Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ...

  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ...

  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ...

  • ଛାତ୍ର ଆତ୍ମହତ୍ୟା ରୋକିବ ...

  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ...

  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଇସିୟୁରେ ଗୁରୁତର ରୋଗୀଙ୍କୁ ଦୁଷ୍କର୍ମ, ନର୍ସ ଗିରଫ

ଆଇସିୟୁରେ ଗୁରୁତର ରୋଗୀଙ୍କୁ ଦୁଷ୍କର୍ମ, ନର୍ସ ଗିରଫ

2024-02-27 19:04:07
14695
Share:
Facebook
Twitter
E-Mail
WhatsApp
Telegram
ଆଇସିୟୁରେ ଗୁରୁତର ରୋଗୀଙ୍କୁ ଦୁଷ୍କର୍ମ, ନର୍ସ ଗିରଫ

ଗୁରୁତର ରୋଗୀଙ୍କୁ ବି ଛାଡ଼ିନି ଜଣେ ନର୍ସିଂ କର୍ମଚାରୀ। ଫୁସଫୁସ ସଂକ୍ରମଣର ଚିକିତ୍ସା ପାଇଁ ଆଇସିୟୁରେ ରହିଥିବା ଜଣେ ୨୪ ବର୍ଷୀୟ ମହିଳାଙ୍କୁ ଇଞ୍ଜେକସନ ଦେଇ ଭୋର ୪ଟା ସମୟରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ରାଜସ୍ଥାନର ଅଲୱର ଠାରେ ଥିବା ଗୋଟିଏ ଘରୋଇ ହସ୍ପିଟାଲରେ ଏପରି ଘଟଣା ଘଟିଛି। ଅଭିଯୋଗ କରାଯିବା ପରେ ଅଭିଯୁକ୍ତ ଚିରାଗ ଯାଦବଙ୍କୁ ଗିରଫ କରିଛି ପୁଲିସ।

ପୁଲିସ୍‌ କହିଛି ଯେ ଫୁସଫୁସ ସଂକ୍ରମଣ ଯୋଗୁ ମହିଳା ଜଣଙ୍କ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କର ଚିକିତ୍ସା ଆଇସିୟୁରେ ଚାଲିଥିଲା। ହେଲେ ଆଇସିୟୁରେ ଡ୍ୟୁଟି କରୁଥିବା ଚିରାଗ ଯାଦବ ତାଙ୍କୁ ଭୋର ୪ଟାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।

ଘଟଣା ଦିନ ଚିରାଗ ଯାଦବ ଭୋର ପ୍ରାୟ ୪ଟା ସମୟରେ ଦୁଷ୍କର୍ମ କରିଥିଲେ। ପୀଡ଼ିତା ଏହାର ବିରୋଧ କରିବାରୁ ସେ ତାଙ୍କୁ ନିଶା ଇଞ୍ଜେକ୍ସନ ଦେଇଥିଲେ। ଚେତା ଫେରିବା ପରେ ପୀଡ଼ିତା ନିଜ ସ୍ବାମୀଙ୍କୁ ଫୋନ କରି ପୂରା ଘଟଣା ବିଷୟରେ ଜଣାଇଥିଲେ। ଅଭିଯୋଗ ପାଇବା ପରେ ପୁଲିସ୍‌ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି। 

Powered by Froala Editor

Tags rape

Related articles Odisha News Lens 4.1

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା
    ବାଣିଜ୍ୟ

    ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14843
    Oct 24, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13838
    Oct 23, 2026
  • ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...
    ଦେଶ-ଦେଶାନ୍ତର

    ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ବିଶ୍ରାମ ନେଲେ ଅମିତାଭ, ପ୍ରଶଂସକଙ୍କୁ କହିଲେ ଏହା...

    14300
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍
    ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14697
    Oct 24, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି
    ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14242
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14555
    Oct 23, 2026
  • ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ
    ମନୋରଞ୍ଜନ

    ଅମିତାଭଙ୍କ ବାସଭବନ ‘ଜଲସା’କୁ ଆକ୍ରମଣ ଧମକ

    14226
    Oct 24, 2026
  • ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ
    ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15459
    Oct 24, 2026
  • ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ
    ଦେଶ-ଦେଶାନ୍ତର

    ୨୩୮ ଜଣ ଭାରତୀୟ କଏଦୀ ଅଛନ୍ତି ବାଂଲାଦେଶ ଜେଲରେ

    13822
    Oct 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14697
    Oct 24, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ଗ୍ୟାଙ୍ଗଷ୍ଟର ହିମାଂଶୁ ଭାଉ ଗିରଫ

    15459
    Oct 24, 2026
  • ଦେଶ-ଦେଶାନ୍ତର

    ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14242
    Oct 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17212
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17910
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17853
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18277
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15280
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15622
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15056
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15521
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14856
    Oct 06, 2026

ବାଣିଜ୍ୟ

ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

ଭାରତୀୟ ସେୟାର ବଜାର ଇତିହାସରେ ପ୍ରଥମ ଥର ପାଇଁ ଜିଓ ଆଇପିଓ ପାଇଁ ଆବେଦନ ସଂଖ୍ୟା ୧ କୋଟି ଅତିକ୍ରମ କରିଛି। ଜିଓ ପ୍ଲାଟଫର୍ମ୍ସର ୩୦,୨୧୩ କୋଟି ଟଙ୍କାର ଆଇପିଓ ଶୁକ୍ରବାର ତୃତୀୟ ତଥା ଶେଷ ଦିନରେ ଏହି ରେକର୍ଡ ସୃଷ୍ଟି କରିଛି। ନିବେଶକଙ୍କ ଅଭୂତପୂର୍ବ ଉତ୍ସାହ ମଧ୍ୟରେ ଆଇପିଓ ମୋଟ ୬.୮୯ ଗୁଣ ସବସ୍କ୍ରାଇବ୍ ହୋଇସାରିଛି। ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14555
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15176
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14420
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14612
    Oct 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    14843
    Oct 24, 2026
  • ଛାତ୍ର ଆତ୍ମହତ୍ୟା ରୋକିବ ଆଣ୍ଟି-ସୁଇସାଇଡ୍ ଫ୍ୟାନ୍

    14697
    Oct 24, 2026
  • ଦଶହରା ପରେ ଦିଲ୍ଲୀରେ ବାୟୁ ପ୍ରଦୂଷଣ ବୃଦ୍ଧି

    14242
    Oct 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In