Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ...

  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ...

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ...

  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

  • ଭିଡି ସତୀଶନ କେରଳର ପରବର୍ତ୍ତୀ ...

  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ ...

  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ...

  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାରେ କ୍ୟାବିନେଟର ମୋହର : ୧ କୋଟି ଘର ପାଇବ ୩୦୦ ୟୁନିଟ ମାଗଣା ବିଦ୍ୟୁତ

ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାରେ କ୍ୟାବିନେଟର ମୋହର : ୧ କୋଟି ଘର ପାଇବ ୩୦୦ ୟୁନିଟ ମାଗଣା ବିଦ୍ୟୁତ

2024-02-29 19:16:34
15260
Share:
Facebook
Twitter
E-Mail
WhatsApp
Telegram
ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାରେ କ୍ୟାବିନେଟର ମୋହର : ୧ କୋଟି ଘର  ପାଇବ ୩୦୦ ୟୁନିଟ ମାଗଣା ବିଦ୍ୟୁତ

ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ଉପରେ କେନ୍ଦ୍ର କ୍ୟାବିନେଟର ମୋହର ବାଜିଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗୁରୁବାର ଏକ ପ୍ରେସ ବ୍ରିଫିଙ୍ଗରେ କହିଛନ୍ତି କେନ୍ଦ୍ର କ୍ୟାବିନେଟ ବୈଠକରେ ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳିକୁ ମଞ୍ଜୁରୀ ମିଳିଛି।

ଏହି ଯୋଜନା ଅଧୀନରେ ୧ କୋଟି ଘର ୩୦୦ ୟୁନିଟ ମାଗଣା ବିଦ୍ୟୁତ ପାଇବ ଏବଂ ବାର୍ଷିକ ୧୫,୦୦୦ ହଜାର ଟଙ୍କା ସଞ୍ଚୟ ହେବ। ଫେବୃଆରୀ ୧୩ରେ ପ୍ରଧାନମନ୍ତ୍ରୀ ମୋଦି ଏହି ଯୋଜନା ଆରମ୍ଭ କରିଥିଲେ। ଏଥିରେ ପ୍ରତ୍ୟେକ ପରିବାର ପାଇଁ ଦୁଇ କିଲୋୱାଟ ପର୍ଯ୍ୟନ୍ତ ଏକ ଛାତ ଉପର ସୋଲାର ପ୍ୟାନେଲର ମୂଲ୍ୟ ୧୪୫,୦୦୦ ଟଙ୍କା ହେବ। ସରକାର ଏଥିରେ ୭୮୦୦୦ଟଙ୍କା ସବସିଡି ଦେବେ। ଏହି ପରିପ୍ରେକ୍ଷୀରେ ଏକ ଜାତୀୟ ପୋର୍ଟାଲ ଉନ୍ମୋଚିତ ହୋଇଛି ଏବଂ ଘର ମାଲିକମାନେ ଏଥିରେ ବିକ୍ରେତା ବାଛିବାରେ ସକ୍ଷମ ହେବେ। ଏଥିପାଇଁ ସହଜ କିସ୍ତିରେ ବ୍ୟାଙ୍କରୁ ଋଣ ମଧ୍ୟ ଉପଲବ୍ଧ ହେବ।

ଏହି ଯୋଜନା କେବଳ ପରିବାର ସଦସ୍ୟମାନଙ୍କୁ ସହାୟତା କରି ଘରୋଇ ସୋଲାର ଏନର୍ଜି ଉପକରଣର ଉତ୍ପାଦନକୁ ପ୍ରୋତ୍ସାହିକ କରିବ ନାହିଁ, ବରଂ ଏହା ୧୭ ଲକ୍ଷ ଲୋକଙ୍କୁ ସିଧାସଳଖ ନିଯୁକ୍ତି ଦେବ। ଏହା ଭାରତ ବିକାଶରେ ନୂଆ ମାଇଲଖୁଣ୍ଟ ଭାବେ ପରିଚୟ ହାସଲ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଠାକୁର କହିଛନ୍ତି।


Powered by Froala Editor

Tags surya

Related articles Odisha News Lens 4.1

  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14057
    May 14, 2026
  • ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15114
    May 14, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ
    ବିଶେଷ

    ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15064
    May 14, 2026
  • ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା
    ଦେଶ-ଦେଶାନ୍ତର

    ଭାରତ ଏବଂ ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା ସହଭାଗୀତା ଉପରେ ଚୁକ୍ତିନାମା

    15401
    May 15, 2026
  • ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ
    ଦେଶ-ଦେଶାନ୍ତର

    ଏହି ଗାଡି କିଣିଲେ ମିଳିବ ୧ ଲକ୍ଷ ଟଙ୍କା ଲାଭ

    14660
    May 14, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା
    ଦେଶ-ଦେଶାନ୍ତର

    ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14603
    May 15, 2026
  • ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15648
    May 14, 2026
  • ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ
    ଦେଶ-ଦେଶାନ୍ତର

    ଚଳନ୍ତା ବସ୍‌ରେ ୩୦ ବର୍ଷୀୟା ମହିଳାଙ୍କୁ ଗଣଦୁଷ୍କର୍ମ

    13773
    May 14, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....
    ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14560
    May 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14560
    May 15, 2026
  • ଦେଶ-ଦେଶାନ୍ତର

    ନାଁ ଘୋଷଣା କଲା କଂଗ୍ରେସ: ଭିଡି ସତୀଶନ ହେବେ କେରଳମ ମୁଖ୍ୟମନ୍ତ୍ରୀ

    15114
    May 14, 2026
  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ସ୍କୁଲର ସକାଳ ସଭାରେ ଏବେ “ବନ୍ଦେ ମାତରମ୍” ଗାନ କରିବା ବାଧ୍ୟତାମୂଳକ

    15648
    May 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17477
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17528
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17914
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16362
    Apr 03, 2021

ବିଶେଷ

  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14560
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15064
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16011
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16180
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14622
    May 07, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15402
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15142
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15634
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13960
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସନ୍ତା ବର୍ଷରୁ ଅନଲାଇନରେ ହେବ ନିଟ୍ ପରୀକ୍ଷା

    15160
    May 15, 2026
  • ଜୁନ୍ ୨୧ରେ ହେବ ନିଟ୍ ୟୁଜି ୨୦୨୬ ପରୀକ୍ଷା

    14603
    May 15, 2026
  • ଭିଡି ସତୀଶନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    14057
    May 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In