Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ରାଜନୀତି
Home ›› ରାଜନୀତି ››ସରକାରଙ୍କ ମିଛ କୋଭିଡ ମୃତ୍ୟୁ ତାଲିକାର ଖୁଲାସା କଲା କଂଗ୍ରେସ

ସରକାରଙ୍କ ମିଛ କୋଭିଡ ମୃତ୍ୟୁ ତାଲିକାର ଖୁଲାସା କଲା କଂଗ୍ରେସ

2021-06-14 11:49:37
13588
Share:
Facebook
Twitter
E-Mail
WhatsApp
Telegram
ସରକାରଙ୍କ ମିଛ କୋଭିଡ ମୃତ୍ୟୁ ତାଲିକାର ଖୁଲାସା କଲା କଂଗ୍ରେସ

 କୋଭିଡ ମୃତ୍ୟୁର ସ୍ୱତନ୍ତ ଅଡିଟ କରାଯାଉ

 ମୃତ୍ୟୁର ସଠିକ ତଥ୍ୟ ନଥାଇ ମୃତକଙ୍କ ପରିବାରକୁ ଥଇଥାନ କରିବେ କେମିତି

 ଏକ ନମ୍ବର ହେବା ପାଇଁ କୋଭିଡ ମୃତ୍ୟୁର ତଥ୍ୟ ଚାପିଛନ୍ତି ସରକାର


ଭୁବନେଶ୍ୱର - ରାଜ୍ୟ ସରକାର କୋଭିଡରେ ମୃତ୍ୟୁବରଣ କରିଥିବା ପରିବାରର ମୁଖ୍ୟ ବିଧବା ପତ୍ନିଙ୍କୁ ସାମାଜିକ ସୁରକ୍ଷା ନିରାପତା ଯୋଜନାରେ ସାମିଲ କରିବା ଏବଂ କୋଭିଡ ଯୋଗୁଁ ଅନାଥ ହୋଇଥିବା ପିଲାଙ୍କୁ ରୋଜଗାରକ୍ଷମ ହେବା ପର୍ଯ୍ୟନ୍ତ ସରକାର ଦାୟିତ୍ୱ ବହନ କରିବା ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ । କିନ୍ତୁ କୋଭିଡ ମୃତ୍ୟୁ ସମ୍ପର୍କରେ ସଠିକ ତଥ୍ୟ ଲୁଚାଇ ମିଥ୍ୟା ତଥ୍ୟରେ ତାହା କିଭଳି ସମ୍ଭବ ହେବ ବୋଲି କଂଗ୍ରେସ ପ୍ରଶ୍ନ କରିଛି ।


ରାଜ୍ୟରେ ଶ୍ମସାନରେ ନିଆଁ ଲିଭୁନି । ଆମ୍ବୁଲାନ୍ସକୁ ଡେଡ୍‌ବଡ଼ି ବୋହିବାରେ ନିସ୍ତାର ନାହିଁ । କିନ୍ତୁ ସରକାର ନିଜକୁ କୋଭିଡ ମୁକାବିଲାରେ ଦେଶରେ ଏକନମ୍ବର କରିବା ପାଇଁ କୋଭିଡ ମୃତ୍ୟୁର ସଠିକ ତଥ୍ୟକୁ ଲୁଚାଇବାରେ ବ୍ୟସ୍ତ ବୋଲି ରାଜ୍ୟ କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର ତଥ୍ୟ ଓ ପ୍ରମାଣ ସହ ସିଧାସଳଖ ଭାବରେ ଟାର୍ଗେଟ କରିଛନ୍ତି ସରକାରଙ୍କୁ । ପ୍ରକାଶଯୋଗ୍ୟ ନୟାଗଡ଼ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ନିକଟକୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀଙ୍କ ଦ୍ୱାରା ଦିଆଯାଇଥିବା ତଥ୍ୟ ଏବଂ ରାଜ୍ୟ ସରକାର ତାଙ୍କ ଅଫିସିଆଲ ପୋଟାଲରେ ଦେଇଥିବା ତଥ୍ୟ ସିଧାସଳଖ ଭାବରେ ପ୍ରମାଣିତ କରୁଛି ଯେ ରାଜ୍ୟ ସରକାର ନିଜର ଭାବମୂର୍ତି ବଂଚାଇ ରଖିବା ପାଇଁ ଏବଂ କୋଭିଡ ମୁକାବିଲାରେ ହୋଇଥିବା ବିଫଳତାକୁ ଘୋଡାଇବା ପାଇଁ କୋଭିଡ ମୃତ୍ୟୁର ବାସ୍ତବ ତଥ୍ୟକୁ ଲୁଚାଇ ରଖିବା ସହିତ ରାଜ୍ୟର ୪.୫ କୋଟି ଲୋକଙ୍କୁ ଅନ୍ଧାରରେ ରଖିଛନ୍ତି । 


