Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ...

  • ରଶ୍ମିକାଙ୍କୁ ଶାଢ଼ୀ ଉପହାର

  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ ...

  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ...

  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ...

ରାଜ୍ୟ
Home ›› ରାଜ୍ୟ ››ବିଜେପିରେ ମିଶି ଆଜି ମୁଁ ବହୁତ ଖୁସି: ପ୍ରଶାନ୍ତ ଜଗଦ୍ଦେବ

ବିଜେପିରେ ମିଶି ଆଜି ମୁଁ ବହୁତ ଖୁସି: ପ୍ରଶାନ୍ତ ଜଗଦ୍ଦେବ

2024-02-29 10:12:52
14282
Share:
Facebook
Twitter
E-Mail
WhatsApp
Telegram
ବିଜେପିରେ ମିଶି ଆଜି ମୁଁ ବହୁତ ଖୁସି: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର:  ଯେଉଁ ବିଜେପି ପାଇଁ ପ୍ରଶାନ୍ତ ଜଗଦ୍ଦେବଙ୍କ କ୍ୟାରିୟରରେ ଦାଗ ଲାଗିଥିଲା, ଆଜି ସେହି ବିଜେପିରେ ସେ ମିଶିଛନ୍ତି । ତେବେ ବିଜେପିରେ ଯୋଗଦେବା ପରେ ପ୍ରଶାନ୍ତ କହିଛନ୍ତି ଯେ ବିଜେପିରେ ମିଶି ଆଜି ମୁଁ ବହୁତ ଖୁସି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଷ୍ଟ୍ରନେତୃତ୍ୱ ମୋତେ ପ୍ରେରଣା ଦେଇଛି । ବିଜେଡିରେ ଥିଲା ବେଳୁ ମୁଁ ମୋଦୀଙ୍କୁ ସମ୍ମାନ ଜଣାଉଥିଲି । ଏଭଳି ପ୍ରଧାନମନ୍ତ୍ରୀଙ୍କ ସୈନିକଭାବେ କାମ କରିବି, ସେଥିପାଇଁ ମୁଁ ବହୁତ ଖୁସି ବୋଲି ପ୍ରଶାନ୍ତ କହିଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବେ ରାଜନୀତିରୁ ନିବୃତ୍ତ ରୁହନ୍ତୁ ବୋଲି ପ୍ରଶାନ୍ତ କହିଛନ୍ତି । ସେ କହିଛନ୍ତି ଯେ ନବୀନ ବାବୁ ମୋତେ ବହୁତ ସମ୍ମାନ ଦିଅନ୍ତି, ସୁରକ୍ଷା ଦିଅନ୍ତି । ତେବେ ଆଜି ନବୀନ ବାବୁ ଆମକୁ ସୁରକ୍ଷା ଦେବା ଅବସ୍ଥାରେ ନାହାନ୍ତି । ଏବେ ରାଜନୈତିକ ବ୍ୟବସ୍ଥାରୁ ସେ ନିବୃତ୍ତ ରହିବା ଦରକାର । ମୋତେ ବାସ୍ନା ହେଉଛି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେବ ବୋଲି ପ୍ରଶାନ୍ତ କହିଛନ୍ତି ।

 ଏହାଛଡ଼ା ଏବେ ମୁଁ ପୂରା ଆକ୍ସନ ମୁଡରେ । ଏବେ ଅନଲି ଆକ୍ସନ, ନୋ-ରିଆକ୍ସନ ବୋଲି ପ୍ରଶାନ୍ତ ଜଗଦେ୍ଧବ କହିଛନ୍ତି ।

