Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

Home ›› ››ପିକଅପ ଭ୍ୟାନ ଓଲଟି ୧୪ ମୃତ

ପିକଅପ ଭ୍ୟାନ ଓଲଟି ୧୪ ମୃତ

2024-02-29 10:18:34
14934
Share:
Facebook
Twitter
E-Mail
WhatsApp
Telegram
ପିକଅପ ଭ୍ୟାନ ଓଲଟି ୧୪ ମୃତ

ଭୋପାଳ: ମଧ୍ୟପ୍ରଦେଶ  ଡିଣ୍ଡୋରି ଜିଲ୍ଲାର ବାଡଝାଜାରୀ ଘାଟରେ ଭାରସାମ୍ୟ ହରାଇ ଓଲଟିଲା ପିକଅପ ଭ୍ୟାନ । ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି ।   ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ । ଏହି ଘଟଣାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ।

ସ୍ଥାନୀୟ ଜଣେ ପୋଲିସ ଅଧିକାରୀ କହିଛନ୍ତି, ''ଦୁର୍ଘଟଣା ଜିଲ୍ଲାର ଶାହାପୁରା ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଥିଲା । ଏକ ଗୋଦଭରାଇ କାର୍ୟ୍ୟକ୍ରମରେ ସାମିଲ ହୋଇ ପିକଅପ ଭ୍ୟାନରେ ବସିଥିବା ଯାତ୍ରୀ ଫେରୁଥିବା ବେଳେ ଗାଡିଟି ହଠାତ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ନିମିଷକ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସଙ୍ଗେ ସଙ୍ଗେ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ । ମୃତଦେହକୁ ପୋଷ୍ଟମର୍ଟମ ପାଇଁ ହସ୍ପିଟାଲ ପଠାଇ ଦିଆଯାଇଛି । ଘଟଣାରେ ଅଧିକ ତଦନ୍ତ ଜାରି ରହିଛି । ଆହତ ମାନେ ଶାହପୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି ।''

Powered by Froala Editor

Tags Accident

Related articles Odisha News Lens 4.1

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    14072
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15430
    May 07, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13866
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13614
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15547
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15412
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15530
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13742
    May 07, 2026
  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...
    ଦେଶ-ଦେଶାନ୍ତର

    ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ...

    15183
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15547
    May 07, 2026
  • ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13866
    May 07, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15412
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17460
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16342
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13866
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15038
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15107
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13898
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14123
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15383
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15119
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13933
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ବିଧାୟକଙ୍କ ତାଲିକା ଧରି ଆସିବାକୁ କହିଲେ ରାଜ୍ୟପାଳ

    15183
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15293
    May 07, 2026
  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15412
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In