Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜନୀତି
Home ›› ରାଜନୀତି ››‘ରଜ’ ଅବସରରେ ଟିକାକରଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଓଡିଶାବାସୀଙ୍କୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

‘ରଜ’ ଅବସରରେ ଟିକାକରଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଓଡିଶାବାସୀଙ୍କୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

2021-06-14 11:31:36
14715
Share:
Facebook
Twitter
E-Mail
WhatsApp
Telegram
‘ରଜ’ ଅବସରରେ ଟିକାକରଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଓଡିଶାବାସୀଙ୍କୁ ଆହ୍ୱାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

 ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜିବାର ବା ସମ୍ମାନ ଜଣାଇବା ‘ରଜ’ ପର୍ବର ଅନନ୍ୟ ପରମ୍ପରା

 କୋଭିଡ-୧୯ର ସମସ୍ତ ନିୟମକୁ ମାନି ଘରେ ରହି ରଜ ପର୍ବକୁ ସ୍ୱତନ୍ତ୍ର କରିବା


ଭୁବନେଶ୍ୱର - ଓଡ଼ିଶାର ଗଣ ପର୍ବ ‘ରଜ’ ଉପଲକ୍ଷେ ଓଡ଼ିଶାର ସମସ୍ତ ଭାଇ ଭଉଣୀ, ଗୁରୁଜନ ମାନଙ୍କୁ ଭିଡିଓ ବାର୍ତା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରଜ ଉତ୍ସବ ଅବସରରେ ଓଡିଶାବାସୀଙ୍କୁ କୋଭିଡ୍ ନିୟମ ମାନିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସାରା ଦେଶରେ ଜୁନ ୨୧ରୁ ଆରମ୍ଭ ହେଉଥିବା ମାଗଣା ଟିକାକରଣ ଅଭିଯାନକୁ ଏକ ଜନଆନ୍ଦୋଳନରେ ପରିଣତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଛନ୍ତି ।


ଭିଡିଓ ବାର୍ତାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରକୃତି, ଧରିତ୍ରୀ ଓ ନାରୀକୁ ପୂଜିବାର ବା ସମ୍ମାନ ଜଣାଇବା ହେଉଛି ‘ରଜ’ ପର୍ବର ଅନନ୍ୟ ପରମ୍ପରା । ଆଜିର ଦିନରେ ଶ୍ରୀମନ୍ଦିରରୁ ଆରମ୍ଭ କରି ପୁରପଲ୍ଲୀର ସମସ୍ତ ଦେବ ମନ୍ଦିରରେ ସ୍ୱତନ୍ତ୍ର ଭାବରେ ପୂଜାର୍ଚ୍ଚନା କରାଯାଏ । ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ପ୍ରାଣକେନ୍ଦ୍ର । ଏଣୁ ଏହା ଜନମାନସକୁ ପ୍ରଭାବିତ କରିଥାଏ । ଆଜିର ଦିନ ଆନନ୍ଦ ଉଲ୍ଲାସ, ମଉଜ ମଜଲିସ୍‌, ପିଠାପଣା, ନୂଆ ପୋଷାକ ପରିଧାନ, ଜାନିଯାତ୍ରା, ଭ୍ରମଣ, ନାଚ ଗୀତ, ନାଟକ, ସଭା, ପାଠୋତ୍ସବ ଇତ୍ୟାଦିର ଦିନ । ନିଜର ବନ୍ଧୁ ମାନଙ୍କୁ ଚର୍ଚ୍ଚା କରିବା, ଖିଆପିଆ ଓ ଭାବର ଆଦାନପ୍ରଦାନରେ ଅଂଶୀଦାର ହେବା ବନ୍ଧୁ ମିଳନର ଏକ ଭିନ୍ନ ପର୍ବ ଏ ରଜ ।


ଆଜି ଦୁନିଆ ଆମକୁ ଆଜି ଭିନ୍ନ ଏକ ସ୍ଥାନରେ ଛିଡ଼ା କରିଛି । କରୋନା ମହାମାରୀ କାରଣରୁ ଆମେ ସମସ୍ତେ ଘରେ ଘରେ ରହି ରଜ ପାଳନ କରୁଛୁ । ବର୍ତମାନ ସମୟରେ ମାସ୍କ୍ ପିନ୍ଧିବା, ଟିକା ନେବା ଆମ ପାଇଁ ହୋଇଛି ବଡ଼ ଦାୟିତ୍ୱ । ସାମାଜିକ ଦୂରତା ରକ୍ଷା କରିବା, ସଫା ସୁତୁରା ରହିବା ତଥା କରୋନା ସଚେତନତା ପାଳନ କରିବା ଆମ ପାଇଁ ହୋଇଛି ସୁରକ୍ଷା କବଚ ।


କରୋନା ବିରୋଧରେ ଲଢ଼େଇ କରିବା ପାଇଁ ସମସ୍ତ ଦେଶବାସୀଙ୍କୁ ଟିକା ଅଭିଯାନରେ ସାମିଲ ହେବା ପାଇଁ ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ କରିଛନ୍ତି । ଜୁନ ୨୧ରୁ ଆରମ୍ଭ ହେଉଥିବା ମାଗଣା ଟିକା ଅଭିଯାନରେ ସମସ୍ତେ ସାମିଲ ହେବାକୁ ଅନୁରୋଧ କରୁଛି । ଆସନ୍ତୁ, କୋଭିଡ-୧୯ର ସମସ୍ତ ନିୟମକୁ ମାନି ଘରେ ରହି ଏଥର ରଜ ପର୍ବକୁ ସ୍ୱତନ୍ତ୍ର କରିବା । ଏହି ଗଣ ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଆଣିଦେଉ ବୋଲି କେନ୍ଦ୍ରମନ୍ତ୍ରୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି ।


Powered by Froala Editor

Tags dharmendra pradhan , bjp odisha , raja festival

Related articles Odisha News Lens 4.1

  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14252
    Aug 14, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13532
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15302
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14000
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13786
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13517
    Aug 14, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15787
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14106
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13854
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13532
    Aug 13, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13517
    Aug 14, 2026
  • ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13786
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18095
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14487
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14526
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14363
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15942
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16355
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14006
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14359
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15263
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13532
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15787
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13786
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In