ପ୍ରକାଶ ଥାଉକି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ଯେଉଁ ତଥ୍ୟ ଦେଇଛନ୍ତି ସେଥିରେ କୁହାଯାଇଛିଯେ ନୟାଗଡ଼ ଜିଲ୍ଲାରେ ଦ୍ୱିତୀୟ ଲହରରେ ପ୍ରଥମ କୋଭିଡ ମୃତ୍ୟୁ ଚାନ୍ଦପୁର କୋଭିଡ ହସପିଟାଲ ୨୮.୪.୨୦୨୧ରେ ହୋଇଥିଲା ଏବଂ ରିପୋର୍ଟ ଦେବା ପର୍ଯ୍ୟନ୍ତ ଚାନ୍ଦପୁର କୋଭିଡ ହସପିଟାଲରେ ୧୧୭ଜଣ ଙ୍କର କୋଭିଡରେ ମୃତ୍ୟୁଘଟିଛି ସେଥିମଧ୍ୟରୁ ୨୧ଜଣ ଖୋର୍ଦ୍ଧା ଜିଲ୍ଲାରେ ହୋଇଥିବା ବେଳେ ଅନ୍ୟସମସ୍ତ ନୟାଗଡ଼ ଜିଲ୍ଲାର ଏବଂ ରାଜ୍ୟ ସରକାର ତାଙ୍କ ଟୁୃ୍ୟଟର ହ୍ୟାଣ୍ଡେଲରେ ଯେଉଁ ତଥ୍ୟ ଦେଇଛନ୍ତି ସେଥିରେ କୁହାଯାଇଛି ପ୍ରଥମ ଏବଂ ଦ୍ୱିତୀୟ ଲହରରେ ସେହି ନୟାଗଡ଼ ଜିଲ୍ଳାରେ ୫୯ଜଣ ମୃତ୍ୟୁବରଣ କରିଛନ୍ତି । ନୟାଗଡ଼ରେ ଏହି ଘଟଣା ଭାତ ହାଣ୍ଡିରୁ ଗୋଟିଏ ମାତ୍ର । ରାଜ୍ୟ ସରକାର ତଥା ତାଙ୍କ ମୁଖିଆ ମାନ୍ୟବର ମୁଖ୍ୟମନ୍ତ୍ରୀ ଯଦି କୋଭିଡର ପରବର୍ତୀ ସମୟରେ କୋଭିଡ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ପୁଃନରୁଦ୍ଧାର କରିବାରେ ଆନ୍ତରିକ ଇଛା ଥାଏ କୋଭିଡ ମୃତ୍ୟୁର ସ୍ୱତନ୍ତ୍ର ଅଡିଟ କରନ୍ତୁ ବୋଲି କଂଗ୍ରେସ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର ଦାବୀ କରିବା ସହିତ ଆଗାମୀ ଦିନରେ କଂଗ୍ରେସ ଏହାକୁ ନେଇ ରାଜରାସ୍ତାକୁ ଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ୍ ଦାଶ ଓ ଜିନେସ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Powered by Froala Editor

Tags congress , inc

Related articles Odisha News Lens 4.1

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14252
    Nov 17, 2025
  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15262
    Nov 17, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14325
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14632
    Nov 18, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14835
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13807
    Nov 18, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର
    ଦେଶ-ଦେଶାନ୍ତର

    ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13582
    Nov 18, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    14002
    Nov 17, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14835
    Nov 18, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14325
    Nov 18, 2025
  • ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13807
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14265
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16086
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15151
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14427
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15286
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14313
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14252
    Nov 17, 2025
  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ପୁରସ୍କାର

    13582
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14632
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In