ଆଜି ୪୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ କମୁଛି ସଂକ୍ରମଣ ସଂଖ୍ୟା। କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ୪୪ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି କରୋନାରେ। ପ୍ରତ୍ୟେକ ଦିନ ରାଜ୍ୟରେ ଏତେ ମାତ୍ରାରେ ମୃତ୍ୟୁ ସଂଖ୍ୟା ସାମ୍ନାକୁ ଆସୁଛି, ଯାହାକୁ ନେଇ ରାଜ୍ୟବାସୀ ଚିନ୍ତାପ୍ରକଟ କରୁଛନ୍ତି।
ସଳଚନାନୁସାରେ, ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରେ ସଂଗରୋଧରୁ ୨୪୭୫ ଏବଂ ସ୍ଥାନୀୟ ସଂକ୍ରମିତ ୧୮୬୪ ରହିଛନ୍ତି।
Powered by Froala Editor