁ ଝାରସୁଗୁଡ଼ା ମ୍ୟୁନିସପାଲଟିର କାର୍ୟ୍ୟନିର୍ବାହୀ ଭାବେ ବଦଳି ହୋଇଛି ।ଦିଲ୍ଲୀପ କୁମାର ବିଶ୍ୱାଳ ଓ ପୂଜା ଲେଙ୍କାଙ୍କୁ କଟକ ଉନ୍ନୟନ ପ୍ରାଧିକରଣରେ କାର୍ୟ୍ୟ କରିବାକୁ ଅନୁମତି ଦିଆଯାଇଥିବାବେଳେ ପ୍ରମୋଦ କୁମାର ନାୟକଙ୍କୁ ଖଲ୍ଲିକୋଟ ଏନଏଏସି ଏବଂ କିରନ ବେହେରାଙ୍କୁ ସମ୍ବଲପୁର ମହାନଗର ନିଗମର ଆସିଷ୍ଟାଣ୍ଟ କମିଶନର ଭାବେ ବଦଳି ହୋଇଛି । ସେହିପରି ଜଗତସିଂହପୁର ମ୍ୟୁନିପାଲଟି ର କାର୍ୟ୍ୟନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ବଡ଼ୁଙ୍କୁ ଭୁବନେଶ୍ୱର ମହାନଗର ନିଗମର ଆସିଷ୍ଟାଣ୍ଟ କମିଶନର ଭାବେ ବଦଳି ହୋଇଛି । ଏହି ସମସ୍ତ ଅଫିସରଙ୍କୁ ଆଜି ଅପରାହ୍ନରେ ବିଭାଗ ପକ୍ଷରୁ ସେଣ୍ଟ୍ରାଲୀ ରିଲିଭ୍ କରିଦିଆଯାଇଥିବା ଜଣାପଡ଼ିଛି ।

Powered by Froala Editor

Tags Transfer

Related articles Odisha News Lens 4.1

  • ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...
    ଦେଶ-ଦେଶାନ୍ତର

    ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ: ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ...

    15686
    Jan 22, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...
    ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ...

    15950
    Jan 20, 2026
  • ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ
    ଦେଶ-ଦେଶାନ୍ତର

    ସିଇଓ ପଦରୁ ଇସ୍ତଫା ଦେଲେ ଦୀପିନ୍ଦର ଗୋୟଲ

    13509
    Jan 22, 2026
  • ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍
    ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14553
    Jan 21, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?
    ଦେଶ-ଦେଶାନ୍ତର

    ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14861
    Jan 20, 2026
  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...
    ଦେଶ-ଦେଶାନ୍ତର

    ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ...

    15270
    Jan 22, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ...

    14463
    Jan 22, 2026
  • ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...
    ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ...

    15780
    Jan 20, 2026
  • ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

    13605
    Jan 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15950
    Jan 20, 2026
  • ଦେଶ-ଦେଶାନ୍ତର

    ଦେଢ଼ ଲକ୍ଷ ପାର୍ କଲା ସୁନା ଦାମ୍

    14553
    Jan 21, 2026
  • ଦେଶ-ଦେଶାନ୍ତର

    ଦେଶର ଉନ୍ନତ ଭବିଷ୍ୟତ ଲାଗି ନୂଆ ପିଢ଼ିକୁ ଠିକ୍ ସମୟରେ ବଡ଼ ଦାୟିତ୍ୱ ଦିଆଯିବା କଥା: ନୀତିନ ଗଡ଼କରୀ

    15780
    Jan 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17300
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17382
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17726
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16202
    Apr 03, 2021

ବିଶେଷ

  • ଶୀତଦିନେ ଏପରି କରନ୍ତୁ ମେକଅପ

    15352
    Jan 21, 2026
  • ସକାଳୁ ଖାଲି ପେଟରେ ଚା ପିଇବା ଦ୍ବାରା ହୋଇଥାଏ ଏହିସବୁ ସମସ୍ୟା

    15954
    Jan 19, 2026
  • ଅତ୍ୟଧିକ ମାତ୍ରାରେ ରସୁଣ ଖାଇବା ଶରୀର ପାଇଁ ହୋଇଥାଏ କ୍ଷତିକାରକ

    15668
    Jan 17, 2026
  • ଶୀତଦିନେ ଓଠ ଫାଟିବାର କାରଣ ଓ ନିରାକରଣ ଜାଣନ୍ତୁ.....

    16400
    Jan 16, 2026
  • ଶୀତଦିନେ ଏହି ଖାଦ୍ୟ ପ୍ରତି ରୁହନ୍ତୁ ସାବଧାନ!

    15224
    Jan 15, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

ଭୁବନେଶ୍ୱର: ସାମ୍ପ୍ରତିକ ସମୟର ବିଳମ୍ବିତ ରାତି, ଅଧିକ ଚାପ ଏବଂ ପୋଷଣ ହ୍ରାସ ଖାଦ୍ୟ ଯୁଗରେ ସବୁଠାରୁ ସୁସ୍ଥ କେଶ, ତ୍ୱଚା ଏବଂ ନଖ ମଧ୍ୟ ସେଗୁଡିକର ମଜଭୁତପଣ ହରାଇପାରେ । ଉପଭୋକ୍ତାମାନେ ସମାଧାନଗୁଡିକ ଭିତରେ ଅଧିକର ...

  • ୧.୪୦ ଲକ୍ଷ ଟପିଲା ସୁନା

    15723
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15474
    Jan 08, 2026
  • ଆଇଟିସି 'ଭିଟାମିନ୍ ଡି' ସହିତ ସନଫିଷ୍ଟ ମାରି ଲାଇଟ୍ ଶୁଭାରମ୍ଭ କରିଛି

    14439
    Jan 07, 2026
  • ୨୪ ଶହ ଟଙ୍କା ବଢ଼ିଲା ସୁନା

    14541
    Dec 23, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲିଭ୍‌-ଇନ୍‌ ରିଲେସନ୍‌ସିପ୍‌ରେ ରହୁଥିବା ଦମ୍ପତିଙ୍କୁ ନେଇ ଏହି ଟିପ୍ପଣୀ ଦେଲେ ମାଡ୍ରାସ ହାଇକୋର୍ଟ

    15270
    Jan 22, 2026
  • ଅଫିସ୍ ଭିତର ରାସଲୀଳା ଭିଡ଼ିଓ ଭାଇରାଲ: ସସ୍‌ପେଣ୍ଡ ହେଲେ କର୍ଣ୍ଣାଟକ ପୁଲିସ୍ ମହାନିର୍ଦ୍ଦେଶକ

    15950
    Jan 20, 2026
  • ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା, ଜାଣନ୍ତୁ କିଏ ?

    14861
    Jan 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In