Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ...

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ...

  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ...

ରାଜ୍ୟ
Home ›› ରାଜ୍ୟ ››ପରୀକ୍ଷା ହଲ୍‌ରେ କପି: ଶିକ୍ଷୟିତ୍ରୀ ନିଲମ୍ବିତ

ପରୀକ୍ଷା ହଲ୍‌ରେ କପି: ଶିକ୍ଷୟିତ୍ରୀ ନିଲମ୍ବିତ

2024-02-28 06:11:19
14222
Share:
Facebook
Twitter
E-Mail
WhatsApp
Telegram
ପରୀକ୍ଷା ହଲ୍‌ରେ କପି:  ଶିକ୍ଷୟିତ୍ରୀ ନିଲମ୍ବିତ

କଟକ: ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ ଅନୁସୟା ମହାରଣାଙ୍କୁ ନିଲମ୍ବିତ କରାଯାଇଛି। ଶିକ୍ଷୟିତ୍ରୀ ଜଣକ ପରୀକ୍ଷା ନିରୀକ୍ଷକ ଦାୟିତ୍ୱରେ ଥିବା ହଲ୍‌ ମଧ୍ୟକୁ ଜଣେ କନେଷ୍ଟବଳ ପ୍ରବେଶ କରି ଜଣେ ପରୀକ୍ଷାର୍ଥୀଙ୍କୁ କପି ଦେଇଥିଲେ। ଏହା ଦେଖିଥିଲେ ବି ଶିକ୍ଷୟିତ୍ରୀ ଜଣକ କିଛି ନ କହି ନିରବ ରହିଥିଲେ। ସେଥିପାଇଁ ବୋର୍ଡର ସୁପାରିଶ କ୍ରମେ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାଯାଇଛି।
ଫେବୃଆରୀ ୨୦ରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ସେହିଦିନ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ଥିଲା। ନରସିଂହପୁରସ୍ଥିତ ଅନନ୍ତ ନାରାୟଣ ଉଚ୍ଚବିଦ୍ୟାଳୟରେ ମଧ୍ୟ ପିଲା ପରୀକ୍ଷା ଦେଉଥିଲେ। ଏହି କେନ୍ଦ୍ରର ଏକ ରୁମ୍‌ରେ ଶିକ୍ଷୟିତ୍ରୀ ଅନୁସୟା ନିରୀକ୍ଷକ ଭାବେ ନିୟୋଜିତ ହୋଇଥିଲେ। ପରୀକ୍ଷା ଚାଲିଥିବା ବେଳେ ତାଙ୍କ ଉପସ୍ଥିତିରେ ସୁରକ୍ଷା ଦାୟିତ୍ୱରେ ମୁତୟନ ହୋଇଥିବା ଜଣେ ମହିଳା ହୋମଗାର୍ଡ ଜଣେ ପରୀକ୍ଷାର୍ଥୀଙ୍କୁ କପି ଦେଇଥିଲେ, ଯାହାକି ଏଆଇରେ ରେକର୍ଡ ହୋଇଯାଇଥିଲା। ଏନେଇ ଜଣାପଡ଼ିବା ପରେ ଶିକ୍ଷୟିତ୍ରୀଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି।

Powered by Froala Editor

Tags matric exam

Related articles Odisha News Lens 4.1

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14669
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14593
    Jun 16, 2026
  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା
    ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13447
    Jun 15, 2026
  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ
    ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14451
    Jun 15, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14461
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14299
    Jun 16, 2026
  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14458
    Jun 15, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14412
    Jun 16, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ
    ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14085
    Jun 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14669
    Jun 16, 2026
  • ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14085
    Jun 15, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14299
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14461
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14170
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15025
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13626
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15510
    Jun 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15216
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14042
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14461
    Jun 16, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14085
    Jun 15, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14035
    Jun 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In