ପ୍ରକାଶ ଯେ ଯାହା ଚର୍ଚ୍ଚା ହେଉଥିଲା, ତାହା ସତରେ ପରିଣତ ହେଲା । ବିଜେଡିରୁ ବହିଷ୍କୃତ ହୋଇଥିବା ଆଉ ଜଣେ ନେତା ଏବେ ପଦ୍ମ ଶିବିରକୁ ଡେଇଁଛନ୍ତି । ସେ ହେଉଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗୁରୁବାର ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିଛନ୍ତି । ନିଜର ଦବଙ୍ଗଗିରି ପାଇଁ ବିବାଦୀୟ ହୋଇଥିବା ପ୍ରଶାନ୍ତ ଦୀର୍ଘଦିନ ଧରି ଚିଲିକା ରାଜନୀତିରୁ ଦୂରେଇ ରହିଥିବା ବେଳେ ବିଜେପିରେ ମିଶିବା ନେଇ ଗତ କିଛି ଦିନ ହେଲା ଚର୍ଚ୍ଚା ହେଉଥିଲା । ତେବେ ଆଜି ଉକ୍ତ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ଦାସ, ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ରଙ୍କ ଉପସ୍ଥିତିରେ ପ୍ରଶାନ୍ତ ପଦ୍ମ ଧରିଛନ୍ତି । ରାଜ୍ୟ ବିଜେପି ନିର୍ବାଚନ ସହ-ପ୍ରଭାରୀ ଲତା ଉସେଣ୍ଡି  ଦଳୀୟ ଉତ୍ତରୀୟ ଓ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଦଳୀୟ ଟୋପି ପ୍ରଦାନ ଦେଇ ପ୍ରଶାନ୍ତଙ୍କୁ ଦଳକୁ ସ୍ୱାଗତ କରିଥିଲେ ।

ପୂର୍ବରୁ ପ୍ରଶାନ୍ତ ଜଗଦ୍ଦେବ ନିଜର ଶତାଧିକ କର୍ମୀଙ୍କ ସହ ସେ ‘ଜୟ ଶ୍ରୀରାମ’ ନାରା ଦେଇ ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସମସ୍ତେ ଜାଣନ୍ତି ଯେ ଗତ କିଛି ଦିନ ହେଲା ବିଜେଡି ନେତା ଓ କର୍ମୀ ‘ଜୟ ଜଗନ୍ନାଥ’ ନାରା ଦେଉଥିବାବେଳେ ବିଜେପି କର୍ମୀ ଓ ନେତା ‘ଜୟ ଶ୍ରୀରାମ’ ନାରା ଦେଉଛନ୍ତି । ଏହି ସମୟରେ ପ୍ରଶାନ୍ତ  ହସ ହସ ମୁହଁରେ ‘ଜୟ ଶ୍ରୀରାମ’ ନାରା ଦେଇ ପଦ୍ମ ଧରିଛନ୍ତି ।

Powered by Froala Editor

Tags Prasant jagadev

Related articles Odisha News Lens 4.1

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14008
    Mar 02, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13496
    Mar 02, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14280
    Mar 03, 2026
  • ରଶ୍ମିକାଙ୍କୁ ଶାଢ଼ୀ ଉପହାର
    ମନୋରଞ୍ଜନ

    ରଶ୍ମିକାଙ୍କୁ ଶାଢ଼ୀ ଉପହାର

    15307
    Mar 01, 2026
  • ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14448
    Mar 01, 2026
  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି
    ଦେଶ-ଦେଶାନ୍ତର

    ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ଶକ୍ତିଶାଳୀ ସାମରିକ ବାହିନୀ ଅଛି

    14435
    Mar 02, 2026
  • ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ
    ମନୋରଞ୍ଜନ

    ଅରିଜିତଙ୍କ ପ୍ରଥମ ଇଣ୍ଡିପେଣ୍ଡେଣ୍ଟ ଗୀତ "ରୈନା" ରିଲିଜ୍

    15033
    Mar 01, 2026
  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା
    ଦେଶ-ଦେଶାନ୍ତର

    କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା

    15349
    Mar 01, 2026
  • ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ
    ଦେଶ-ଦେଶାନ୍ତର

    ନାଗରିକଙ୍କ ସୁରକ୍ଷା ଆମର ପ୍ରାଥମିକତା: ମୋଦୀ

    15570
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14280
    Mar 03, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14008
    Mar 02, 2026
  • ଦେଶ-ଦେଶାନ୍ତର

    ଦୁବାଇରେ ଫସିଛନ୍ତି ଷ୍ଟାର ପିଭି ସିନ୍ଧୁ

    14448
    Mar 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17357
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17425
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17771
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16244
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14280
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13496
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    14734
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14590
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14392
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15123
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14974
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14487
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16104
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କମ୍ ଦୃଶ୍ୟମାନତା ଯୋଗୁଁ ଅଜିତ୍ ଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା

    15349
    Mar 01, 2026
  • କୁନୋ ନ୍ୟାସନାଲ ପାର୍କରେ ବଢ଼ିଲେ ଚିତା ସଂଖ୍ୟା

    14628
    Mar 01, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14280
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In